Lp

୨୨ରେ ସାଇକ୍ଲୋନିକ୍ ସର୍କୁଲେସନ ! ଆରବ ସାଗରରେ ସୃଷ୍ଟି ହେଉଛି ଏକ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର : ଆରବସାଗରରେ କର୍ଣ୍ଣାଟକ ଉପକୂଳରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ୨୧ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହା ଘନୀଭୂତ ହୋଇ ୨୨ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଘନିଭୂତ ହୋଇ ଉତ୍ତରକୁ ଗତି କରିପାରେ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଏପଟେ ଉତ୍ତର ଭାରତରେ କାଳବୈଶାଖୀ, ପଶ୍ଚିମରେ ଗ୍ରୀଷ୍ମ ତାତି । ଉତ୍ତର ଭାରତରେ କାଳବୈଶାଖୀର ପ୍ରକୋପ ରହିବା […]

Read More Text.
Heli

ଅବତରଣ କରିବା ସମୟରେ ହେଲି ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

କେଦାରନାଥ: କେଦାରନାଥ ଧାମରେ ​​ଅବତରଣ କରିବା ସମୟରେ ଏକ ହେଲି ଆମ୍ବୁଲାନ୍ସଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲି ଆମ୍ବୁଲାନ୍ସଟି ଋଷିକେଶ ଏମ୍ସର ଥିଲା, ଯାହା ଋଷିକେଶରୁ କେଦାରନାଥ ଯାଉଥିଲା। ଏମ୍ସ ପିଆରଓ ସନ୍ଦୀପ କୁମାର ଏହା ନିଶ୍ଚିତ କରିଛନ୍ତି। ଶନିବାର ଦିନ, କେଦାରନାଥ ହେଲିପ୍ୟାଡରୁ ମାତ୍ର ୨୦ ମିଟର ପୂର୍ବରୁ ଏମ୍ସର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପାଇଲଟ୍ ସୁରକ୍ଷିତ ଅଛନ୍ତି। କୁହାଯାଉଛି ଯେ, ହେଲିକପ୍ଟରଟି ଜଣେ ରୋଗୀଙ୍କୁ ଆଣିବା ପାଇଁ ଋଷିକେଶରୁ କେଦାରନାଥ ଆସୁଥିଲା। ଏମ୍ସ ପିଆରଓ କହିଛନ୍ତି […]

Read More Text.
Talcher 1

ପ୍ରେମ ବ୍ୟାପାର ସହ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଅପହରଣ ପରେ ହତ୍ୟା

ପ୍ରେମ ପାଇଁ ହତ୍ୟାକାଣ୍ଡ । ଅପହରଣ ପରେ ଯୁବକଙ୍କ ଜୀବନ ନେଇଗଲେ । ଗତ ୫ ତାରିଖରେ ତାଳଚେର ଶିବରାମପୁର ଜଙ୍ଗଲରେ ହୋଇଥିବା ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ୍ କରିଛି ପୋଲିସ । ପ୍ରେମ ବ୍ୟାପାର ସହ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଅପହରଣ ପରେ ହତ୍ୟା କରିଥିବା ଜଣାପଡ଼ିଛି l ଏହି ଘଟଣାରେ ତାଳଚେର ପୁଲିସ ସିନ ରିକ୍ରିଏସନ କରିଛନ୍ତି । ମୁଖ୍ୟ ଅଭିଯୁକ୍ତ ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଶାଳଗାଡ଼ିଆ ଗାଁର ଆନନ୍ଦ […]

