ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ, ଅସ୍ତ୍ରବିରତି ନେଇ ଦୁଇ ଦେଶ ମଧ୍ୟରେ ସହମତି

କେତେବେଳେ ଡ୍ରୋନ୍ ପୁଣି କେତେବେଳେ ବୋମା କି ମିଶାଇଲ ପାକିସ୍ତାନ ଛାଡୁଥିଲା ଭାରତ ଉପରକୁ । ସୀମା ଆରପଟୁ ଜମ୍ମୁ କଶ୍ମୀର ଅଞ୍ଚଳବାସୀଙ୍କ ଉପରକୁ ଗୁଳି ଚଳାଉଥିଲା । ଆଉ ଭାରତ ପକ୍ଷରୁ ଦିଆଯାଉଥିଲା ତାର କଡ଼ା ଜବାବ । ଏହି ଉତ୍ତେଜନା ଭିତରେ ଯୁଦ୍ଧ ଲମ୍ବା ଚାଲିବ ବୋଲି ଆଶଙ୍କା କରାଯାଉଥିଲେ । ହେଲେ ଆଚାନକ ଆଜି ସନ୍ଧ୍ୟାରେ ଆସିଲା ବିଶ୍ବର ସବୁଠୁ ବଡ଼ ଖବର । ଆମେରିକା ରାଷ୍ଟ୍ରପତି ଡୋନାଲଡ ଟମ୍ପ୍ର ନିଜ ଏକ୍ସରେ […]

Read More Text.

ସୀମାରେ ପାକିସ୍ତାନର ଯୁଦ୍ଧ ବିରାମ ଉଲ୍ଲଙ୍ଘନ, ଜାମ୍ମୁକାଶ୍ମୀରର ବିଭିନ୍ନ ସେକ୍ଟରରେ ଡ୍ରୋନ ମାଡ଼ ସହ ଗୁଳିବର୍ଷଣ

ନୂଆଦିଲ୍ଳୀ: ଅସ୍ତ୍ରବିରତି ଉଲ୍ଲଙ୍ଘନ କଲା ପାକିସ୍ତାନ। ଏଲଓସିରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଙ୍ଘନ ସହ ଅଖନୁର, ରାଜୌରୀ ଓ ଆରଏସପୁରାରେ ଗୁଳିମାଡ଼ କରିଛି। ଜମ୍ମୁ କାଶ୍ମୀରରେ ଏକାଧିକ ସ୍ଥାନରେ ଗୁଳିଗୋଳା ବର୍ଷଣ କରିଛି। ଅରନିଆ, କଠୁଆ, ପୁଞ୍ଚ, ମେଣ୍ଢର, ଜମ୍ମୁ, ଏବଂ ନୌସେରାରେ ପାକିସ୍ତାନୀ ସେନା ଗୁଳିବର୍ଷଣ ଜାରି ରଖିଛନ୍ତି। ପାକିସ୍ତାନୀ ସେନାଙ୍କ ଗୁଳିମାଡ଼କୁ କଡ଼ା ଜବାବ ଦେଇଛି ଭାରତୀୟ ସେନା। ଅସ୍ତ୍ରବିରତି ଘୋଷଣାର ୩ଘଣ୍ଟା ପରେ ପାକିସ୍ତାନ ଏଲଓସିରେ ଉଲ୍ଲଙ୍ଘନ କରିଥିବା ସୂଚନା ମିଳିଛି। ପାକିସ୍ତାନୀ ସେନା […]

Read More Text.

ସର୍ଟ ସର୍କିଟରୁ ଗୁଣପୁର ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି I ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିରେ ଲାଗିଥିବା ନିଆଁକୁ ଆୟତ୍ତ କରିଥିଲେ। ଅପରପକ୍ଷରେ ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିର କର୍ତ୍ତୃପକ୍ଷ ଏବଂ ପୁଲିସ ଘଟଣାର […]

Read More Text.

