Girl v

ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଥିବା ବେଳେ ୯ ନାବାଳିକା ଉଦ୍ଧାର

ନବରଙ୍ଗପୁର: ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେଳେ ୯ଜଣ ନାବାଳିକାକୁମ ଉଦ୍ଧାର କଲା ପୋଲିସ । ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକରୁ ୯ଜଣ ନାବାଳିକା ଉଦ୍ଧାର । ବାହାର ରାଜ୍ୟକୁ ଦାଦନ ଖଟିବା ନିମନ୍ତେ ଦଲାଲର ଗାଡିକୁ ଡାବୁଗାଁ ବ୍ଲକ ସରାଗୁଡା ଛକ ନିକଟରେ ଅପେକ୍ଷା କରିଥିଲେ ନାବାଳିକା । ଜିଲ୍ଲା ଶ୍ରମିକ ସଭାପତି ସନାତନ ସାହୁଙ୍କୁ ସନ୍ଦେହ ହେବାରୁ ତୁରନ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯୋଗାଯୋଗ କରିଥିଲେ । ସ୍ଥାନୀୟ ପୋଲିସକୁ ଘଟଣା ବିଷୟରେ ସୂଚନା […]

Read More Text.
IMG 20260607 WA0082 750x430 1 300x172

୬୪ ସ୍ଥାନର ଇଂରାଜୀ ନାମରେ ହେବ ସଂଶୋଧନ, ଖୁବ୍ ଶୀଘ୍ର ଗେଜେଟ୍ ବିଜ୍ଞପ୍ତି ପ୍ରକାଶ କରିବେ ରାଜ୍ୟ ସରକାର

ଭୁବନେଶ୍ବର: ୬୪ ସ୍ଥାନର ଇଂରାଜୀ ନାମରେ ହେବ ସଂଶୋଧନ। ଓଡ଼ିଶା କ୍ୟାବିନେଟ୍ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି । ରାଜ୍ୟର ୨୬ଟି ଜିଲ୍ଲାରେ ଥିବା ୬୪ଟି ସ୍ଥାନର ବିକୃତ ଇଂରାଜୀ ବନାନକୁ ସଂଶୋଧନ କରି ମୂଳ ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ପରିବର୍ତ୍ତନ କରିବାକୁ କ୍ୟାବିନେଟ୍ ମଞ୍ଜୁରୀ ପ୍ରଦାନ କରିଛି । ସରକାରୀ ଦସ୍ତାବିଜରେ ଥିବା ଔପନିବେଶିକ ସମୟର ଭୁଲ୍ ନାମଗୁଡ଼ିକୁ ହଟାଇ ପ୍ରକୃତ ଓଡ଼ିଆ ନାମ ପ୍ରଚଳନ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ । ଏହି ନିଷ୍ପତ୍ତି […]

Read More Text.
Dd

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ଏକ୍ ପେଡ୍ ମା କେ ନାମ୍ କାର୍ଯ୍ୟକ୍ରମ

ବାରିପଦା  : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ୧୧ ଜୁନ ୨୦୨୬ ତାରିଖରେ “ମା’ଙ୍କ ନାମରେ ଗୋଟିଏ ଗଛ (ଏକ୍ ପେଡ୍ ମା କେ ନାମ୍)” ଶୀର୍ଷକ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ ହୋଇଥିଲା। ପରିବେଶ ସୁରକ୍ଷା, ସବୁଜ ପୃଥିବୀ ଗଠନ ଏବଂ ମାତୃତ୍ୱ ପ୍ରତି ସମ୍ମାନ ପ୍ରଦର୍ଶନ ଉଦ୍ଦେଶ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତି, ସ୍ନାତ୍ତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର […]

Read More Text.
IMG 20260611 WA0152

ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ତରଫରୁ ରକ୍ତଦାନ ଶିବିର ଆୟୋଜିତ : ୩୬ ୟୁନିଟ ରକ୍ତ ସଂଗୃହିତ

ବାରିପଦା : ସ୍ଥାନୀୟ ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ, ଆର ବି ଓ, ବାରିପଦା ଆନୁକୂଲ୍ୟରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି I ଅତିଥି ଭାବେ ଯୋଗଦେଇ ଧନଞ୍ଜୟ ମହାନ୍ତ, ସି ଡି ଏମ ଓ, ବିଜୟ କୁମାର ଦାଶ, ଏ ଡି ଏମ ଓ, ସୁଭାଶିଷ ମିଶ୍ର, ଆଞ୍ଚଳିକ ପ୍ରବନ୍ଧକ ଏବଂ ମୁଖ୍ୟ ପ୍ରବନ୍ଧକ ଗୋବର୍ଦ୍ଧନ ଦାସ, ପାତାଞ୍ଜଳି ବିଭୂପଦ ସାହୁ, ସମୀର କୁମାର ସାହୁ,  ଅରୁଣଜ୍ୟୋତି ମହାନ୍ତି […]