Read More Text.
Arrested 738x430 1

ଜୁଆ ଆଡ୍ଡା ଉପରେ ପୋଲିସର ରେଡ୍‌; ୧୫ ଗିରଫ

ନୂଆପଡ଼ା: ଜୁଆ ଆଡ୍ଡା ଉପରେ ପୋଲିସ ରେଡ୍‌ କରିଛି। ଏହାସହ ୧୫ ଜଣଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ନୂଆପଡ଼ା ଜିଲ୍ଲା କୁରୁମପୁରୀ ଗାଁରେ ଜୁଆ ଆଡ୍ଡା ଚାଲିଥିଲା। ଏନେଇ ଖବର ପାଇବା ପରେ ଲଖନା ପୋଲିସ ଚଢଉ କରିଛି। ଚଢଉ ବେଳେ ପ୍ରାୟ ୨୮ ହଜାର ଟଙ୍କା, ୯ଟି ବାଇକ, ୧୪ଟି ମୋବାଇଲ ଜବତ କରାଯାଇଛି। ଏହାସହ ୧୫ ଜଣଙ୍କୁ ଗିରଫ କରିଛି ପୋଲିସ।

Read More Text.
4

ଜେଇଙ୍କ ସନ୍ଦେହଜନକ ମୃତ୍ୟୁ; କାରରୁ ମିଳିଲା ମୃତଦେହ

ବରଗଡ:କାର ଭିତରେ ଜେଇଙ୍କ ସନ୍ଦେହଜନକ ମୃତ୍ୟୁ । କାର ଭିତରୁ ବରପାଲି ବ୍ଲକ୍ ର ଜେଇ ଚନ୍ଦ୍ରଶେଖର ଝାଡ଼ିଆଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ବରଗଡ ବରପାଲିର ହଳଦୀ ପାଳିଛକରେ ଗାଡିରେ ଏସି ଲଗାଇ ଶୋଇପଡିଥିଲେ । ତେବେ ଛିଡା ହୋଇଥିବା ତାଙ୍କ କାର୍ ଭିତରୁ ମୃତଦେହ ଉଦ୍ଧାର ହୋଇଛି । ଘଟଣା ସ୍ଥଳରେ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ଯାହା ଅନୁମାନ କରାଯାଉଛି ବାଟରେ ଯାଉଥିବାବେଳେ ଅଧିକ ଗରମ ହେବାରୁ ଗାଡିରେ […]

Read More Text.
5

ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ, ଅନ୍ୟ ୪ ଯବାନ ଗୁରୁତର

ରାଉରକେଲା: ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ। ରାଉରକେଲାରେ CRPF-୨୬ ବାଟାଲିଅନ ଅଧିକାରୀ ଏମ ପ୍ରବୋ ସିଂଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୪ ଯବାନ ଗୁରୁତର ହୋଇଛନ୍ତି । ନକ୍ସଲ ଦମନ ପାଇଁ କମ୍ବିଂ ଅପରେସନ ବେଳେ ବଜ୍ରପାତ ହୋଇଥିଲା । ଗୁରୁତର ଯବାନଙ୍କୁ କିରିବୁରୁ ଓ ଟାଟା ସ୍ଥାନାନ୍ତର କରାଯାଇଛି ।

Read More Text.
7

ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଏକାକୀ ସରକାର କରିବା ପରେ ଏବେ ଏକ ବର୍ଷ ପୁରା ହେବାକୁ ଯାଉଛି। ବିଜେପି ଓଡ଼ିଶାରେ ପ୍ରଥମଥର ପାଇଁ ସରକାର କରିଥିବା ବେଳେ ସରକାର ବଡ ଧୁମଧାମରେ ଏକ ବର୍ଷ ପୃର୍ତ୍ତୀ ପାଳନ କରିବେ। ଆଉ ଏହି ଅବସରରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ଜୁନ ୧୨ ତାରିଖ ଓଡ଼ିଶାରେ ବିଜେପି ସରକାରକୁ ପୂରିବ ଏକ ବର୍ଷ । ଏହି ଏକ ବର୍ଷ ଭିତରେ ସରକାର ପାଇଁ ଆଚିଭମେଣ୍ଟ […]

