ପ୍ରଧାନ ବିଚାରପତି ଭାବେ ଆସନ୍ତାକାଲି ଶପଥ ନେବେ ବିଆର ଗବଇ
ନୂଆଦିଲ୍ଲୀ: ଆସନ୍ତାକାଲି ଶପଥ ଗ୍ରହଣ କରିବେ ଦେଶର ନୂତନ ପ୍ରଧାନ ବିଚାରପତି ଭୂଷଣ ରାମକୃଷ୍ଣ ଗବାଇ ତଥା ବିଆର ଗବାଇ। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇବେ। ସେ ଦେଶର ୫୨ତମ ପ୍ରଧାନ ବିଚାରପତି ହେବେ। ଏହା ପୂର୍ବରୁ ଆଜି ପ୍ରଧାନ ବିଚାରପତି ପଦରୁ ଅବସର ନେଇଛନ୍ତି ଜଷ୍ଟିସ୍ ସଞ୍ଜୀବ ଖନ୍ନା। ଭାରତର ପ୍ରଧାନ ବିଚାରପତି ସଞ୍ଜିବ ଖାନ୍ନା ଆଜି ସକାଳେ ଜଷ୍ଟିସ୍ ବି.ଆର. ଗବାଇଙ୍କୁ ଦାୟିତ୍ୱ ହସ୍ତାନ୍ତର କରି ସୁପ୍ରିମକୋର୍ଟରେ ତାଙ୍କ ସହକର୍ମୀଙ୍କଠାରୁ […]
Read More Text.