ଅଚାନକ ପାଣି ଛାଡିଦେଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା

ନୂଆଦିଲ୍ଲୀ : ପାକିସ୍ତାନ ଉପରେ ଘନ ଘନ କ୍ଷେପଣାସ୍ତ୍ର ମାଡ଼ ପରେ ଭାରତ ନୂଆ ଚାଲ୍‌ ଖେଳିଛି। ସାମରିକ ଆକ୍ରମର ସହିତ ପାକିସ୍ତାନ ଉପରେ ପାଣି ମାଡ଼ କରିଛି ଭାରତ। ଅର୍ଥାତ ଭାରତ ଚେନାବ ନଦୀ ଜଳକୁ ଅଚାନକ ପାକିସ୍ତାନକୁ ଛାଡ଼ି ଦେଇଛି। ଯାହାଫଳରେ ପାକ୍‌ରେ ବନ୍ୟା ହେବାର ଆଶଙ୍କା ଦେଖାଦେଇଛି। ଭାରତ ସରକାର ଗୁରୁବାର ରମ୍ବନଠାରେ ଚେନାବ ନଦୀରେ ନିର୍ମିତ ବଗଲିହାର ଡ୍ୟାମର ୨ଟି ଗେଟ ଏବଂ ରିଆସୀଠାରେ ସଲାଲ ଡ୍ୟାମର ୩ଟି ଗେଟ୍‌କୁ ଖୋଲି […]

Read More Text.

ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ୮ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୫ଟି ବିଭାଗର ୮ ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ‘ବିପର୍ଯ୍ୟୟ ପ୍ରତିରୋଧକ ସଡ଼କ’ ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଥିବାବେଳେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରାଯାଇଛି। ଫଳରେ ୧୦୦୦ କୋଟି ବ୍ୟୟରେ ୫୦୦ କିଲୋମିଟର ନୂତନ ରାସ୍ତା ନିର୍ମାଣ ହେବ ବୋଲି ଜଣାପଡ଼ିଛି। ରାଜ୍ୟ କ୍ୟାବିନେଟରେ ବୈଠକ ନିର୍ବାଚନମଣ୍ଡଳିରେ ଥିବା ସଡ଼କ ନିର୍ମାଣ […]

Read More Text.

ଏହା ଆବଶ୍ୟକତା ଥିଲା, ସେନାକୁ ଅଭିନନ୍ଦନ: ମୋହନ ଭାଗବତ

ନାଗପୁର: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ଏକ ବିବୃତ୍ତି ମଧ୍ୟ ଜାରି କରାଯାଇଛି। ଏହି ପରିସ୍ଥିତିରେ ସେ ସରକାର ଏବଂ ସଶସ୍ତ୍ର ବାହିନୀ ସହିତ ଠିଆ ହେବେ ବୋଲି ଆରଏସଏସ ମୁଖ୍ୟ ମୋହନ ଭାଗବତ କହିଛନ୍ତି। ମୋହନ ଭାଗବତ ଇନଷ୍ଟାଗ୍ରାମରେ ଏକ ପୋଷ୍ଟରେ କହିଛନ୍ତି, “ଅପରେସନ ସିନ୍ଦୂର ପାଇଁ ଭାରତ ସରକାର ଏବଂ ସଶସ୍ତ୍ର ବାହିନୀର ନେତୃତ୍ୱକୁ ହାର୍ଦ୍ଦିକ ଅଭିନନ୍ଦନ। ହିନ୍ଦୁ ପର୍ଯ୍ୟଟକଙ୍କ ନିର୍ମମ ହତ୍ୟାକାଣ୍ଡରେ ପୀଡିତ […]

Read More Text.

ସମୃଦ୍ଧ ଓଡ଼ିଶା ଗଠନ ଓ ବିକାଶ ପାଇଁ ମା’ ତାରାତାରିଣୀଙ୍କ ପୂଜାର୍ଚ୍ଚନା କରିଛି: ମୋହନ

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଦକ୍ଷିଣ ଓଡ଼ିଶା ପ୍ରସିଦ୍ଧ ଦେବୀ ‘ମା ତାରାତାରିଣୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ଏହି ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ପ୍ରଥମେ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ମା’ଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ତାରାତାରିଣୀ ପୀଠର ବିକାଶ ଦିଗରେ ସମସ୍ତ ପ୍ରକାର ବିହିତ ପଦକ୍ଷେପ ଗ୍ରହଣ କରାଯିବ। ମା’ଙ୍କ ଦର୍ଶନ, ପୂଜାର୍ଚ୍ଚନା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ଙ୍କୁ ଦର୍ଶନ […]

Read More Text.

ପାକିସ୍ତାନକୁ କଡ଼ା ସମାଲୋଚନା କଲେ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି କାଟଜୁ

ନୂଆଦିଲ୍ଲୀ,୯।୫: ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ମାର୍କଣ୍ଡେୟ କାଟଜୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ବିବାଦ ଉପରେ କଟାକ୍ଷ କରିଛନ୍ତି। ସେ ଫେସବୁକରେ ଦୁଇଟି ପୋଷ୍ଟ ଲେଖିଛନ୍ତି ଏବଂ ପାକିସ୍ତାନକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଆମେ ଖୁବ ଶୀଘ୍ର ଲାହୋରରେ ଜଳଖିଆରେ ବେକନ ଏବଂ ଅଣ୍ଡା ଖାଇବୁ, ଇସଲାମାବାଦରେ ମଧ୍ୟାହ୍ନ ଭୋଜନରେ ବିରିୟାନିର ମଜା ନେବୁ, ପେଶାୱରରେ ଚା’ ସହିତ ଡୋନଟ୍ସ ଖାଇବୁ ଏବଂ କରାଚୀରେ ରାତ୍ରୀ ଭୋଜନରେ ସାମୁଦ୍ରିକ ଖାଦ୍ୟ ବା […]

Read More Text.

