Www

ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷାରେ ଆର୍ଯ୍ୟମାନ ନନ୍ଦ ଙ୍କ ସଫଳତା

ବାରିପଦା: ସିବିଏସଇ ଦ୍ବାଦଶ ଶ୍ରେଣୀ  ବିଜ୍ଞାନ ପରୀକ୍ଷା-୨୦୨୫ରେ ପ୍ରତିଭାବାନ ଛାତ୍ର ଆର୍ଯ୍ୟମାନ ନନ୍ଦ ୯୫ ପ୍ରତିଶତ ନମ୍ବର ରଖି ନିଜର ନିରନ୍ତରତା ବଜାୟ ରଖିଛନ୍ତି। ଏଥି ପୂର୍ବରୁ ଶ୍ରୀମାନ ନନ୍ଦ ୨୦୨୩ ମସିହା ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ମଧ୍ୟ କେନ୍ଦ୍ରୀୟ ବିଦ୍ୟାଳୟ ରାଇରଙ୍ଗପୁରରୁ ୪୭୫ ନମ୍ବର ୯୫ ଶତକଡା ରଖି ବାମନଘାଟୀ ଟପ୍ପର ହୋଇଥଲେ।ଚଳିତ ବର୍ଷ ଶ୍ରୀମାନ୍ ନନ୍ଦ  ଭୂବନେଶ୍ବର ସ୍ଥିତ ଡିଏଭି ପବ୍ଲିକ ସ୍କୁଲ, ପୋଖରୀପୁଟ ରୁ ଏ ସଫଳତା ଅର୍ଜନ କରିଛନ୍ତି। ସେ […]

Read More Text.
1747199125 0985

ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍‍ ବି.ଆର. ଗବାଇ

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍‍ ବି.ଆର . ଗବାଇ । ପ୍ରଧାନ ବିଚାରପତି ଭାବେ ତାଙ୍କର କାର୍ଯ୍ୟକାଳ ପ୍ରାୟ ୬ମାସ ହେବ । ୨୩ ନଭେମ୍ବର ୨୦୨୫ରେ ଜଷ୍ଟିସ୍‍ ବି.ଆର. ଗବାଇ ଅବସର ନେବେ । ସେ ୧୯୬୦ ମସିହା ନଭେମ୍ବର ୨୪ରେ ମହାରାଷ୍ଟ୍ରରେ […]

Read More Text.
Rao

ବ୍ରାହ୍ମଣ ସାହିବାସୀଙ୍କୁ କନ୍ଦାଏ ବର୍ଷା, ଅସରାଏ ବର୍ଷାରେ ରାସ୍ତା ଅବସ୍ଥା ଶୋଚନୀୟ

ଆଗରପଡ଼ା :ବର୍ଷା ଆସିଲା କ୍ଷଣି ଗ୍ରାମବାସୀଙ୍କ ଆଖିରେ ଲୁହ ଆସିଥାଏ । ସାମାନ୍ୟ ମୈାଳିକ ସୁବିଧାରୁ ବଂଚିତ ଗ୍ରାମବାସୀଙ୍କ ପାଇଁ ବର୍ଷା ସତେ ଅବା ଅଭିଶପ୍ତ ପାଲଟିଛି । ସ୍ୱାଧିନତାର ୭୬ବର୍ଷ ପରେ ମଧ୍ୟ ପ୍ରଶାସନିକ ଅଧିକାରୀ ଓ ଲୋକପ୍ରତିନିଧିଙ୍କ ନଜର ଆଡ଼ୁଆଳରେ ରହିଯାଇଛି ବନ୍ତ ବ୍ଲକ ଛୟାଳସିଂହ ପଞ୍ଚାୟତ ମଙ୍ଗୁଲି ଗ୍ରାମ ଅର୍ନ୍ତଗତ ବ୍ରାହ୍ମଣସାହି । ଏହି ସାହିକୁ ଭଲ ରାସ୍ତାଟିଏ ନାହିଁ । ଉକ୍ତ ରାସ୍ତା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କକୁ ସଂଯୋଗ କରୁଛି । […]

