ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଚ୍ୟୁତ ସାମନ୍ତଙ୍କୁ ୬୬ତମ ସମ୍ମାନଜନକ ଡକ୍ଟରେଟ୍ ପ୍ରଦାନ

ଭୁବନେଶ୍ୱର : ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନ ଜୟପୁରସ୍ଥିତ ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ରାଜସ୍ଥାନ ରାଜ୍ୟପାଳ ହରିଭାଉ କିଶନରାଓ ବାଗଡେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ଆନୁଷ୍ଠାନିକ ଭାବରେ ପ୍ରଦାନ କରିଥିଲେ  ।  ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୬୬ତମ ସମ୍ମାନଜନକ ଡକ୍ଟରେଟ୍ ।  ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ […]

Read More Text.

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ପ୍ରଧାନମନ୍ତ୍ରୀଙ୍କ ସହ ସମସ୍ତ କେନ୍ଦ୍ରମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ମଧ୍ୟ ରଥଯାତ୍ରା ପାଇଁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । […]

Read More Text.

ଓଲଟିଲା ସ୍ପିଡ୍‌ବୋଟ୍; ଅଳ୍ପକେ ବର୍ତ୍ତିଲେ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ଓ ଭାଉଜ

ପୁରୀ: ପୂର୍ବତନ ଭାରତୀୟ କ୍ରିକେଟ୍ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ସ୍ନେହାଶିଷ ଗାଙ୍ଗୁଲି ଏବଂ ଭାଉଜ ଅର୍ପିତା ଗାଙ୍ଗୁଲି ଏକ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପୁରୀରେ ଗଭୀର ସମୁଦ୍ର ଜଳରେ ସ୍ପିଡ୍‌ବୋଟର ମଜା ନେଉଥିବା ବେଳେ ଏହା ହଟାତ୍ ଓଲଟି ପଡ଼ିଥିଲା। ସୂଚନା ଅନୁଯାୟୀ, ରବିବାର ସନ୍ଧ୍ୟାରେ ଏହି ଦମ୍ପତିଙ୍କ ସମେତ ଅନେକ ପର୍ଯ୍ୟଟକ ଜଳକ୍ରୀଡା ଉପଭୋଗ କରୁଥିଲା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଏକ ଭିଡିଓ ଫୁଟେଜରୁ ଦେଖାଯାଉଛି ଯେ କିପରି ଡଙ୍ଗାଟି ଅଶାନ୍ତ […]

Read More Text.

ଦେଶରେ ହଜାରେ ଟପିଲା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ; ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସକାଳ ସୁଦ୍ଧା ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯ରେ ପହଞ୍ଚିଛି ବୋଲି ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେରଳ, ତାମିଲନାଡୁ, ତେଲେଙ୍ଗାନା, ଦିଲ୍ଲୀ ଓ ମହାରାଷ୍ଟ୍ରରେ ସଂଖ୍ୟା ଅଧିକ ବୋଲି କୁହାଯାଇଛି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଦିଲ୍ଲୀରେ ବର୍ତ୍ତମାନ ୧୦୪ ସକ୍ରିୟ କୋଭିଡ ମାମଲା ରହିଛି। ସେହିପରି ମହାରାଷ୍ଟ୍ରରେ ୨୦୯  ଏବଂ କେରଳରେ ୪୩୦ ସକ୍ରିୟ ମାମଲା […]

Read More Text.

