Zzz

ଲଭ୍,ସେକ୍ସ ଧୋକା: ରିସେପ୍ସନ ଷ୍ଟେଜରୁ ବରଙ୍କୁ ଗିରଫ କରି କୋର୍ଟ ଚାଲାଣ

ଭୁବନେଶ୍ବର: ଲଭ୍,ସେକ୍ସ ଧୋକା ଅଭିଯୋଗରେ ଧଉଳି ପୁଲିସ ବିବାହ ରିସେପ୍ସନ ଷ୍ଟେଜରୁ ବରକୁ ଉଠାଇ ଆଣିଛି। ବିବାହ ରିସେପ୍ସନରେ ଜଣେ ଯୁବତୀ ନାଟକୀୟ ଭାବରେ ପହଞ୍ଚି ଦାବି କରିଥିଲେ ଯେ, ବର ତାଙ୍କର ପୂର୍ବତନ ପ୍ରେମିକ। ସେ ତାଙ୍କ ପ୍ରତି ବିଶ୍ୱାସଘାତକତା କରି ବିବାହର ପ୍ରତିଶ୍ରୁତି ଦେଇ ଅନ୍ୟତ୍ର ବିବାହ କରିଥିବା ସେ ଅଭିଯୋଗ କରିଥିଲେ। ପୁରୀ ପେଣ୍ଠକଟା ଅଞ୍ଚଳରୁ ଯୁବକଙ୍କୁ ପୁଲିସ ଉଠାଇ ଆଣିଛି। ଧଉଳି ଥାନା ପୁଲିସ ଲଭ୍, ସେକ୍ସ ଧୋକା କେସ୍‌ରେ ଗିରଫ […]

Read More Text.
Monsoon pti

୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର : ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନକୂଳ ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା ମିଳିଛି । ଆଣ୍ଡାମାନ ସାଗର ଓ ଦକ୍ଷିଣ ବଙ୍ଗୋପସାଗରକୁ ଛୁଇଁବ ମୌସୁମୀ ବାୟୁ । ଭାରତରେ ମୌସୁମୀ ଋତୁର ଆରମ୍ଭକୁ ସୂଚିତ କରୁଥିବା, ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ମିଳିଥିବା ସୂଚନାନୁସାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ’ ୧୩ (ଆସନ୍ତାକାଲି) […]

Read More Text.

ଖରସ୍ରୋତା ନଦୀରେ ପାଣି ପିଉଥିବା ବେଳେ ଯୁବକଙ୍କୁ ଝାମ୍ପିନେଲା କୁମ୍ଭୀର

ଯାଜପୁର : ଗାଈ ଚରାଇବାକୁ ଯାଇ ନଦୀରେ ପାଣି ପିଉଥିବା ବେଳେ ଯୁବକଙ୍କୁ ଝାମ୍ପିନେଲା କୁମ୍ଭୀର। ପାଣିକୋଇଲି ଥାନା ତଣ୍ଡରା ତଣ୍ଡରା ଗ୍ରାମର କୈଲାସ ମଲ୍ଲିକଙ୍କ ପୁଅ ସିଦ୍ଧାର୍ଥ ମଲ୍ଲିକ ଖରସ୍ରୋତା ନଦୀ କୂଳରେ ଗାଈ ଚରାଉଥିବା ବେଳେ ନଦୀକୁ ପାଣି ପିଇବାକୁ ଯାଇଥିଲେ। ଗାଈ ଚରାଇବାକୁ ଯାଇ ନଦୀରେ ପାଣି ପିଉଥିବା ବେଳେ ଯୁବକଙ୍କୁ ଝାମ୍ପିନେଲା କୁମ୍ଭୀର। ପାଣିକୋଇଲି ଥାନା ତଣ୍ଡରା ତଣ୍ଡରା ଗ୍ରାମର କୈଲାସ ମଲ୍ଲିକଙ୍କ ପୁଅ ସିଦ୍ଧାର୍ଥ ମଲ୍ଲିକ ଖରସ୍ରୋତା ନଦୀ କୂଳରେ […]

Read More Text.

ପାକ୍ ଗୁଳିମାଡ଼ ଯୋଗୁଁ ଯେଉଁମାନେ ଘର ଛାଡିଛନ୍ତି ସେମାନେ ଏବେ ଫେରିପାରିବେ: ଜାମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ

ପୁଞ୍ଚ/ଜାମ୍ମୁ: ଜମ୍ମୁ କାଶ୍ମୀରରେ ସମ୍ପ୍ରତି ପାକିସ୍ତାନ ଗୁଳିମାଡ଼ ଏକ “ଯୁଦ୍ଧ ପରି ପରିସ୍ଥିତି” ସୃଷ୍ଟି ହୋଇଥିଲା। ଫଳରେ ପୁଞ୍ଚ ଜିଲା ସମେତ ରାଜ୍ୟର ଅନେକ ସ୍ଥାନ ଆକ୍ରମଣରେ ପ୍ରଭାବିତ ହୋଇଥିଲା। ଦୁଇ ଦେଶ ମଧ୍ୟରେ ଏକ ସାମରିକ ବୁଝାମଣା ଯୋଗୁଁ ପାକ ଗୁଳିମାଡ଼ ବନ୍ଦ ରଖାଯାଇଛି। ଫଳରେ ପାକ୍ ଗୁଳିମାଡ଼ ଯୋଗୁଁ ଯେଉଁମାନେ ଘର ଛାଡିଛନ୍ତି ସେମାନେ ଏବେ ଫେରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା କହିଛନ୍ତି। ଅବଦୁଲ୍ଲା ପାକିସ୍ତାନୀ ସେନାର ଚାଲିଥିବା ପ୍ରଚାରକୁ ମଧ୍ୟ ଖାରଜ […]