ଭାରତ ପାକିସ୍ତାନର ଦୃଢ ଏବଂ ଅଟଳ ଶକ୍ତିଶାଳୀ ନେତ୍ଟତ୍ଵ ପାଇଁ ମୁଁ ଗର୍ବିତ : ଟ୍ରମ୍ପ

ନୂଆଦିଲ୍ଲୀ: ଯୁଦ୍ଧ ବିରତି ପରେ ଟ୍ରମ୍ପଙ୍କ ପ୍ରସ୍ତାବ। ଯୁଦ୍ଧ ବିରତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି ଭାରତ ପାକିସ୍ତାନର ଦୃଢ ଏବଂ ଅଟଳ ଶକ୍ତିଶାଳୀ ନେତ୍ଟତ୍ଵ ପାଇଁ ମୁଁ ଗର୍ବିତ। ଆମେରିକା ଐତିହାସିକ ନିଷ୍ପତ୍ତିରେ ପହଞ୍ଚିବାରେ ସାହାର୍ଯ୍ୟ କରିପାରିଛି। ଉଭୟ ଦେଶର ଯୁଦ୍ଧରେ ଅନେକ ଲୋକଙ୍କର ଜୀବନ ଯାଇଥାନ୍ତା। ଦୁଇ ଦେଶ ମଧ୍ୟରେ ବ୍ୟବସାୟିକ କାରବାର ବଢାଇବାକୁ ଯାଉଛି। ଜମ୍ମୁ କାଶ୍ମୀର ସମସ୍ୟାର ସମାଧାନ ବାହାରି ପାରିବ ବୋଲି […]

Read More Text.

ବାରିପଦା ରେ ଦ୍ଵିତୀୟରାଷ୍ଟ୍ରୀୟ ଲୋକ ଅଦାଲତ, ୨୦୨୫

ବାରିପଦା: ଜିଲ୍ଲା ଆଇନ ସେବା ପ୍ରାଧ‌ିକରଣ, ମୟୂରଭଞ୍ଜ ପକ୍ଷରୁ ବାରିପଦା ଠାରେ ଜିଲ୍ଲା ଓ ଦୌରାଜଜଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଲୋକ ଅଦାଲତରେ ମୋଟ ୯୩୫୪ ଟି ମାମଲା ମଧ୍ୟରୁ ୨୪୯୧ ଟି ମାମଲାର ଅପୋଷ ବିଚାର ହୋଇ ମୋଟ ୨,୧୩,୮୭,୦୨୦ ଟଙ୍କା ଅଦାୟ ପାଇଁ ସମାଧାନ ହୋଇଥିବା ଜଣାପଡିଛି । ଜିଲ୍ଲା ଓ ଦୌରାଜକ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ଅରବିନ୍ଦ ପଟ୍ଟନାୟକ […]

Read More Text.

ଅପରେସନ ସିନ୍ଦୂର ଏବେ ବି ଜାରି ରହିଛି: ବାୟୁସେନା

ନୂଆଦିଲ୍ଲୀ: ପାକିସ୍ତାନ ସହିତ ଯୁଦ୍ଧବିରତି ପରେ, ଭାରତୀୟ ବାୟୁସେନା (IAF) ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି। ସେନା କହିଛି ଯେ ଅପରେସନ ସିନ୍ଦୂର ଏବେ ବି ଜାରି ରହିଛି। ଆଇଏଏଫ୍ କହିଛି ଯେ ଆମେ ଏହି ଅପରେସନର ଉଦ୍ଦେଶ୍ୟ ପୂରଣ କରିଛୁ ଏବଂ ଏହା ବିଷୟରେ ବିସ୍ତୃତ ସୂଚନା ଦିଆଯିବ। ବିବୃତ୍ତିରେ କୁହାଯାଇଛି, “ଭାରତୀୟ ବାୟୁସେନା (IAF) ଅପରେସନ୍ ସିନ୍ଦୂର ଅଧୀନରେ ଦିଆଯାଇଥିବା ସମସ୍ତ କାର୍ଯ୍ୟକୁ ସଠିକତା ଏବଂ ଦାୟିତ୍ୱ ସହିତ ସଫଳତାର ସହିତ ସମାପ୍ତ କରିଛି। ଏହି […]

Read More Text.

ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ, ୨୦ ୟୁନିଟ ରକ୍ତ ସଂଗ୍ରହ

ବାରିପଦା : ସ୍ଥାନୀୟ ଓଡିଶା ରକ୍ତ କେନ୍ଦ୍ର, ବାରିପଦା ପରିସରରେ ଓଡିଶା ରକ୍ତଦାତା ମହାସଂଘ, ବାରିପଦା ଶାଖା ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି I ଏହି ଶିବିରକୁ ବରିଷ୍ଠ ସଦସ୍ୟ ସର୍ଦ୍ଦାର ହରିଚରଣ ସିଂହ ଓ ରକ୍ତ ଭଣ୍ଡାର ଅଧିକାରୀ ଡଃ ସୌମ୍ୟ ରଞ୍ଜନ ନାୟକ ଉଦଘାଟନ କରିଥିଲେ I ଏହି ଶିବିରରେ ୨ ଜଣ ମହିଳା ସମେତ ମୋଟ ୨୦ ଜଣ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ I ରକ୍ତଭଣ୍ଡାରର ରୁଚିକା ଖୁରାନା, […]

Read More Text.

