Zzz

ଓଡ଼ିଆ ଚଳଚ୍ଚିତ୍ର ଜଗତର ବିକାଶ ନିମନ୍ତେ ସଂସ୍କୃତି ବିଭାଗର ବୈଠକ

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଜଗତର ସର୍ବାଙ୍ଗୀନ ବିକାଶ, ଓଡ଼ିଆ ଚଳଚ୍ଚିତ୍ରର ବହୁଳ ପ୍ରଚାର ଓ ପ୍ରସାର, ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଏବଂ ଚଳଚ୍ଚିତ୍ର ଜଗତ ସହିତ ସଂଶ୍ଳିଷ୍ଟ ବିଭିନ୍ନ ପ୍ରସଙ୍ଗକୁ ନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ସୋମବାର ଏକ ବୈଠକର ଆୟୋଜନ କରାଯାଇଥିଲା। ଓଡ଼ିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ତଥା ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ବୈଠକରେ ଅଧ୍ୟକ୍ଷତା କରିଥିଲେ। ଓଡ଼ିଆ […]

Read More Text.
121234920

ଲସ୍କର-ଏ-ତୋଏବାର ହେଡକ୍ବାର୍ଟରରେ ଟ୍ରେନିଂ ନେଇଥିଲେ ଜ୍ୟୋତି, ଆତଙ୍କୀ ଆଡ୍ଡାରେ ରହିଥିଲେ ୧୪ ଦିନ !

ନୂଆଦିଲ୍ଲୀ: ଆତଙ୍କୀ ଶିବିରରେ ଥିଲେ ପାକିସ୍ତାନୀ ଗୁପ୍ତଚର ଦିନେ କି ଦୁଇ ଦିନ ନୁହେଁ ଦୀର୍ଘ ୧୪ ଦିନ ଧରି ସେଠାରେ ରହିଥିଲେ ଆଉ ଆତଙ୍କୀ ଆଡ୍ଡାରେ ତାଲିମ ନେଉଥିଲେ । ପାକିସ୍ତାନର ମୁରିଦକେ ସହର ଯାହାକୁ ଲସ୍କର-ଏ-ତୋଏବାର ହେଡକ୍ବାର୍ଟର କୁହାଯାଏ ଆଉ କୁଖ୍ୟାତ ଆତଙ୍କୀ ହାଫିଜ ସଇଦର ଘର ବୋଲି ମଧ୍ୟ କୁହାଯାଏ, ସେଠାରେ ଜ୍ୟୋତି ମାଲହୋତ୍ରା ତାଲିମ ନେଉଥିଲେ ବୋଲି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ଟ୍ରେନିଂ ପରେ ଯୁବତୀଙ୍କୁ ଏହି […]

Read More Text.

କାଠଯୋଡ଼ିରେ ଗାଧୋଇବା ବେଳେ ଦୁଇ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ: ଆଜି ମିଳିଲା ଆଉ ଏକ ମୃତଦେହ

କଟକ: କଟକ ସିଡିଏ ସେକ୍ଟର ୧୧ ନିକଟରେ ଗତକାଲି କାଠଯୋଡ଼ିରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଦୁଇଜଣ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଥିଲା। ଗତକାଲି ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା। ହେଲେ ଅନ୍ୟ ଜଣେ ନିଖୋଜ ଥିଲେ। ଆଜି ସକାଳେ ଅନ୍ୟ ଯୁବକଙ୍କର ମୃତଦେହ ଉଦ୍ଧାର ହୋଇଛି। ସିଡିଏସ୍ଥିତ ବୀରେନ୍ ମିତ୍ର ପାର୍କ ନିକଟକୁ ଆଜି ୪ ଜଣ ଯୁବ ଇଂଜିନିୟର ଗାଧୋଇବାକୁ ଯାଇଥିଲେ। ମୃତ ଓ ନିଖୋଜ ଯୁବକ ଦ୍ବୟ ମହାରାଷ୍ଟ୍ରର ନିବାସୀ ଥିଲେ। ଏମାନେ […]

