ନାବାଳିକା କୁ ବିବାହ ର ପ୍ରତିଶୃତି ଦେଇ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ କୁ ୨୨ ବର୍ଷ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା
ବାରିପଦା: ଜନୈକ ନାବାଳିକା କୁ ବିବାହ ର ମିଛ ପ୍ରତିଶୃତି ଦେଇ ବାରମ୍ବାର ଦୁଷ୍କର୍ମ କରିଥିବା ଅଭିଯୋଗ ସଂକ୍ରାନ୍ତ ଏକ ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପର ଥାନା ଅନ୍ତର୍ଗତ ବାଧିମୁହା ଗ୍ରାମର ଶରତ ପରମାଣିକ (38) କୁ ଦଫା 354 ଅନୁଯାୟୀ ଦୁଇ ବର୍ଷ ସଶ୍ରମ କାରାଦଣ୍ଡ ସମେତ ପାଞ୍ଚ […]
Read More Text.