ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ
ପୁରୀ: ଚଳିତ ବର୍ଷର ଦେବସ୍ନାନ ପୂର୍ଣ୍ଣିମା ଜୁନ୍ ୧୧ ତାରିଖରେ ଅନୁଷ୍ଠିତ ହେବ। ତାହାର ପରଦିନଠାରୁ ବ୍ରହ୍ମଗିରି ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହୋଇଯିବ। ସ୍ନାନଯାତ୍ରା ଓ ଅଲାରନାଥଙ୍କ ଦର୍ଶନକୁ ଶାନ୍ତି ଶୃଙ୍ଖଳାର ସହ ସମାପନ ପାଇଁ ଏକ ପ୍ରସ୍ତୁତି ବୈଠକ ସଦ୍ଭାବନା ସଭାଗୃହଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ପୂର୍ବରୁ ଏକାଧିକ ବୈଠକ ମାଧ୍ୟମରେ ସ୍ନାନଯାତ୍ରା, ଅଲାରନାଥ ଦର୍ଶନ ଓ ରଥଯାତ୍ରାକୁ ସୁଚାରୁ ରୂପେ ପରିଚାଳନା […]
Read More Text.