ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର,ନିଟ୍-ୟୁଜି ପରୀକ୍ଷା ସମୟ ଅବଧି ବୃଦ୍ଧି
ନୂଆଦିଲ୍ଲୀ : ନିଟ୍-ୟୁଜି ପରୀକ୍ଷାର୍ଥୀମାନଙ୍କ ପାଇଁ ଖୁସିର ଖବର। ନିଟ୍-ୟୁଜି ପରୀକ୍ଷା ସମୟ ଅବଧି ବୃଦ୍ଧି। ଏ ନେଇ ବଡ ଘୋଷଣା କରିଛି ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସୀ (ଏନଟିଏ)।ନିଟ୍ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍କୁ ବୃଦ୍ଧି। ଆସନ୍ତା ୨୧ ତାରିଖରେ ଅପରାହ୍ନ ୨ଟାରୁ ୫ଟା ୧୫ ମିନିଟ୍ ଯାଏଁ ହେବ ପରୀକ୍ଷା ହଲରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ନିଟ୍ ପରୀକ୍ଷାର୍ଥୀମାନଙ୍କୁ ମିଳିବ ଅତିରିକ୍ତ ୧୫ ମିନିଟ୍ ସମୟ। ନିଟ୍-ୟୁଜି ୨୦୨୬ର ପୁନଃ ପରୀକ୍ଷା ଆସନ୍ତା ୨୧ […]
Read More Text.