୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି, ରାଜଧାନୀ ଭୁବନେଶ୍ବରରେ ନୂଆ ରାସ୍ତାର କଲେ ଉଦ୍ଘାଟନ
ଭୁବନେଶ୍ବର ୧୨।୬: ଉଦଘାଟନ ହେଲା ଜୟଦେବ ବିହାର ନନ୍ଦନକାନନ ପାରାଲାଲ ରୋଡ୍। ଏକାମ୍ର କାନନରୁ ଚୁନକୋଇଲି ପର୍ଯ୍ୟନ୍ତ ଥିବା ରାସ୍ତାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଦୀର୍ଘ ଦିନ ଧରି ଏହି ରାସ୍ତା ନିର୍ମାଣ ହୋଇପାରୁନଥିଲା । ୯୦୦ ମିଟର ରାସ୍ତା ଜବରଦଖଲରେ ଥିବାରୁ ଏହାକୁ ଉଚ୍ଛେଦ କରି ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିଥିଲା ପୂର୍ତ୍ତ ବିଭାଗ । ଏହି ୯୦୦ ମିଟର ରାସ୍ତା ପାଇଁ ୧୦ କୋଟି ୭୭ ଲକ୍ଷ ଟଙ୍କା […]
Read More Text.