Read More Text.
Tran

କାଳବୈଶାଖିରେ ଜଳିଗଲା ଟ୍ରାନ୍ସଫର୍ମର, ନଷ୍ଟହେଲା ଘରୋଇ ଉପକରଣ

ଆଗରପଡ଼ା :ଗତ ସୋମବାର ରାତିରେ ଘଟିଥିବା କାଳବୈଶାଖିର ପ୍ରଭାବରେ ଆଗରପଡ଼ା ଥାନା ଅନ୍ତର୍ଗତ ପୁରଷଣ୍ଡ ପଂଚାୟତର ୫ନଂ ୱାର୍ଡ଼ର ବଣିଆ ସାହି ଗ୍ରାମରେ ବିପଦ ଶଂକୁଳ ଅବସ୍ଥାରେ ଥିବା ଟ୍ରାନ୍ସଫର୍ମର ହଠାତ ଜଳିବାକୁ ଲାଗିଥିଲା । ଫଳରେ ଉକ୍ତ ଟ୍ରାନ୍ସଫର୍ମରୁ ବିଦ୍ୟୁତ ସଂଯୋଗୀକରଣ ଥିବା ଅନେକ ଘରର ଘରୋଇ ଉପକରଣ ନଷ୍ଟହୋଇଯାଇଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ;ଗତ ସୋମବାର ରାତି ପ୍ରାୟ ୭ଟା୩୦ରେ ହଠାତ୍ ଘଡ଼ଘଡ଼ି ଓ ବିଜୁଳି ସହିତ ପ୍ରବଳ ମାତ୍ରାରେ ବର୍ଷା ଆରମ୍ଭ ହୋଇଯାଇଥିଲା […]

Read More Text.

ଚିରନିଦ୍ରାରେ ସମାଜସେବୀ ଶଶାଙ୍କ ଦାସ

ଆଗରପଡ଼ା :ସ୍ଥାନୀୟ ଅଂଚଳର ବିଶିଷ୍ଟ ସମାଜସେବୀ,କ୍ରୀଡ଼ାବିତ୍ ତଥା ବିଜୁ ଜନତାଦଳ ଅନ୍ୟତମ ଆଗଧାଡ଼ି ନେତା ଶଶାଙ୍କ ଶେଖର ଦାସଙ୍କ ପରଲୋକ ଘଟିଛି । ସେ ଛାତିରେ ଯଂତ୍ରଣା ଅନୁଭବ କରିବାରୁ ତାଙ୍କୁ ସ୍ଥାନୀୟ ମେଡିକାଲକୁ ଅଣା ଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ସର୍ବ ପୁରାତନ ରାଜୟୁଥ କ୍ଳବର ସେ ଅନ୍ୟତମ ପ୍ରତିଷ୍ଠାତା ଥିଲେ । ସେ ଜଣେ ଭଲିବଲ ଖେଳାଳୀ ହେବା ସହ ଅନ୍ୟ ଖେଳାଳୀମାନଙ୍କୁ ସବୁବେଳେ ଉତ୍ସାହିତ କରି ଆସୁଥିଲେ […]

Read More Text.
Ias q

IAS ସନ୍ତୋଷ କୁମାରଙ୍କୁ ମିଳିଲା ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି ଭାବେ ଅତିରିକ୍ତ ଦାୟିତ୍ୱ

ଓଡ଼ିଶା କ୍ୟାଡରର ୧୯୯୪ ବ୍ୟାଚର ବରିଷ୍ଠ IAS ଅଧିକାରୀ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ମିଳିଲା ନୂଆ ଓ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ବର୍ତ୍ତମାନ ସେ ନୂଆ ଓ ନବୀକରଣଯୋଗ୍ୟ ଶକ୍ତି ମନ୍ତ୍ରଣାଳୟ (MNRE)ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏହାସହ ତାଙ୍କୁ ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହି ନିଯୁକ୍ତି ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ସରକାରଙ୍କ କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଏକ ଆଦେଶ ଜାରି […]

Read More Text.
Chse results

ସିବିଏସଇ ଦଶମ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୩.୬୬ ପ୍ରତିଶତ ରେକର୍ଡ