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆମ ରାଜ୍ୟ ସବୁ ପ୍ରକାର ସ୍ଥିତି ପାଇଁ ପ୍ରସ୍ତୁତ ଅଛି। ଡାଲି, ଚାଉଳ, ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ଗଚ୍ଛିତ ଅଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, କୌଣସି ପ୍ରକାର କଳାବଜାରୀକୁ ପ୍ରଶ୍ରୟ ଦିଆଯିବ ନାହିଁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ‌ମୋଦୀ କହିଛନ୍ତି ଅପେରସନ ସିନ୍ଦୂରରେ ସୀମିତ ରହିବନି […]

Read More Text.

ଓଡ଼ିଶାକୁ ଫେରିଲା ହିଟ୍‌ଓ୍ବେଭ୍‌: ମେ ୧୪ ପର୍ଯ୍ୟନ୍ତ ତାତିରୁ ନାହିଁ ତ୍ରାହି

ଭୁବନେଶ୍ୱର ,୮।୫: କିଛି ଦିନର ବିରାମ ପରେ ତାପମାତ୍ରା ବୃଦ୍ଧି ସହିତ ଓଡ଼ିଶାକୁ ଗରମ ଏବଂ ଗୁଳୁଗୁଳି ଫେରିଛି, ଯାହା ସାଧାରଣ ଜୀବନଯାତ୍ରାକୁ ଗମ୍ଭୀର ଭାବେ ପ୍ରଭାବିତ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ, ଏହି ପାଗ ମେ ୧୪ ପର୍ଯ୍ୟନ୍ତ ଜାରି ରହିବ ଏବଂ ମେ ୧୦ ତାରିଖରୁ ତାତି ଲହରୀର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆଜିଠାରୁ ଆରମ୍ଭ ହେଉଥିବା ସାତ ଦିନ ପାଇଁ ଅନେକ ଜିଲା ପାଇଁ ଆଲର୍ଟ ଜାରି […]

Read More Text.

ପାକିସ୍ତାନ ପରେ ବାଂଲାଦେଶ ସୀମାରେ ବଡ଼ ହଲଚଲ, ସେନା ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୮।୫: ଏପଟେ, ପହଲଗାମ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ଏକ ବଡ଼ ଜବାବ ଦେଇଛି। ଅନ୍ୟପକ୍ଷରେ, ପାକିସ୍ତାନ ସହିତ ଡେଇଁପଡ଼ିଥିବା ବାଂଲାଦେଶକୁ ମଧ୍ୟ ଏକ ଛୋଟ ଇଞ୍ଜେକ୍ସନ ଦିଆଯାଇଛି। ପ୍ରକୃତରେ, ବୁଧବାର ଭାରତ ୧୨୩ ଜଣ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ଫେରାଇ ଦେଇଥିଲା। ସେମାନଙ୍କ ମଧ୍ୟରୁ ଅଧିକାଂଶ ରୋହିଙ୍ଗ୍ୟା ସମ୍ପ୍ରଦାୟର ଥିଲେ, ଯେଉଁମାନେ ସୀମା ପାର ହୋଇ ଭାରତର ବିଭିନ୍ନ ସ୍ଥାନକୁ ଯାଇଥିଲେ। ଭାରତ ସେମାନଙ୍କୁ ସମସ୍ତଙ୍କୁ ଖୋଜି ବାଂଲାଦେଶ ପଠାଇ ଦେଇଛି। ଡେଲି ଷ୍ଟାରର ରିପୋର୍ଟ ଅନୁଯାୟୀ, […]

Read More Text.

ସରଳ ଓ ତ୍ରୁଟିଶୂନ୍ୟ ହେବ ପରିବାର ପେନ୍‌ସନ୍ ନିୟମ

ଭୁବନେଶ୍ବର : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୫ଟି ବିଭାଗର ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୈଠକ ପରେ ଗୃହୀତ ପ୍ରସ୍ତାବଗୁଡ଼ିକ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ ଆଜି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ତିନିଟି ପ୍ରସ୍ତାବ ସମେତ ଗ୍ରାମ୍ୟ ଉନ୍ନୟନ ବିଭାଗର ଦୁଇଟି ପ୍ରସ୍ତାବ ଆସିଥିବାବେଳେ ବାଣିଜ୍ୟ ଓ ପରିବହନ ବିଭାଗ, ଅର୍ଥ […]

Read More Text.

ଓଡ଼ିଶା ଆସିବେନି ଶାହା, ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଭୁବନେଶ୍ୱର,୮ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରହିଛି। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ସମ୍ବଲପୁର ଜିଲାପାଳ। ଚଳିତମାସ ୧୦ ଓ ୧୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ ଶାହା। ତେବେ ଏହି କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଓଡିଶା ଗସ୍ତରେ ଆସି ଜଟଣୀ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ଥିଲା। ଏହାପରେ ସନ୍ଧ୍ୟାରେ ପିରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବାର ଥିଲା  । ମହାପ୍ରଭୁଙ୍କ ଦର୍ଶନ କରିବା […]

Read More Text.