Read More Text.
IMG 20260611 WA0167

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ରାଇରଙ୍ଗପୁର ତୋଫାନୀ ଗସ୍ତ 

ବାରିପଦା  (୧୨/୦୬) :  ଆସନ୍ତା ଜୁନ ୧୯ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ  ଜୁନ ୨୦ ତାରିଖ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରାଇରଙ୍ଗପୁର ଗସ୍ତ  କାର୍ଯ୍ୟକ୍ରମ ରହିଛି ।ଏହାର ସଫଳ ରୂପାୟନ,କଡ଼ା ସୁରକ୍ଷା,ସ୍ଥିତି ଆକଳନ ନେଇ ରାଜ୍ୟ ଆରକ୍ଷୀ ମହାନିର୍ଦେଶକ ଯୋଗେଶ ବାହାଦୂର ଖୁରାନିଆ   ରାଇରଙ୍ଗପୁର ଗସ୍ତରେ ଆସି ସ୍ଥିତି ସମୀକ୍ଷା କରିଛନ୍ତି । ରାଜ୍ୟ ଆରକ୍ଷୀ ନିର୍ଦେଶକଙ୍କ ସମେତ,ପୂର୍ବାଞ୍ଚଳ ଡିଆଇଜି ପିନାଖି  ମିଶ୍ର, ମୟୂରଭଂଜ ସାଂସଦ ନବ ଚରଣ ମାଝୀ, ରାଇରଙ୍ଗପୁର […]

Read More Text.
IMG 20260612 WA0154

୧୯ ତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚିତ୍ର ଉତ୍ସବରେ ଯୋଗଦେବେ ପ୍ରଥମଥର ପାଇଁ ମୟୁରଭଞ୍ଜ ରୁ  ଦୀପକ ବେଶ୍ରା

ବାରିପଦା  : ମୁମ୍ବାଇ ଠାରେ ଅନୁଷ୍ଠିତ ହେବାକୁ ଥିବା ୧୯ତମ ଅନ୍ତର୍ଜାତୀୟ ଚଳଚିତ୍ର ଉତ୍ସବ – ୨୦୨୬ ରେ ଜଣେ ବକ୍ତା ଭାବେ ଯୋଗଦେବେ ମୟୁରଭଞ୍ଜ ଜିଲ୍ଲାର ଆଦିବାସୀ ଚଳଚିତ୍ର ନିର୍ମାତା ତଥା ବାରିପଦା ଜାତୀୟ ଆଦିବାସୀ କ୍ଷୁଦ୍ର ଚଳଚିତ୍ର ଉତ୍ସବର ନିର୍ଦ୍ଦେଶକ ଦୀପକ କୁମାର ବେଶ୍ରା I ଏହି ଉତ୍ସବରେ ଏକ ବିଶେଷ ରାଉଣ୍ଡ ଟେବଲ ବୈଠକରେ ବକ୍ତା ଭାବେ ଯୋଗଦେବା ପାଇଁ ଏନ ଏଫ ଡି ସି ପକ୍ଷରୁ ଆମନ୍ତ୍ରଣ ପାଇବାରେ ସେ ପ୍ରଥମ […]

Read More Text.
Sss

“ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା”ର ଶୁଭାରମ୍ଭ ଅବସରରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାରିପଦା  (୧୨/୦୬) :   ରାଜ୍ୟ ସରକାରଙ୍କ ଜନକଲ୍ୟାଣମୂଳକ “ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା”ର ଶୁଭାରମ୍ଭ ଅବସରରେ ଆଜି ମୟୂରଭଞ୍ଜ ଜିଲ୍ଲାରେ ଏକ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଯୋଜନା ଅଧୀନରେ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀଙ୍କୁ ବର୍ତ୍ତମାନ ୧୦ କିଲୋଗ୍ରାମ ଲେଖାଏଁ ଚାଉଳ ପ୍ରଦାନ କରାଯିବ। ପୂର୍ବରୁ ହିତାଧିକାରୀ ପିଛା ୫ କିଲୋଗ୍ରାମ ଚାଉଳ ମିଳୁଥିବା ବେଳେ ଏହି ଯୋଜନା ଦ୍ୱାରା ଏହାକୁ ଦ୍ୱିଗୁଣିତ କରାଯାଇଛି, ଯାହା ଦରିଦ୍ର ଓ ଅସହାୟ ପରିବାରମାନଙ୍କ ଖାଦ୍ୟ ସୁରକ୍ଷାକୁ […]

