ଭାରତ ନିର୍ମାଣ କରୁଛି ଏହି ଶକ୍ତିଶାଳୀ ମିସାଇଲ ଡିଫେନ୍ସ ସିଷ୍ଟମ

ନୂଆଦିଲ୍ଲୀ : ପାକିସ୍ତାନ ବିପକ୍ଷରେ ନିକଟରେ ଶେଷ ହୋଇଥିବା ଅପରେସନ ସିନ୍ଦୂର ଓ ପରବର୍ତ୍ତୀ ସଂଘର୍ଷରେ ଭାରତୀୟ ବାୟୁ ସୁରକ୍ଷା ପ୍ରଣାଳୀ ନିଜର ଦକ୍ଷତା ଦେଖାଇଥିଲା । ରୁଷ ନିର୍ମିତ ଏସ-୪୦୦ ସମେତ ସ୍ବଦେଶୀ ଆକାଶତୀର ସିଷ୍ଟମ ପାକିସ୍ତାନୀ ରକେଟ ଓ ଡ୍ରୋନକୁ ଆକାଶରେ ହିଁ ଧ୍ବଂସ କରି ଦେଶକୁ ସୁରକ୍ଷିତ କରିଥିଲା । ଏବେ ଭାରତର ଡିଆରଡିଓ ଏକ ଶକ୍ତିଶଳୀ ମିସାଇଲ ଡିଫେନ୍ସ ସିଷ୍ଟମ ତିଆରି କରୁଥିବା ଜଣାପଡ଼ିଛି । ଏହାର ନାମ ରଖାଯାଇଛି ପ୍ରୋଜେକ୍ଟ […]

Read More Text.

ବଡ଼ଦାଣ୍ଡରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ, ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ

ପୁରୀ : ପୁରୀ ବଡ଼ଦାଣ୍ଡରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ। ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ। ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନାବାଳିକାଙ୍କ ପରିବାର ଓ ସ୍ଥାନୀୟ ଲୋକ ଯୁବକଙ୍କୁ ଧରି ନିର୍ଦ୍ଧୁମ ମାଡ଼ ମାରିଥିଲେ। ସିଂହଦ୍ବାର ଥାନା ପୋଲିସ ପହଞ୍ଚି ଯୁକଙ୍କୁ ଉଦ୍ଧାର କରି ଥାନାରେ ଅଟକ ରଖିଛି। ମହାପ୍ରଭୁଙ୍କ ଦର୍ଶନ ସାରି ନାବାଳିକା ଜଣକ ପରିବାର ଲୋକଙ୍କ ସହ ଫେରିବା ସମୟରେ ଅସଦାଚରଣର ଶୀକାର ହୋଇଥିଲା।

Read More Text.
Poi;

କଳା ଓ ବାଣିଜ୍ୟ ପଢ଼ୁଥିବା ଛାତ୍ରଛାତ୍ରୀ ବି ଉଡାଇପାରିବେ ବିମାନ

ନୂଆଦିଲ୍ଲୀ: ବିମାନ ଉଡ଼ାଇବାର ସ୍ୱପ୍ନ ଆଉ କେବଳ ବିଜ୍ଞାନ ଛାତ୍ରଙ୍କ ମଧ୍ୟରେ ସୀମିତ ରହିବ ନାହିଁ। ଭାରତରେ ପାଇଲଟ୍ ହେବା ପାଇଁ ନିୟମରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଡିଜିସିଏ (ସିଭିଲ ଏଭିଏସନ୍ ମହାନିର୍ଦ୍ଦେଶାଳୟ) ଏବେ ଏପରି ଏକ ସୁପାରିଶ କରିଛି ଯେ କଳା ଏବଂ ବାଣିଜ୍ୟର ଛାତ୍ରଛାତ୍ରୀମାନେ ମଧ୍ୟ କମର୍ସିୟାଲ ପାଇଲଟ୍ ଲାଇସେନ୍ସ (ସିପିଏଲ୍) ପାଇଁ ତାଲିମ ନେଇପାରିବେ। ଏପର୍ଯ୍ୟନ୍ତ ଏହି ସୁଯୋଗ କେବଳ ଦ୍ୱାଦଶ ଶ୍ରେଣୀରେ ପଦାର୍ଥ ବିଜ୍ଞାନ ଏବଂ ଗଣିତ ପଢ଼ିଥିବା […]

Read More Text.

