ଭାରତ ହେଲା ବିଶ୍ଵର ୪ର୍ଥ ବୃହତ୍‌ ଅର୍ଥନୀତି

ଜାପାନକୁ ପଛରେ ପକାଇ ଭାରତ ବିଶ୍ଵର ୪ର୍ଥ ବୃହତ୍‌ ଅର୍ଥନୀତିରେ ପରିଣତ ହୋଇଛି। ଶନିବାର ନୀତି ଆୟୋଗ ସିଇଓ ବି.ବି.ଆର. ସୁବ୍ରମଣ୍ୟମ ଏହି ସୂଚନା ଦେଇଛନ୍ତି। ସେ ନୀତି ଆୟୋଗ ପରିଚାଳନା ପରିଷଦର ୧୦ମ ବୈଠକ ପରେ କହିଥିଲେ ଯେ, ବିଶ୍ଵର ଅର୍ଥନୈତିକ ମାହୋଲ ଭାରତ ପାଇଁ ଅନୁକୂଳ ରହିଛି। ମୁଁ ଏହା କହିବା ସମୟରେ ଭାରତ ଦୁନିଆର ୪ର୍ଥ ବୃହତ ଅର୍ଥନୀତିରେ ପରିଣତ ହୋଇସାରିଛି। ଆଜି ଆମର ଅର୍ଥ ବ୍ୟବସ୍ଥା ୪ ଟ୍ରିଲିଅନ ଡଲାରରେ ପହଞ୍ଚିଛି। […]

Read More Text.
Rev

ଜୁନ ୪ରୁ ରାଜସ୍ବ ବିଭାଗର ସମ୍ମିଳନୀ: ଯୋଗଦେବେ ବିଭାଗୀୟ ଅଧିକାରୀ

ଭୁବନେଶ୍ବର: ରାଜସ୍ୱ ବିଭାଗ ନିଜ ବିଭାଗର କର୍ମଚାରୀ ଓ ଅଧିକାରୀଙ୍କ ବାର୍ଷିକ କାର୍ଯ୍ୟର ସମୀକ୍ଷା କରିବାକୁ ଯାଉଛି। ରାଜସ୍ବ ସେବା ପ୍ରଦାନରେ ସଫଳତା ହାସଲ କରିଥିବା ଜିଲ୍ଲା ଓ ତହସିଲ ପୁରସ୍କୃତ ହେବେ। ଭୁବନେଶ୍ବରରେ ଆୟୋଜିତ ଦୁଇ ଦିନିଆ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରସ୍କୃତ କରିବେ। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ପ୍ରଶାସନିକ ବ୍ୟବସ୍ଥାକୁ ଲୋକାଭିମୁଖି କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଜନସାଧାରଣ ଯେପରି ରାଜସ୍ବ […]

Read More Text.

ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା, ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କଲେ ସେବାୟତ

ମାନୁନାହିଁ ଇସ୍କନ । ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା । ଗତ ୩ଦିନ ତଳେ ଦକ୍ଷିଣ ଆଫ୍ରିକାର ସାଣ୍ଡଟନ୍ ସହରରେ ରଥଯାତ୍ରା କରିଥିଲା ଇସ୍କନ । ଗୋଟିଏ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବସାଇ ରଥ ଟଣାଯାଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି । ଭିଡିଓରେ ଚତୁର୍ଥ ବାର୍ଷିକ ରଥଯାତ୍ରା କରାଯାଇଥିବା ଉଲ୍ଲେଖ କରାଯାଇଛି । ସ୍ନାନପୂର୍ଣ୍ଣିମା ପୂର୍ବରୁ ବିଭିନ୍ନ ଦେଶରେ ରଥଯାତ୍ରା ଆୟୋଜନ କରୁଛି ଇସ୍କନ । ଏନେଇ ଇସ୍କନ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ […]