Read More Text.
IMG 20260612 WA0179

“ବିକାଶର ଧାରା, ଓଡ଼ିଶା ସାରା” ଅବସରରେ ଜିଲ୍ଲାସ୍ତରୀୟ ଆଲୋଚନା ଚକ୍ର ଆୟୋଜିତ

*ଓଡ଼ିଶାର ଦୁଇ ବର୍ଷର ବିକାଶ ଯାତ୍ରା, ସୁଶାସନ ଓ ଜନକଲ୍ୟାଣମୂଳକ ପଦକ୍ଷେପ ଉପରେ ବିସ୍ତୃତ ମତବିନିମୟ* ବାରିପଦା, (୧୨/୦୬):  ଓଡ଼ିଶା ସରକାରଙ୍କ ଦୁଇ ବର୍ଷର ସଫଳ ଶାସନ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ରାଜ୍ୟବ୍ୟାପୀ କାର୍ଯ୍ୟକ୍ରମ “ବିକାଶର ଧାରା, ଓଡ଼ିଶା ସାରା” ଅନ୍ତର୍ଗତ ଆଜି ବାରିପଦାସ୍ଥିତ ଶହୀଦ ସ୍ମୃତି ଭବନଠାରେ ଏକ ଜିଲ୍ଲାସ୍ତରୀୟ ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି। ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଧର୍ମାନନ୍ଦ ବେହେରାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି […]

Read More Text.
IMG 20260612 WA0161

ବିଶ୍ୱ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ମୟୂରଭଞ୍ଜରେ  ସଚେତନତା ଅଭିଯାନର ଶୁଭାରମ୍ଭ

ବାରିପଦା (୧୨/୦୬) :  ବିଶ୍ୱ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ମୟୂରଭଞ୍ଜ ଜିଲ୍ଲାରେ ଶିଶୁ ଶ୍ରମ ନିରାକରଣ ସମ୍ପର୍କିତ ଏକ ୧୫ ଦିନିଆ ସଚେତନତା ଅଭିଯାନ ଆଜିଠାରୁ ଆରମ୍ଭ ହୋଇଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଈଶ୍ୱର ଚନ୍ଦ୍ର ନାୟକ ‘ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ’କୁ ଏବଂ ସଚେତନତା ଶୋଭାଯାତ୍ରାକୁ ସବୁଜ ପତାକା ଦେଖାଇ ଉଦ୍‌ଘାଟନ କରିଥିଲେ । ସକାଳ ୮.୩୦ ଘଟିକାରେ ଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରୁ ଆରମ୍ଭ ହୋଇଥିବା ଏହି ସଚେତନତା ଶୋଭାଯାତ୍ରା […]

Read More Text.
3333

ଖୋଲିବ ହର୍ମୁଜ, ରବିବାର ଜେନେଭାରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସମ୍ଭାବନା

ନୂଆଦିଲ୍ଲୀ: ପଶ୍ଚିମ ଏସିଆ ଯୁଦ୍ଧକୁ ବନ୍ଦ କରିବା ପାଇଁ ଆମେରିକା ଏବଂ ଇରାନ ମଧ୍ୟରେ ଆସନ୍ତା ରବିବାର ଏକ ବୁଝାମଣା ପତ୍ର ସ୍ୱାକ୍ଷର ହୋଇପାରେ । ଜେନେଭାରେ ଏହି ଚୁକ୍ତି ହେବା ନେଇ ଅନୁମାନ କରାଯାଉଛି । ସୂତ୍ର ଅନୁସାରେ, ବୁଝାମଣାର ସର୍ତ୍ତକୁ ଚୂଡ଼ାନ୍ତ ରୂପ ଦିଆଯାଉଛି । ଇରାନ ଜିଦ୍ ଏହି ଚୁକ୍ତି ଅଧୀନରେ ଲେବାନନରେ ଚାଲିଥିବା ଯୁଦ୍ଧ ମଧ୍ୟ ଶେଷ ହେବା ଆବଶ୍ୟକ । ଶନିବାର ସୁଦ୍ଧା ଏହି ଚୁକ୍ତିର ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ […]

Read More Text.