ଫେରିଗଲେ ମୁଖ୍ୟ ନିର୍ବାଚନ କମିଶନର: ବୁଥ୍ ସ୍ତରୀୟ ବୈଠକ ସ୍ଥଗିତ
ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାର ଦିଲ୍ଲୀ ଫେରି ଯାଇଛନ୍ତି । ପିତାଙ୍କ ସ୍ୱାସ୍ଥ୍ୟ ଖରାପ ହେବା ଖବର ଶୁଣିବା ପରେ ସେ ତୁରନ୍ତ ଦିଲ୍ଲୀ ଫେରି ଯାଇଛନ୍ତି । ଫଳରେ ଆଜି ହେବାକୁ ଥିବା ତୃତୀୟ ଦିନର ବୁଥ୍ ସ୍ତରୀୟ ଅଧିକାରୀଙ୍କ ସହ ବୈଠକ ସମେତ ଅନ୍ୟ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି । ଜରୁରୀକାଳୀନ ପରିସ୍ଥିତିରେ ରବିବାର ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯାଇଛନ୍ତି । ଜରୁରୀକାଳୀନ ଭିତ୍ତିରେ ପ୍ରତ୍ୟାବର୍ତ୍ତନ କରୁଥିବା ହେତୁ ଦୁଃଖପ୍ରକାଶ […]
Read More Text.