ଭୁବନେଶ୍ବର: ପ୍ରଥମେ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପରେ ଏବେ ଦଶମ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ମୋଟ ପାସ୍‍ହାର ୯୩.୬୬ ପ୍ରତିଶତ ରହିଛି । ଏଥର ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ୨.୩୭ ପ୍ରତିଶତ ଅଧିକ ରହିଛି । ବର୍ତ୍ତମାନ ସିବିଏସଇ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହୋଇଛି । ଭୁବନେଶ୍ୱର ଜୋନରେ ପାସହାର୍ ୯୨.୬୪ ପ୍ରତିଶତ ରହିଛି । ଦଶମ ରେଜଲ୍ଟରେ ସଫଳତାରେ ତ୍ରିଭେନ୍ଦ୍ରମ ଆଗରେ ରହିଥିବାରୁ ଏଠାରେ […]

Read More Text.
Nuapada

ନୂଆପଡ଼ାରେ ବାଘ ଆତଙ୍କ, ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ

ନୂଆପଡ଼ା : ନୂଆପଡ଼ାରେ ବାଘ ଆତଙ୍କ ।  ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ ।  ଧରମବନ୍ଧା ଥାନା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି ।  ଆଶରାମ ରାଉତଙ୍କ ଗୁହାଳରେ ପଶି ଗାଈକୁ ମାରିଦେଇଥିବା ଅଭିଯୋଗ ହୋଇଛି । ଗ୍ରାମବାସୀଙ୍କ ହୋହଲ୍ଲା ପରେ ବାଘଟି ଗାଈକୁ ଛାଡ଼ି ଜଙ୍ଗଲକୁ ପଳାଇଥିଲା ।  ଏହା ପରେ ଭୟଭୀତ ଅବସ୍ଥାରେ ଅଛନ୍ତି ଗ୍ରାମବାସୀ ।  କଲରାପତରିଆ ବାଘ ଗାଁ ନିକଟ ଜଙ୍ଗଲରେ ରହିଥିବା ଜଣାପଡ଼ିଛି।  ପଣ୍ଡରୀପାଣି ଗାଁରେ ପହଞ୍ଚି […]

Read More Text.
Sophw

ସୋପିଆନରେ ୩ ଲଶ୍କର ଆତଙ୍କୀଙ୍କୁ ନିପାତ କଲା ସେନା

ଜାମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ସେନାକୁ ବଡ଼ ସଫଳତା ମିଳିଛି। ଗୁଳିବିନିମୟ ସମୟରେ ଭାରତୀୟ ଯବାନମାନେ ଲଶ୍କର-ଏ-ତଇବା ସଂଗଠନତ ୩ ଆତଙ୍କୀଙ୍କୁ ନିପାତ କରିଛନ୍ତି। ସୋପିଆନର ଜମ୍ପାଥରି ଅଞ୍ଚଳରେ ଏହି ଗୁଳିବିନିମୟ ଜାରି ରହିଛି। ପହଲଗାଓଁ ଆକ୍ରମଣ ପରେ ସେନା ପକ୍ଷରୁ ଅପରେସନ ‘ସିନ୍ଦୂର’ ଜରିଆରେ ପାକିସ୍ତାନର ଆତଙ୍କୀ ଶିବିରଗୁଡ଼ିକ ଉପରେ ଘନ ଘନ ଆକ୍ରମଣ କରାଯାଇଥିଲା। ଏହି ଅପରେସନରେ ସୀମା ପାର ଆତଙ୍କବାଦୀଙ୍କ ଉପରେ ଆକ୍ରମଣ କରାଯିବା ପରେ ଏବେ ସେନା ସୀମା ଭିତରେ ଛପିଥିବା ଆତଙ୍କୀଙ୍କୁ […]

Read More Text.
Image 2025 05 13t160714.398

ମୟୂରଭଞ୍ଜରରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବିଶୋଇ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ ଯୁକ୍ତ ୨ ମହାବିଦ୍ୟାଳୟ ସ୍ଥାପନ କରିବା ପାଇଁ ଓ ବିଶୋଇ ସ୍ଥିତ ମିନି ଷ୍ଟାଡିଅମକୁ ମହାପୁରୁଷ ଧରଣୀଧର ନାଏକଙ୍କ ନାମରେ ନାମିତ କରିବା ଏବଂ ସେଠାରେ ତାଙ୍କ ପ୍ରତିମୂର୍ତ୍ତି […]

Read More Text.