Read More Text.
3

ଭାରତକୁ ସମର୍ଥନ କଲା ତାଲିବାନ

ପହଲଗାଓଁ ଆକ୍ରମଣ ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା । ସରକାରଙ୍କ ପକ୍ଷରୁ ଅପରେସନ ସିନ୍ଦୂର ଜରିଆରେ ଆତଙ୍କୀଙ୍କ ଆଡ୍ଡା ଧ୍ୱଂସ କରିବା ସହ ଅନେକ ଆତଙ୍କୀଙ୍କୁ ନିପାତ କରାଯାଇଛି । ଏହି ସମୟରେ ଚୀନ ଓ ତୁର୍କୀ ଭଳି ଦେଶ ପାକିସ୍ତାନକୁ ସହଯୋଗ କରି ଭାରତକୁ ବଦନାମ କରିବାକୁ ପ୍ରୟାସ ଚଳାଇଥିଲେ । ଏଭଳି ସ୍ଥଳେ ତାଲିବାନ କିନ୍ତୁ ଭାରତକୁ ସମର୍ଥନ କରିଛି । ସୂଚନା ଅନୁସାରେ ଗୁରୁବାର ବୈଦେଶିକ ମନ୍ତ୍ରୀ ଏସ୍‍ ଜୟଶଙ୍କର […]

Read More Text.
8

ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିସାନ ଫାର୍ମ ହାଉସ୍, ସିଲ ପରେ ଆରମ୍ଭ ହେଲା ପ୍ରକ୍ରିୟା

ଭୁବନେଶ୍ୱର:  ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିସାନ ଫାର୍ମ ହାଉସ୍ ।  ସିଲ ପରେ ଆରମ୍ଭ ହେଲା ପ୍ରକ୍ରିୟା  । କେନ୍ଦୁଝର ଜିଲ୍ଲା ଗୋପାଳପୁର ମୌଜାରେ ୧୧ ଏକର ପରିମିତ ଜମିରେ ଗଢି ଉଠିଥିବା  ରାଜା ଚକ୍ରର ଫାର୍ମ ହାଉସ୍ ଉପରେ ଚଢ଼ାଉ କରିଥିଲା EOW ।  ସ୍ଥାନୀୟ ପ୍ରଶାସନ ସାହାଯ୍ୟରେ କରାଯାଇଛି ମାପଚୁପ  । ୧୧ ଏକର ଜମି ମଧ୍ୟରୁ ୭.୪ ଏକର ସରକାରୀ ଜମିରେ ଚିଲଡ୍ରେନ ପାର୍କ,  ଅଲିଶାନ ବଙ୍ଗଳା , ସୁଉଚ୍ଚ ତୋରଣ,  ଆମ୍ବ […]

Read More Text.
6

୪୮ ଘଣ୍ଟାରେ ନିପାତ ହୋଇଛନ୍ତି ୬ ଆତଙ୍କୀ; ସେନା

ଜାମ୍ମୁ-କାଶ୍ମୀରରେ ବିଗତ ୪୮ ଘଣ୍ଟା ମଧ୍ୟରେ ୬ ଜଣ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଭାରତୀୟ ସେନା ୨ଟି ଆତଙ୍କବାଦୀ ବିରୋଧୀ ଅଭିଯାନକୁ ସଫଳତାର ସହ ଶେଷ କରିବା ସହିତ ୬ ଆତଙ୍କୀଙ୍କୁ ନିପାତ କରିଥିବା ସେନା ପକ୍ଷରୁ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି। କାଶ୍ମୀର ଆଇଜିପି ଭି.କେ. ବିର୍ଦ୍ଦି କହିଛନ୍ତି, ଗତ ୪୮ ଘଣ୍ଟା ମଧ୍ୟରେ ଆମେ ୨ଟି ଆତଙ୍କବାଦୀ ନିରୋଧୀ ଅଭିଯାନ ଶେଷ କରିଛୁ। ଏହା ଅତ୍ୟନ୍ତ ସଫଳ ହୋଇଛି। କେରାନ ଏବଂ ତ୍ରାଲ […]

Read More Text.