Read More Text.
Vig

ଖଣି ଦୁର୍ନୀତିର ଖୋଳତାଡ ପାଇଁ ଗଠନ ହେଲା ୮ ଜଣିଆ SIT

କଟକ: ବେଆଇନ ଖଣି ଖନନର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶାଳୟ ଗଠନ କଲା ସ୍ଵତନ୍ତ୍ର ତଦନ୍ତକାରୀ ଟିମ(ଏସଆଇଟି)। ଏହି ଏସଆଇଟି ବେଆଇନ ଖଣି ଖନନ ନେଇ ତଦନ୍ତ ଆରମ୍ଭ କରିଥିବା ଭିଜିଲାନ୍ସ ସେଲ୍ ଏସପି ଏମ ରାଧାକ୍ରିଷ୍ଣ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ଷ୍ଟିଲ ଏଵଂ ଖଣି ବିଭାଗର ପରାମର୍ଶ କ୍ରମେ ଏହି ଏସ୍ ଆଇ ଟି ଗଠନ କରାଯାଇଛି। ବିଶେଷ କରି ସୁନ୍ଦରଗଡ଼ ଜିଲ୍ଲାର କୋଇଡା ଓ ହେମଗିରି ଅଞ୍ଚଳରେ ବେଆଇନ ଖଣି କାରବାର ସମ୍ପର୍କରେ ତଦନ୍ତ […]

Read More Text.
Cyberthaka

୧୨ ଲକ୍ଷ ଟଙ୍କା ଠକେଇ କରି ବନ୍ଧା ହେଲା ସାଇବର ଠକ

ଭୁବନେଶ୍ୱର : ୧୨  ଲକ୍ଷ ଟଙ୍କା ଠକେଇ କରି ବନ୍ଧା ହେଲା ସାଇବର ଠକ । ସାଇବର ଠକକୁ ଗିରଫ କଲା ସାଇବର ଥାନା ପୋଲିସ । ମିଥ୍ୟା ପ୍ରତିଶୃତି ଦେଇ ଠକ ଠକିନେଇଥିଲା  ୧୨  ଲକ୍ଷ ଟଙ୍କା । ବାଲେଶ୍ଵରରୁ ଗିରଫ ହେଲା ସାଇବର ଠକ ପ୍ରମୋଦ କୁମାର ମହାନ୍ତି । ପ୍ରମୋଦକୁ ଗିରଫ କରିଛି ଭୁବନେଶ୍ୱର ସାଇବର ଥାନା ପୋଲିସ ।  ଗତ ୭ ମଇ ମାସରେ ଅଭିଯୋଗକାରୀ ମିଳନ କୁମାର ବେଉରାଙ୍କ ଠାରୁ ୧୨ […]

Read More Text.
Yunus

ପଦ ଛାଡ଼ିବେନି ମହମ୍ମଦ ୟୁନୁସ୍

ଢାକା : ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନିଜ ପଦରେ ବଜାୟ ରହିବେ । ଏହା ସହିତ ସେ ଇସ୍ତଫା ଦେବା ନେଇ ହେଉଥିବା ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି । “ସେ (ୟୁନୁସ) ପଦ ଛାଡିବେ ବୋଲି କହି ନାହାଁନ୍ତି,” ଯୋଜନା ପରାମର୍ଶଦାତା ୱାହିଦୁଦ୍ଦିନ ମହମୁଦ ପରାମର୍ଶଦାତା ପରିଷଦର ଏକ ଜୁରୁରୀ ବୈଠକ ପରେ କହିଛନ୍ତି। ସେ କହିଥିଲେ ଯେ ଆମକୁ ଦିଆଯାଇଥିବା କାମ ଏବଂ ଦାୟିତ୍ୱ ପୂରଣ କରିବାରେ ଆମେ ଅନେକ ପ୍ରତିବନ୍ଧକର […]

