ପ୍ରଧାନ ପାଣିନାଳ ଉପର ବେଆଇନ ପକ୍କାଘର ନିର୍ମାଣ, ଅଭିଯୋଗର ୧୦ମାସ ପରେବି କାର୍ଯ୍ୟାନୁଷ୍ଠାନ ଶୂନ
ଆଗରପଡ଼ା :ନୂତନ ସରାକର ଆସିବା ପରେ ବର୍ତ୍ତମାନ ଜିଲ୍ଲାର ବିଭିନ୍ନ ବ୍ଳକରେ ଜବର ଦଖଲରେ ଥିବା ବିଭିନ୍ନ ଜାଗାରୁ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟାକୁ ଜୋରଦାର କରାଯାଇଥିବା ବେଳେ ଏହାର ବ୍ୟତିକ୍ରମ କିନ୍ତୁ ବନ୍ତ ବ୍ଲକରେ ଦେଖିବାକୁ ମିଳିଛି । ଅଭିଯୋଗକୁ ୧୦ମାସ ବିତିଯିବା ପରେ ମଧ୍ୟ ପ୍ରଶାସନ ନୀରବ ଦ୍ରଷ୍ଟା ସାଜିବା ତାର କାର୍ଯ୍ୟପନ୍ଥା ଉପରେ ଅଙ୍ଗୁଳ ନିର୍ଦ୍ଦେଶ କରୁଛି । ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଅନ୍ତର୍ଗତ ଅଣିଜୋ ମାଇନର କେନାଲରୁ ବାହାରିଥିବା ଆଉଟ୍ଲେଟର […]
Read More Text.