ଅପରେସନ୍ ସିନ୍ଦୂରକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ଵପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ଅପରେସନ୍ ସିନ୍ଦୂରକୁ ନେଇ ଆଜି ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଅସ୍ତ୍ର ବିରତି ପରେ ୩ ସେନା ମୁଖ୍ୟଙ୍କ ସହ ଆଲୋଚନା କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ବୈଠକରେ ସିଡିଏସ୍ ଅନୀଲ ଚୌହାନ୍ , ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ୍  ପ୍ରମୂଖ ସାମିଲ ହୋଇଛନ୍ତି। ଗତକାଲି ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ବିରତି ପରେ ସୀମାରେ ଏବେ କିଛି ମାତ୍ରାରେ ଶାନ୍ତି ଫେରୁଛି। କାଲି ସନ୍ଧ୍ୟା ସମୟରେ ଅସ୍ତ୍ର ବିରତି ହୋଇଥିଲା। […]

Read More Text.

ମହେଶ ଦାଶ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ – ୧୨ ରୁ ୧୮ ତାରିଖ 

ବାରିପଦା : ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ମହେଶ ଦାଶ ଫୁଟବଲ ଏକାଡେମୀ ଆନୁକୂଲ୍ୟରେ ମହେଶ ଦାଶ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚଳିତ ମାସ ୧୨ ରୁ ୧୮ ତାରିଖ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଅଛି I ଏହି ଟୁର୍ଣ୍ଣାମେଣ୍ଟରେ ଯୁବ ଟିମର ୮ ଟି ଓ ଭେଟେରାନ ଟିମର ୮ ଟି ଦଳ ଅଂଶଗ୍ରହଣ କରୁଛନ୍ତି ବୋଲି ମୁଖ୍ୟ ଆୟୋଜକ ଲୋହିତ ଦାଶ ଜଣାଇଛନ୍ତି I ପ୍ରତ୍ୟେକ ଦିନ ଅପରାହ୍ନ ୩ଟା ରୁ ୬ଟା […]

Read More Text.

ବ୍ରହ୍ମୋସ ଉତ୍ପାଦନ ୟୁନିଟ୍ ଉଦ୍‌ଘାଟନ କଲେ ରାଜନାଥ: ବର୍ଷକୁ ୧୦୦ କ୍ଷେପଣାସ୍ତ୍ର ତିଆରି ହେବ

ଲକ୍ଷ୍ନୌ: ପାକିସ୍ତାନ ସହିତ ବଢୁଥିବା ସାମରିକ ଉତ୍ତେଜନା ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର ଉତ୍ତରପ୍ରଦେଶର ଲକ୍ଷ୍ନୌର  ପ୍ରତିରକ୍ଷା ଶିଳ୍ପ କରିଡରରେ ବ୍ରହ୍ମୋସ ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ଉତ୍ପାଦନ ୟୁନିଟ୍‌କୁ ଭର୍ଚୁଆଲ୍ ଭାବରେ ଉଦ୍‌ଘାଟନ କରିଛନ୍ତି। ଉତ୍ପାଦନ ୟୁନିଟ୍‌କୁ ବାର୍ଷିକ ୮୦ ରୁ ୧୦୦କ୍ଷେପଣାସ୍ତ୍ର ନିର୍ମାଣ କରିବା ପାଇଁ ଡିଜାଇନ୍ କରାଯାଇଛି। ଲକ୍ଷ୍ନୌରେ ବ୍ରହ୍ମୋସ୍ ଏରୋସ୍ପେସ୍ ଇଣ୍ଟିଗ୍ରେସନ୍ ଏବଂ ପରୀକ୍ଷଣ ସୁବିଧାର ଉଦ୍‌ଘାଟନ ଉତ୍ସବରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି, ଆଜି ଜାତୀୟ ପ୍ରଯୁକ୍ତିବିଦ୍ୟା […]

Read More Text.