Read More Text.
Hybus

ରାଜଧାନୀରେ ଚାଲିବ ହାଇଡ୍ରୋଜେନ ବସ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ। ପ୍ରାରମ୍ଭିକ ଭାବେ ୩ଟି ହାଇଡ୍ରୋଜେନ୍ ବସ ଚାଲିବ। ଏନେଇ ଏମଓୟୁ ସରିଛି। ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ଭୁବନେଶ୍ବରରେ ଜନଗହଳିପୂର୍ଣ୍ଣ ଟ୍ରାଫିକ ଥିବା ସ୍ଥାନରେ ନିର୍ମାଣ ହେବ ଓଭରବ୍ରିଜ। ପୂର୍ତ୍ତ ବିଭାଗ ସହିତ ଏନେଇ ଆଲୋଚନା ସରିଛି। ମୁଖ୍ୟମନ୍ତ୍ରୀ ଏନେଇ ବୈଠକ କରିଛନ୍ତି। ପ୍ରାରମ୍ଭିକ ଭାବେ ନନ୍ଦନକାନନ ରୋଡ ଓ କଳ୍ପନା ରୋଡରେ […]

Read More Text.
Img 20250522 wa0142

ବିପଦରେ ଆଦିବାସୀ ଅସ୍ମିତା, ଆଦିବାସୀଙ୍କ ହକ୍ ପାଇଁ ମାରିସାର ବଡ ଲଢ଼େଇ

ବାରିପଦା : ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ ଡେଙ୍ଗାମ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜଡିଦର ଗ୍ରାମ ଦୁର୍ଗମ ଅଞ୍ଚଳ ରୂପେ ପରିଚିତ । ଏବେବି ଏହି ଅଞ୍ଚଳ ବିକାଶଠାରୁ ବହୁ ଦୂରରେ ରହିଛି । ବଣ ପାହାଡ଼ ଘେରା ଏହି ଅଞ୍ଚଳର ଅନେକ ସାହିକୁ ଏଯାଏଁ ରାସ୍ତା ନିର୍ମାଣ ହୋଇପାରିନାହିଁ । ସରକାରଙ୍କ ଯୋଜନା ତାଙ୍କ ପାଖରେ ପହଞ୍ଚି ପାରୁନାହିଁ । ଗ୍ରାମବାସୀମାନେ ଯେପରି ମୌଳିକ ସୁବିଧା ପାଇପାରିବେ ସେଥିପ୍ରତି ମାସ୍ ଆଦିବାସୀ ରିଭୋଲ୍ୟୁସନାରୀ ୟୁଥ୍ ଏଣ୍ଡ […]

Read More Text.
Pruthvi

ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ

ଭୁବନେଶ୍ୱର : ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ । ଜମି ଅଧିଗ୍ରହଣ ପ୍ରକ୍ରିୟା ମାସେ ଭିତରେ ସରିବ । ଡିସେମ୍ବର ସୁଦ୍ଧା ସରିବ ବାମ ଏବଂ ଡାହାଣ ପାରାଲାଲ ରାସ୍ତା କାମ । ଗତ ସରକାର ଅକ୍ଷମତା ପ୍ରଦର୍ଶନ କରିଥିଲେ ତାକୁ ଆଗକୁ ନେବାକୁ ନିଷ୍ପତ୍ତି ହୋଇଛି । ଜୟଦେବ ବିହାରରୁ ନନ୍ଦନକାନନ ଯାଏଁ ରାସ୍ତା ଟ୍ରାଫିକ ଲାଇଟ ହଟାଇ ଯେଉଁ ଟେକନୋଲୋଜି ବ୍ୟବହାର କରାଯିବ ସେ ନେଇ ପ୍ରକ୍ରିୟା ଆରମ୍ଭ ହେବ  । […]

Read More Text.
Img 20250523 wa0216

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୭ମ ଦିନର ଖେଳ (ଟିମ – ଡି ୮ ଉଇକେଟରେ ବିଜୟୀ)

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ଦିନର ଖେଳରେ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ଡି, ସେଣ୍ଟ ଏନିଜ କନଭେଣ୍ଟ ସ୍କୁଲକୁ ୮ ଉଇକେଟରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ସେଣ୍ଟ ଏନିଜ କନଭେଣ୍ଟ ସ୍କୁଲ ୧୬ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୫୩ ରନ ସଂଗ୍ରହ କରିଥିଲେ I […]

Read More Text.