ଶ୍ରୀମନ୍ଦିର ବାହାର ଅଟ୍ଟାଳିକାର ଉଚ୍ଚତା ନିର୍ଦ୍ଧାରଣ ହେବ: ଅରବିନ୍ଦ ପାଢୀ

ପୁରୀ: ଶେଷ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି ମିଟିଂ। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି। ପରିକ୍ରମା ପ୍ରକଳ୍ପ ବାହାରେ ବହୁ ବଡ଼ ବଡ଼ ଅଟ୍ଟାଳିକା ଗଢ଼ି ଉଠିଛି। ସେମାନେ ନିଜସ୍ବ ଢଙ୍ଗରେ ଅଟ୍ଟାଳିକା ସବୁ ନିର୍ମାଣ କରୁଛନ୍ତି। ଏସବୁ ସମ୍ପର୍କରେ ସରକାରଙ୍କୁ ଚିଠି ଲେଖାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ଶ୍ରୀଗୁଣ୍ଡିଚା ମନ୍ଦିର ଚାରିପାଖରେ ବି ସୁ-ଉଚ୍ଚ ଅଟ୍ଟାଳିକା […]

Read More Text.

ବର୍ଷାରେ ବେହାଲ୍‌ ମୁମ୍ବାଇ; ରାସ୍ତାଘାଟ ସବୁଠି ପାଣି

ମୁମ୍ବାଇ : ମୁମ୍ବାଇରେ ବିଳମ୍ବିତ ରାତିରେ ଲାଗି ରହିଥିବା ପ୍ରବଳ ବର୍ଷାର ପ୍ରଭାବ ସୋମବାର ଦେଖାଯାଇଛି । ପ୍ରବଳ ବର୍ଷା କାରଣରୁ ରେଳ ଠାରୁ ଆରମ୍ଭ କରି ରାସ୍ତାଘାଟ ସବୁ କିଛି ପ୍ରଭାବିତ ହୋଇଛି। ଅସ୍ତବ୍ୟସ୍ତ ହୋଇ ଉଠିଛି ଜନଜୀବନ। ରେଳ ସେବା ପ୍ରଭାବିତ ହୋଇଥିବାରୁ ଲୋକେ ନିଜ କାର୍ଯ୍ୟାଳୟରେ ପହଞ୍ଚିବାକୁ ନାନା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ସକାଳ ୯ଟାରୁ ୧୦ଟା ମଧ୍ୟରେ ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ସର୍ବାଧିକ ବର୍ଷା ନରିମାନ ପଏଣ୍ଟ ଅଗ୍ନିଶମ କେନ୍ଦ୍ରରେ […]

Read More Text.
Apadhee3

ଚଳିତବର୍ଷ ଠାକୁରଙ୍କ ପହଣ୍ଡି ପାଇଁ ଏକ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରାଯିବ : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ

ପୁରୀ: ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା ।  ଚଳିତବର୍ଷ ସ୍ନାନ ଯାତ୍ରା, ରଥଯାତ୍ରା, ବାହୁଡା଼ଯାତ୍ରା ସହିତ ସମସ୍ତ ବ୍ୟଵସ୍ଥାବଳୀକୁ ଅନୁମୋଦନ । ଠାକୁରଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ହେବ ତା’କୁ ଗୁରୁତ୍ବ ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ଥିବା ଅଟାଳିକା ଗୁଡିକର ଏକ ଉଚ୍ଚତା ନିରୂପଣ କରାଯିବ ।  ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ତଥା ଧାଡ଼ି ଦର୍ଶନ ପାଇଁ ବ୍ୟବସ୍ଥା କରାଯିବ । ଶ୍ରୀମନ୍ଦିର ର ଭୂସମ୍ପତ୍ତି ସୁରକ୍ଷାକୁ […]

Read More Text.

ଲୋକଙ୍କ ମନ ମୋହୁଛି ଓଡ଼ିଆ ଚଳଚିତ୍ର “ତୁମେ ନଥିଲେ”

ବାରିପଦା : ଅଂଶୁମାନ ପ୍ରଡକସନ୍ ତଥା  ଚିନ୍ମୟ ଦାସ ପଟ୍ଟନାୟକଙ୍କ ରଚିତ ଓ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ” ତୁମେ ନଥିଲେ ” ଏବେ ବେଶ୍ ଲୋକପ୍ରିୟତା ହାସଲ କରି ମୟୁରଭଞ୍ଜର ଏକମାତ୍ର ସିନେମା ହଲ୍ ରକ୍ସିରେ ପୂର୍ଣ୍ଣ ପ୍ରେକ୍ଷାଳୟରେ  ଆଗେଇ ଚାଲିଛି । ନିଚ୍ଛକ ପାରିବାରିକ ତଥା ପ୍ରେମ ଆବେଗଭରା ମୌଳିକ କାହାଣୀ ଉପରେ ଆଧାରିତ ଏହି ଚଳଚ୍ଚିତ୍ରଟିର  ପ୍ରତ୍ୟେକଟି କଳାକାରଙ୍କର ଅଭିନୟ ଅତି ସାବଲୀଳ ଥିବାବେଳେ ନାୟକ ମଣ୍ଟୁ (ଶୁଭାଶିଷ ଶର୍ମା), ନାୟିକା ଗୁଡ୍ଡି […]

Read More Text.

