ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଭାରତୀୟ ଜ୍ଞାନ ପ୍ରଣାଳୀ ଉପରେ ଶିକ୍ଷକ ବିକାଶ କାର୍ଯ୍ୟକ୍ରମ
ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ “ଭାରତକୁ ବୁଝିବା: ଭାରତୀୟ ନୀତି ଏବଂ ଜ୍ଞାନ ପ୍ରଣାଳୀ” ଶୀର୍ଷକ ଏକ ଗୁଣାତ୍ମକ ଶିକ୍ଷକ ବିକାଶ କାର୍ଯ୍ୟକ୍ରମର ଉଦ୍ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ପ୍ରାୟୋଜିତ ବିଶ୍ୱବିଦ୍ୟାଳୟ ମାନବ ସମ୍ବଳ ବିକାଶ କେନ୍ଦ୍ର ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମର ଉଦ୍ଘାଟନୀ ଉତ୍ସବରେ ପୃଷ୍ଠପୋଷକ ରୂପେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଯୋଗଦେଇ ନିଜ ବକ୍ତବ୍ୟରେ କହିଥିଲେ ଯେ ଭାରତର […]
Read More Text.