ଏନକାଉଣ୍ଟରରେ ଟଳିଲା ମାଓ କମାଣ୍ଡର, ମୁଣ୍ଡ ଉପରେ ଥିଲା ୫ ଲକ୍ଷ ଟଙ୍କା ପୁରସ୍କାର

ରାଉରକେଲା  : ଏନକାଉଣ୍ଟରରେ ଟଳିଲା ମାଓ କମାଣ୍ଡର । ପୋଲିସ ଗୁଳିରେ ଝାଡ଼ଖଣ୍ଡ ଲାତେହାରରେ ମାଓ କମାଣ୍ଡର ମନୀଷ ଯାଦବ ମୃତ। ଆଉ ଜଣଙ୍କୁ ଗିରଫ କରିଛି ପୋଲିସ। ଗିରଫ ମାଓବାଦୀଙ୍କ ଉପରେ ଥିଲା 10 ଲକ୍ଷ ଟଙ୍କାର ପୁରସ୍କାର ରାଶି । ମୃତ ମନୀଷ ଉପରେ ମଧ୍ୟ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା । ସେମାନଙ୍କ ନିକଟରୁ ଦୁଇଟି ଏକ୍ସ ୯୫ ରାଇଫଲ ଜବତ କରାଯାଇଥିବା ସୂଚନା ଦେଇଛନ୍ତି ପାଲାମୁ ଡିଆଇଜି ଓ୍ବାଇ ଏସ […]

Read More Text.

ପାକିସ୍ତାନ ହେବ ଖଣ୍ଡ ଖଣ୍ଡ!: ବେଲୁଚିସ୍ତାନ ପିଓକେ ହେବ ଅଲଗା

ଇସଲାମାବାଦ: ଅପରେସନ ସିନ୍ଦୂର କେବଳ ପାକିସ୍ତାନ ସେନାକୁ ଏକ ବଡ଼ ପରାଜୟ ଦେଇନାହିଁ, ବରଂ ପାକିସ୍ତାନକୁ ଭିତରରୁ ଭାଙ୍ଗି ଦେଇଛି। ପ୍ରକୃତରେ, ଅସୀମ ମୁନିରଙ୍କ ବିଫଳ ସେନାର ଫମ୍ପା ଶକ୍ତି ବିଶ୍ୱ ସମ୍ମୁଖରେ ପ୍ରକାଶ ପାଇଛି। ଏବେ ପାକିସ୍ତାନର ବିଭିନ୍ନ ଅଞ୍ଚଳରେ ସ୍ୱାଧୀନତା ପାଇଁ ବିଦ୍ରୋହ ହେଉଛି ଏବଂ ବେଲୁଚିସ୍ତାନ ଏଥିରେ ସବୁଠାରୁ ଆଗରେ ଅଛି। ଯେଉଁଠାରେ ବାଲୁଚ୍ ସଂଗ୍ରାମୀଙ୍କ ଗର୍ଜନ ପାକିସ୍ତାନ ସେନାକୁ ଥରାଇ ଦେଉଛି। ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଏବଂ ସେନାମୁଖ୍ୟ ଅସୀମ ମୁନିର […]

Read More Text.
Ratha

ଏଣିକି ରଥ ଉପରକୁ ମୋବାଇଲ ନେଲେ କେବଳ ସିଜ୍‌ ନୁହେଁ ବରଂ ଫୌଜଦାରୀ ମାମଲା ହେବ

ପୁରୀ: ନୀତିକାନ୍ତିଙ୍କୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ପ୍ରଶାସକଙ୍କ କଡ଼ା ଟିପ୍ପଣୀ। ରଥଯାତ୍ରା ବେଳେ ଅଣସେବାୟତ ରଥ ଉପରକୁ ଚଢ଼ି ପାରିବେନି। ସେହିପରି ରଥ ଉପରକୁ ସେବାୟତ ନେଇପାରିବେନି ମୋବାଇଲ। କୌଣସି ପ୍ରକାର ଅନଧିକୃତ କାର୍ଯ୍ୟ କଲେ କାର୍ଯ୍ୟାନୁଷ୍ଠାନ ହେବ। ସମସ୍ତଙ୍କୁ ରଥ ଉପରେ ମୋବାଇଲ୍‌ ବାରଣ କରାଯାଇଛି। ଯଦି ରଥ ଉପରେ ମୋବାଇଲ ଦେଖିବାକୁ ମିଳେ ତେବେ କେବଳ ସିଜ୍‌ ନୁହେଁ ବରଂ ଫୌଜଦାରୀ ମାମଲା ହେବ। ଜୁନ୍‌ ୨୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ […]

Read More Text.