Read More Text.
Zzzz

ଉତ୍କଳ ସର୍ବୋଦୟ ମଣ୍ଡଳ ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀ ଉଦ୍‌ଯାପିତ

ଢେଙ୍କାନାଳ: ମହାତ୍ମା ଗାନ୍ଧୀଙ୍କ ଅହିଂସା ଦର୍ଶନ ଆଜିର ହିଂସା, ଆତଙ୍କବାଦ, ସାମ୍ପ୍ରଦାୟିକତା ଓ ଯୁଦ୍ଧଗ୍ରସ୍ତ ବିଶ୍ୱ ପାଇଁ ଅଧିକ ଜରୁରି, ଶାନ୍ତି ଆମର କାମ୍ୟ ଅହିଂସା ଆମର ଧର୍ମ ବୋଲି ଉତ୍କଳ ସର୍ବୋଦୟ ମଣ୍ଡଳ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀରେ ଉପସ୍ଥିତ ବକ୍ତା, ଲୋକସେବକ, ସର୍ବୋଦୟ ମିତ୍ର ତଥା ଗାନ୍ଧୀ ଓ ସର୍ବୋଦୟ ପ୍ରେମୀମାନେ ମତପ୍ରକାଶ କରିଛନ୍ତି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅନ୍ତର୍ଗତ ବାଲିଗୋରଡ ଗାଆଁରେ ଅୟୋଜିତ ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀ ଓ ସାଧାରଣ […]

Read More Text.
India confirms downing pakistani mirage jet 768x432

“ଆକାଶରେ ଶତ୍ରୁଙ୍କୁ ନଷ୍ଟ କରିଛି ସେନା”: ପାକିସ୍ତାନୀ ମିରାଜ ଜେଟ୍ ଖସାଇଥିବା ନିଶ୍ଚିତ କଲା ଭାରତ

ନୂଆଦିଲ୍ଲୀ : ସୋମବାର ଭାରତ ନିଶ୍ଚିତ କରିଛି ଯେ ଅପରେସନ୍ ସିନ୍ଦୁର ସମୟରେ ଏକ ପାକିସ୍ତାନୀ ମିରାଜ ଯୁଦ୍ଧ ବିମାନ ଖସାଯାଇଛି। ଭାରତୀୟ ସେନା ଦ୍ୱାରା ଶେୟାର କରାଯାଇଥିବା ଏକ ଭିଡିଓରେ ପାକିସ୍ତାନୀ ମିରାଜର ଭଗ୍ନାବଶେଷ ଦେଖାଯାଇଛି। ନୂଆଦିଲ୍ଲୀରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ପ୍ରେସ ବ୍ରିଫିଂରେ, ଭାରତୀୟ ସେନା, ବାୟୁସେନା ଏବଂ ନୌସେନାର ବରିଷ୍ଠ କମାଣ୍ଡରମାନେ ଅପରେସନ୍ ସିନ୍ଦୁରର ଏକ ବିସ୍ତୃତ ବିବରଣୀ ପ୍ରଦାନ କରିଛନ୍ତି, ଯାହା ଏପ୍ରିଲ ୨୨ ତାରିଖରେ ଜମ୍ମୁ ଓ କାଶ୍ମୀରର ପହଲଗାମରେ […]

Read More Text.
Zzzzz

ଦେଢ଼ ମାସରେ ୪,୫୯୯ ଛାତ୍ରଛାତ୍ରୀ ପାଲଟିଲେ କୃଷି ଶ୍ରମିକ

ନବରଙ୍ଗପୁର: ଗତ ଦେଢ଼ ମାସ ହେବ ଜିଲ୍ଲାର ୧୦ଟି ଯାକ ବ୍ଲକ୍‌ରେ ଧାନ ଅମଳ ପରେ ଏବେ ମକା ଓ ଆଖୁ ଅମଳ କାମ ସହ କେନ୍ଦୁପତ୍ର ତୋଳିବା ଜୋରସୋରରେ ଚାଳିଛି। ତେବେ ଜିଲ୍ଲାର ସବୁ ବ୍ଲକରୁ ବହୁ ପୁରୁଷ, ମହିଳା, ନାବାଳିକା, ନାବାଳକ, ଯୁବକ ଓ ଯୁବତୀମାନେ ଦାଦନ ଖଟିବାକୁ ପଳାଇଛନ୍ତି। କୃଷି ଶ୍ରମିକ ସମସ୍ୟା ଦେଖାଦେଇଛି। ଏହି ଶ୍ରମିକ ସମସ୍ୟାର ଅଭାବ ପୂରଣ କରୁଛନ୍ତି ବିଭିନ୍ନ ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀ। ପ୍ରଶାସନ ପକ୍ଷରୁ ତଥ୍ୟ […]