Read More Text.
S

ୟୁକୋ ବ୍ୟାଙ୍କର ପୂର୍ବତନ ସିଏମଡି ଗିରଫ, ୬୨୧୦ କୋଟିର ଋଣ ଦୁର୍ନୀତି ଅଭିଯୋଗ

ନୂଆଦିଲ୍ଲୀ : ରାଷ୍ଟ୍ରାୟତ୍ତ ବ୍ୟାଙ୍କ ୟୁକୋ ବ୍ୟାଙ୍କରେ ଏକ ବଡ଼ ଧରଣର ଋଣ ଦୁର୍ନୀତିର ପର୍ଦ୍ଦାଫାଶ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ଏହି ମାମଲାରେ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ ଇଡି ଏକ ବଡ଼ ଧରଣର ଚଢଉ କରିଛି । ଏହା ସହିତ ୟୁକୋ ବ୍ୟାଙ୍କର ପୂର୍ବତନ ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ (ସିଏମଡି) ସୁବୋଧ କୁମାର ଗୋୟଲଙ୍କୁ ଗିରଫ କରାଯାଇଛି। ସୁବୋଧଙ୍କ ବିରୋଧରେ ଏକ କମ୍ପାନୀକୁ ହଜାର ହଜାର କୋଟି ଟଙ୍କାର ଋଣ ହେରଫେର ଏବଂ […]

Read More Text.
2 8 750x430

ସମାଜ କଲ୍ୟାଣ ବୋର୍ଡକୁ କ୍ରିୟାଶୀଳ କରିବେ ସରକାର

ଭୁବନେଶ୍ବର : ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟପ୍ରଣାଳୀ ସମ୍ବନ୍ଧରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାଜ କଲ୍ୟାଣ ବୋର୍ଡ ତୃଣମୂଳ ସ୍ତରରେ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମଗୁଡିକୁ ସଠିକ ଭାବରେ ପହଞ୍ଚାଇବା ଦିଗରେ କାର୍ଯ୍ୟ କରିବ ବୋଲି ଶ୍ରୀମତୀ ପରିଡା କହିଛନ୍ତି। ରାଜ୍ୟର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ ସୁପ୍ରତିଷ୍ଠିତ ଅଣସରକାରୀ ସଂଗଠନକୁ ସମାଜ କଲ୍ୟାଣ ବୋର୍ଡ ଦ୍ୱାରା ତାଲିକାଭୁକ୍ତ […]

Read More Text.
Supremecourt 300x185

ଭାରତ ଧର୍ମଶାଳା ନୁହେଁ, ସମସ୍ତଙ୍କୁ ଏଠାରେ ଆଶ୍ରୟ କାହିଁକି ଦିଆଯିବ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଶରଣାର୍ଥୀଙ୍କ ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କରି ସୁପ୍ରିମକୋର୍ଟ ସୋମବାର କହିଛନ୍ତି ଯେ ଭାରତ ଧର୍ମଶାଳା ନୁହେଁ। ସାରା ବିଶ୍ୱରୁ ଆସୁଥିବା ଲୋକଙ୍କୁ ଆଶ୍ରୟ ଦେବାର କୌଣସି ଯଥାର୍ଥତା ନାହିଁ। ଭାରତ ସବୁ ଲୋକଙ୍କୁ କାହିଁକି ଆଶ୍ରୟ ଦେବ… ? ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଭାରତ ନିଜର ବିଶାଳ ଜନସଂଖ୍ୟାକୁ ନେଇ ପୂର୍ବରୁ ହିଁ ସମସ୍ୟାର ଅଛି। ବିଶ୍ବର ସବୁ ସ୍ଥାନରୁ ଆସୁଥିବା ଶରଣାର୍ଥୀଙ୍କୁ ଆଶ୍ରୟ ଦେବା ସମ୍ଭବ ନୁହେଁ। ଜଣେ ଶରଣାର୍ଥୀଙ୍କ […]

Read More Text.
Cow

ବିଦ୍ୟୁତ୍ ଆଘାତରେ ୩ ଗୋରୁ ମୃତ

ଆଗରପଡ଼ା :ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୩ଗୋରୁଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ବନ୍ତ ଥାନା ନିକଟସ୍ଥ ବନ୍ତ ଆଂଚଳିକ ମହାବିଦ୍ୟାଳୟ ପଛପାଖ ବିଲରେ ୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏହି ଗୋରୁ ଗୁଡ଼ିକ ପ୍ରାଣ ହରାଇଥିବା ଜଣାଯାଇଛି । ଗତ ୨ଦିନ ପୂର୍ବେ ବର୍ଷା ଓ ପବନ ପ୍ରଭାବରେ ବିଲରେ ଥିବା ବିଦ୍ୟୁତ୍ ଖୁଣ୍ଟିର ତାର ତଳକୁ ଝୁଲି ରହିଥିଲା ବେଳେ ତାର ସଂସ୍ପର୍ଶରେ ଆସିଥିଲେ ଗୋରୁ । ଫଳରେ ଗୋରୁ ଗୁଡ଼ିକର ଘଟଣାସ୍ଥଳରେ […]