ପୁଣି ମଣିପୁର ଅଶାନ୍ତ: ସୁରକ୍ଷାକର୍ମୀ-ଆନ୍ଦୋଳନକାରୀ ମଧ୍ୟରେ ଧସ୍ତାଧସ୍ତି, ୫ ଆହତ

ଇମ୍ଫାଲ: ରାଜଭବନ ଅଭିମୁଖେ ଯିବାବେଳେ ଇମ୍ଫାଲରେ ସୁରକ୍ଷାକର୍ମୀ-ଆନ୍ଦୋଳନକାରୀ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ସୂଚନା ମିଳିଛି। ଏହି ଧସ୍ତାଧସ୍ତିରେ ୫ଜଣ ଆନ୍ଦୋଳନକାରୀ ଆହତ ହୋଇଛନ୍ତି। ରାଜ୍ୟପାଳଙ୍କ ବିବୃତିକୁ ନେଇ ତାତିଲେ ମେତେଇ। ଆଲୋଚନା ପାଇଁ ମେତେଇ ଟିିମ ଆଜି ନୂଆଦିଲ୍ଲୀ ଯିବ ଏବଂ ଆସନ୍ତାକାଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ସହ ଆଲୋଚନା କରିବ ବୋଲି ଜଣାପଡ଼ିଛି। ରବିବାର ଦିନ ଏକ ସରକାରୀ ବସରୁ ରାଜ୍ୟର ନାମ ହଟାଇବା ବିରୋଧରେ ରାଜଭବନ ଘେରାଓ କରିବାକୁ ଯାଉଥିବା ସମୟରେ ପ୍ରଦର୍ଶନକାରୀ ଏବଂ […]

Read More Text.

ବଡ଼ଦାଣ୍ଡରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ, ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ

ପୁରୀ : ପୁରୀ ବଡ଼ଦାଣ୍ଡରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ। ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ। ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନାବାଳିକାଙ୍କ ପରିବାର ଓ ସ୍ଥାନୀୟ ଲୋକ ଯୁବକଙ୍କୁ ଧରି ନିର୍ଦ୍ଧୁମ ମାଡ଼ ମାରିଥିଲେ। ସିଂହଦ୍ବାର ଥାନା ପୋଲିସ ପହଞ୍ଚି ଯୁକଙ୍କୁ ଉଦ୍ଧାର କରି ଥାନାରେ ଅଟକ ରଖିଛି। ମହାପ୍ରଭୁଙ୍କ ଦର୍ଶନ ସାରି ନାବାଳିକା ଜଣକ ପରିବାର ଲୋକଙ୍କ ସହ ଫେରିବା ସମୟରେ ଅସଦାଚରଣର ଶୀକାର ହୋଇଥିଲା।

Read More Text.

ଭାରତ ନିର୍ମାଣ କରୁଛି ଏହି ଶକ୍ତିଶାଳୀ ମିସାଇଲ ଡିଫେନ୍ସ ସିଷ୍ଟମ

ନୂଆଦିଲ୍ଲୀ : ପାକିସ୍ତାନ ବିପକ୍ଷରେ ନିକଟରେ ଶେଷ ହୋଇଥିବା ଅପରେସନ ସିନ୍ଦୂର ଓ ପରବର୍ତ୍ତୀ ସଂଘର୍ଷରେ ଭାରତୀୟ ବାୟୁ ସୁରକ୍ଷା ପ୍ରଣାଳୀ ନିଜର ଦକ୍ଷତା ଦେଖାଇଥିଲା । ରୁଷ ନିର୍ମିତ ଏସ-୪୦୦ ସମେତ ସ୍ବଦେଶୀ ଆକାଶତୀର ସିଷ୍ଟମ ପାକିସ୍ତାନୀ ରକେଟ ଓ ଡ୍ରୋନକୁ ଆକାଶରେ ହିଁ ଧ୍ବଂସ କରି ଦେଶକୁ ସୁରକ୍ଷିତ କରିଥିଲା । ଏବେ ଭାରତର ଡିଆରଡିଓ ଏକ ଶକ୍ତିଶଳୀ ମିସାଇଲ ଡିଫେନ୍ସ ସିଷ୍ଟମ ତିଆରି କରୁଥିବା ଜଣାପଡ଼ିଛି । ଏହାର ନାମ ରଖାଯାଇଛି ପ୍ରୋଜେକ୍ଟ […]

Read More Text.