Read More Text.
Dsc 1019

ଇସ୍ରୋ ଅଧ୍ୟକ୍ଷଙ୍କ ବଡ଼ ସୂଚନା: ଶତ୍ରୁଙ୍କ ଉପରେ ନଜର ରଖିଛି ୧୦ ସାଟେଲାଇଟ୍‌

ମଣିପୁର,୧୨।୫: ମଣିପୁର ଇମ୍ଫାଲରେ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ଇସ୍ରୋ ଅଧ୍ୟକ୍ଷ ଭି ନାରାୟଣନ ଯୋଗଦେଇ ବଡ଼ ଦେଶବାସୀଙ୍କୁ ବଡ଼ ସୂଚନା ଦେଇଛନ୍ତି। ଇସ୍ରୋ ଭାରତର ସ୍ଥଳ ସୀମା ଏବଂ ଜଳ ସୀମା ଉପରେ ୨୪ ଘଣ୍ଟିଆ ନଜର ରଖିଥିବା ଇସ୍ରୋ ଅଧ୍ୟକ୍ଷ ପ୍ରକାଶ କରିଛନ୍ତି। ଇସ୍ରୋ ଅଧ୍ୟକ୍ଷ ଭି ନାରାୟଣନ କହିଛନ୍ତି ଯେ, ଭାରତର ସ୍ଥଳ ଓ ଜଳ ସୀମା ଉପରେ ଇସ୍ରୋର ୧୦ଟି ସାଟେଲାଇଟ ୨୪ ଘଣ୍ଟିଆ ନଜର ରଖିଛି । […]

Read More Text.
Whatsapp image 2025 05 12 at 19.23.02 750x430

୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ, ବଞ୍ଚିଲା ଦୁଇ ଜୀବନ

ଭୁବନେଶ୍ୱର : ମୃତ୍ୟୁ ପରେ ଆଉ ଦୁଇଟି ଜୀବନ ବଂଚାଇବାରେ ସଫଳ ହୋଇପାରିଛି ଛଅ ବର୍ଷର ଏକ ଶିଶୁପୁତ୍ର । ବାରିପଦା ମୂର୍ଗାବାଡି ଅଚଂଳର ଏହି ଶିଶୁଟିର ଆକସ୍ମିକ ଦୁର୍ଘଟଣାରେ ମୁଣ୍ଡରେ ଗଭୀର ଆଘାତ ଯୋଗୁଁ ସ୍ଥାନୀୟ ସମ୍‌ ଅଲ୍ଟିମେଟ ମେଡିକେୟାରରେ ଚିକିତ୍ସିତ ହେଉଥିଲା । ମାତ୍ର ଶିଶୁଟି ବ୍ରେନ୍‌ ଡେଡ ଘୋଷିତ ହେବା ପରେ ତାର ପିତା-ମାତା ତାର ଅଙ୍ଗଦାନ କରିବା ନିମନ୍ତେ ମନସ୍ଥ କରିଥିଲେ । ଶିଶୁଟିର ଦୁଇ କିଡ଼ନୀ ଆଉ ଦୁଇଟି ରୋଗୀଙ୍କର […]

Read More Text.
2er8azydcv3xsq0al20h

ଆତଙ୍କବାଦ ହେଉଛି କୁକୁରର ଲାଞ୍ଜ, ଯାହା କେବେ ସିଧା ହେବ ନାହିଁ: ଯୋଗୀ

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉତ୍ତରପ୍ରଦେଶର ଲକ୍ଷ୍ନୌରେ ବ୍ରହ୍ମୋସ କ୍ଷେପଣାସ୍ତ୍ର ନିର୍ମାଣ ପାଇଁ ବ୍ରହ୍ମୋସ ଏରୋସ୍ପେସ୍ ଇଣ୍ଟିଗ୍ରେସନ୍ ଏବଂ ପରୀକ୍ଷଣ ସୁବିଧାର ଉଦଘାଟନ କରିଛନ୍ତି। ଉଦଘାଟନୀ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମସ୍ତ ସୈନିକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଅପରେସନ ସିନ୍ଦୂର ପାଇଁ ଅଭିନନ୍ଦନ ଜଣାଇଥିଲେ। ଏଥିସହିତ କହିଥିଲେ, ବ୍ରହ୍ମୋସ କ୍ଷେପଣାସ୍ତ୍ର ପାଇଁ ୨୦୦ ଏକର ଜମି ଦେଇଛୁ। ଏବେ ଏଠାରେ ବ୍ରହ୍ମୋସ କ୍ଷେପଣାସ୍ତ୍ରର ନିର୍ମାଣ ଆରମ୍ଭ ହେବ। […]

Read More Text.