Read More Text.
Traffic challan rules 1

୧୨,୦୦୦ କୋଟି ଟଙ୍କା ଅତିକ୍ରମକଲା ଭାରତରେ ଟ୍ରାଫିକ ଜରିମାନା, ଅନେକ ଦେଶର GDP ପଡିଲା ପଛରେ: ରିପୋର୍ଟ

ନୁଆଦିଲ୍ଲୀ,୧୯।୫: CARS24 ଦ୍ୱାରା ପ୍ରକାଶିତ ଏକ ସାମ୍ପ୍ରତିକ ସର୍ଭେ ରିପୋର୍ଟ ଅନୁଯାୟୀ, ଭାରତରେ ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ଲାଗୁ ହୋଇଥିବା ଜରିମାନା ଅନେକ ଛୋଟ ଦେଶର GDPକୁ ଅତିକ୍ରମ କରିଛି। ୨୦୨୪ ରିପୋର୍ଟ ଅନୁସାରେ, ପ୍ରାୟ ୮ କୋଟି ଟ୍ରାଫିକ ଚାଲାନ ଜାରି ହୋଇଛି, ଯାହାର ମୋଟ ଜରିମାନା ପ୍ରାୟ ୧୨,୦୦୦ କୋଟି ଟଙ୍କା। ଏହାର ଅର୍ଥ ରାସ୍ତାରେ ଚଳାଚଳ କରୁଥିବା ପ୍ରାୟ ପ୍ରତି ଦ୍ୱିତୀୟ ଗାଡ଼ି ଅତି କମ୍ ଥରେ ଜରିମାନା ପଡୁଛି। ତଥାପି, […]

Read More Text.
Img 20250518 wa0196

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ମୟୂରଭଞ୍ଜର A-1 ଗ୍ରେଡ ରେ ଉତ୍ତୀର୍ଣ୍ଣ ହୋଇଥିବା କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ବାରିପଦା:   ସ୍ଥାନୀୟ ରଘୁନାଥପୁରସ୍ଥିତ, ପୂର୍ଣ୍ଣଚନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ୨୦୨୫ ମସିହା ମାଟ୍ରିକ ପରୀକ୍ଷାରେ ମୟୂରଭଞ୍ଜ ର A-1 ଗ୍ରେଡ ରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର, ମେଡାଲ ଏବଂ ଉପଢୌକନ ପ୍ରଦାନ କରି ସମ୍ବଦ୍ଧିତ କରାଯାଇଛି I ଉକ୍ତ ସଭାରେ ବାବାଜୀ ସନତ ସୁଜାତାନନ୍ଦ ଦାସ ଜୀ ମହାରାଜ ମୁଖ୍ୟ ଅତିଥି, ଡ. ପୁଷ୍ପା ପାତ୍ର ଲକ୍ଷ୍ମୀକାନ୍ତ ମହାବିଦ୍ୟାଳୟ ବାଙ୍ଗିରିପୋଷିର ଅଧ୍ୟକ୍ଷା ମୁଖ୍ୟ ବକ୍ତା, ସ୍ୱତନ୍ତ୍ର ଅତିଥି ଭାବେ ଡ. ମନୋଜ୍  କୁମାର ଦାଶ, […]

Read More Text.

ଟିଭିଏସ୍ ଏକ୍ସେଲକୁ ପଛରୁ ପିଟିଲା ହାଇଭା, ଟିଭିଏସ୍ ଆରୋହୀ ମୃତ; କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

ବାରିପଦା: ବିଜୟ ଓ୍ବାଡା- ରାଞ୍ଚି ଜାତୀୟ ରାଜପଥ ୨୨୦ ନମ୍ବର ପାଲଟିଛି ମରଣଯନ୍ତା ।ଆଜି ସକାଳ ସମୟରେ  ଜାତୀୟ ରାଜପଥ ୨୨୦ ନମ୍ବର ବିଜୟଓ୍ବାଡା- ରାଞ୍ଚି ରାଇରଙ୍ଗପୁର ଠାରୁ ୧୨ କିମି ଦୂର ରାସ୍ତା  ଵହଳଦା ଥାନା ଅନ୍ତର୍ଗତ ବାସିଙ୍ଗି ଠାରେ ଏକ ବାଇକକୁ କୁ ପଛରୁ ଦୃତ ଗତିରେ ଆସୁଥିବା ହାଇଭା ପିଟିବା ଫଳରେ ବାଇକ୍ ଚାଳକ ର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ ବାସିଙ୍ଗି ଗ୍ରାମର ଅନାଦି ସାହୁ (୫୨) ଆଜି ସକାଳେ ନିଜ […]

Read More Text.