ମାମୁଁ ଘର ଅଗଣା କୂଅରୁ ମିଳିଲା ଭଣଜାର ମୃତଦେହ
ଦାରିଙ୍ଗବାଡ଼ି: ଭେଣ୍ଡିଆ ପୁଅର ମର ଶରୀରକୁ ଧରି କାନ୍ଦି କାନ୍ଦି ଲୋଟି ପଡୁଛନ୍ତି ପରିବାର ଲୋକେ । ଏତିକି କେମିତି ତାଙ୍କର ମୃତ୍ୟୁ ହେଲା କେହି ସହଜରେ ଗ୍ରହଣ ପାରୁନାହାନ୍ତି । ଘରେ ହିଁ ମରି ପଡିଥିଲା ପୁଅ, ହେଲେ ଖୋଜି ଖୋଜି ପରିବାର ଲୋକଙ୍କ ଆଖିରୁ ନିଦ ହଜିଯାଇଥିଲା । ତେବେ ପୁରା ଘଟଣାଟି ଶୁଣିଲେ ଆପଣ ବି ମୁଣ୍ଡରେ ହାତ ଦେବେ । ମାମୁଁ ଘର ଅଗଣାରେ ଥିବା କୂଅ ଭିତରେ ଭଣଜାର ଗଳିତ ମୃତଦେହ […]
Read More Text.