୬୫ କୋଟି ଦୁର୍ନୀତିରେ ଫସିଲେ ବଲିଉଡ ଅଭିନେତା, ସମନ ଜାରି କଲା ଇଓଡବ୍ଲ୍ୟୁ

୬୫ କୋଟି ଟଙ୍କାର ଦୁର୍ନୀତିରେ ଫସିଛନ୍ତି ବଲିଉଡ ଅଭିନେତା ଡିନୋ ମାରିଆ। ଏଥିପାଇଁ ମୁମ୍ବଇ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ତାଙ୍କୁ ସମନ ଜାରି କରିଛି। ଏହି ଦୁର୍ନୀତିରେ ସେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ମହାରାଷ୍ଟ୍ରର ମିଠି ନଦୀରୁ ପଙ୍କୋଦ୍ଧାର କାର୍ଯ୍ୟ ପାଇଁ ଡ୍ରେଜିଂ ମେସିନ ଏବଂ ଅନ୍ୟାନ୍ୟ ଉପକରଣ ଭଡ଼ା ଆଣିବାରେ ୬୫ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଜଣାପଡ଼ିଛି। ବ୍ରିହନ ମୁମ୍ବଇ ମହାନଗର ନିଗମ(ବିଏମସି) ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟ କରାଯାଉଥିଲା। ରିପୋର୍ଟ ଅନୁସାରେ […]

Read More Text.
Srimandira

ଶ୍ରୀଜଗନ୍ନାଥଙ୍କ ନାଁ, ନୀତିକାନ୍ତି ସହ ଜଡ଼ିତ ଶବ୍ଦର ପାଟେଣ୍ଟ ହେବ

ପୁରୀ: ଦୀଘା ମନ୍ଦିରକୁ ‘ଜଗନ୍ନାଥ ଧାମ’ ନାମକରଣ କରିବା ବିବାଦ ଥମିବାର ନାମ ନେଉନି। ଏହା ମଧ୍ୟରେ ଶ୍ରୀମନ୍ଦିର, ଜଗନ୍ନାଥ ଧାମ, ମହାପ୍ରସାଦ ଆଦି ଶବ୍ଦର ପାଟେଣ୍ଟ ଆବେଦନ ପ୍ରସ୍ତାବକୁ ବୈଠକରେ ଅନୁମୋଦନ ମିଳିଛି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ସୋମବାର କହିଛନ୍ତି ଯେ, ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ନାଁ ଓ ନୀତିକାନ୍ତି ସହ ଜଡ଼ିତ ଶବ୍ଦର ପାଟେଣ୍ଟ ହେବ। ଆଗାମୀ ରଥଯାତ୍ରା ପାଇଁ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବେଳେ ଗଣମାଧ୍ୟମ ସହ […]

Read More Text.

ଶୀତଳଭଣ୍ଡାର ନଥିବାରୁ ଚାଷୀ ଅଭାବୀ ବିକ୍ରିର ଶିକାର

ଆଗରପଡ଼ା :ଓଡ଼ିଶା ଏକ କୃଷି ପ୍ରଧାନ ରାଜ୍ୟ ହୋଇଥିବାରୁ କେନ୍ଦ୍ର ଠାରୁ ଆରମ୍ଭ କରି ରାଜ୍ୟ ସରକାର ପର୍ଯ୍ୟନ୍ତ ସମସ୍ତେ କୃଷି ଓ କୃଷକର ଉନ୍ନତି ପାଇଁ ବହୁମୁଖି ଯୋଜନା ପ୍ରସୃତ କରିଛନ୍ତି । ତତ୍ ସହିତ ଏକାଦଶ ଯୋଜନାରେ ୪ପ୍ରତିଶତ କୃଷିର ଅଭିବୃଦ୍ଧିକରି କୃଷକମାନଙ୍କ ଆର୍ଥିକ ମାନଦଣ୍ଡକୁ ସୁଦୃଢ଼ କରିବା ପାଇଁ ସରକାର ୨୦୦୮ ମସିହା ରେ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା କାର୍ଯ୍ୟକାରୀ କରିବା ସହ ୨୦୨୪ ସୁଦ୍ଧା ସେମାନଙ୍କର ଆୟ ଦୁଇ ଗୁଣ […]

Read More Text.