ପୁଲିସକର୍ମୀଙ୍କ ଛୁଟି ରଦ୍ଦ, ବନ୍ଦ ହେଲା ସ୍କୁଲ; ‘ଅପରେସନ ସିନ୍ଦୂର’ ପରେ ପଞ୍ଜାବ-ରାଜସ୍ଥାନରେ ହାଇଆଲର୍ଟ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବରେ, ଭାରତ କ୍ଷେପଣାସ୍ତ୍ର ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ନଅଟି ଆତଙ୍କବାଦୀ ଆଡ୍ଡାକୁ ଧ୍ୱଂସ କରିଥିଲା। ସେବେଠାରୁ ହତାଶ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଗୁଳିମାଡ଼ କରିଚାଲିଛି। ଏହାକୁ ଦୃଷ୍ଟିରେ ରଖି, ପଡ଼ୋଶୀ ଦେଶ ସହିତ ସୀମା ସେୟାର କରୁଥିବା ପଞ୍ଜାବ ଏବଂ ରାଜସ୍ଥାନ ସରକାର ସତର୍କ ହୋଇଯାଇଛନ୍ତି। ପଞ୍ଜାବ, ପାକିସ୍ତାନ ସହିତ ୫୩୨କିଲୋମିଟର ସେୟାର କରୁଥିବାବେଳେ ରାଜସ୍ଥାନ, ପାକିସ୍ତାନ ସହିତ ୧୦୭୦ କିଲୋମିଟର ଲମ୍ବା ସୀମା […]

Read More Text.

ଏଟିଏମ୍‌ କାର୍ଡ ଲୁଟ୍‌ ଘଟଣା: ପଶ୍ଚିମବଙ୍ଗର ୩ ଲୁଟେରା ଗିରଫ

ଖୋର୍ଦ୍ଧା : ବିଭିନ୍ନ ସମୟରେ ଅଶିକ୍ଷିତ କିମ୍ବା ବୃଦ୍ଧ ବୃଦ୍ଧା ଏଟିଏମ୍‌ କାଉଣ୍ଟରରୁ ଟଙ୍କା ବାହାର କଲା ବେଳେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏହାର ସୁଯୋଗ ନେଇ ପଶ୍ଚିମବଙ୍ଗର ତିନି ସାଇବର ଲୁଟେରା ବିଭିନ୍ନ କାଉଣ୍ଟରରେ ତୀକ୍ଷଣ ନଜର ରଖି ଏଟିଏମ କାର୍ଡ ଚୋରି କରି ଆକାଉଣ୍ଟରୁ ଅର୍ଥ ଲୁଟ୍‌ କରିବାରେ ସଫଳ ହୋଇଥିଲେ। ଗତ ତିନିମାସ ଧରି ଏହି ପ୍ରକାର ଅଭିଯୋଗ ଖୋର୍ଦ୍ଧା ଜିଲାର ଜଙ୍କିଆ, ନାଚୁଣୀ, ଟାଙ୍ଗି, ବାଲୁଗାଁ ଥାନାରେ ଅଭିଯୋଗ ହୋଇ […]

Read More Text.

ଆମେ ସେନାର ସାହସକୁ ନମନ କରୁଛୁ – ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ବର: ଭାରତର ପହଲଗାମ ପ୍ରତିଶୋଧ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂସ୍କୃତିରେ ‘ସିନ୍ଦୂର’କେବଳ ପରମ୍ପରା ନୁହେଁ, ଏହା ତ୍ୟାଗ ଏବଂ ସଂକଳ୍ପର ପ୍ରତୀକ। ଏହି ଭାବନା ଆମ ସୈନିକମାନଙ୍କ ମନରେ ମଧ୍ୟ ରହିଛି। ଭାରତ ବର୍ତ୍ତମାନ କେବଳ ପ୍ରତିରକ୍ଷା କରୁନାହିଁ ବରଂ ସଂପୂର୍ଣ୍ଣ ଭାବରେ ଆତଙ୍କବାଦକୁ ଉଚ୍ଛେଦ କରିବାକୁ ଆଗେଇ ଚାଲିଛି। ଆମେ ସେନାର ସାହସକୁ ନମନ କରୁଛୁ। ଆମେ ସେନା ସହିତ ଅଛୁ। ଆମେ ସେନାର ବିଜୟରେ […]

Read More Text.

ବାବା ପୂର୍ଣେଶ୍ଵର ମନ୍ଦିରରେ ପରିବେଶ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାରିପଦା :  ତହସିଲଦାର ବିଶ୍ବନାଥ ବିଶ୍ବାଳ ଏବଂ ତାଙ୍କ ଟିମ୍ ଦ୍ଵାରା ବହୁ ଵିଧ ସାମାଜିକ କାର୍ଯ୍ୟକ୍ରମ ହାତକୁ ନେଉଛନ୍ତି ।ନିକଟରେ ପ୍ରବଳ ଗ୍ରୀଷ୍ମପ୍ରବାହରେ ସରକାରୀ, ବେସରକାରୀ , ଜନଶୁଣାଣୀକୁ ଆସୁଥିବା ଅଭିଯୋଗକାରୀ ମାନଙ୍କୁ ୩ ଥର ଦହି ସରବତ,ପୁଦିନା ସରବତ ବେଲ ପଣା ବଣ୍ଟନ କରାଯାଇଛି ।  ଠାକୁରାଣୀଵେଡା ଗ୍ରାମସ୍ଥ   ରାଜସ୍ଵ ଦେବୋତ୍ତର ଜମିରେ ବହୁ ବୃକ୍ଷ ଲଗାଯାଇ ସବୁଜିମା କରାଯାଇଛି ।  କୁଚେଇବୁଢି ଗ୍ରାମସ୍ଥ ବହୁ ପୁରାତନ ଶୈବପୀଠ  ଶ୍ରୀ ଶ୍ରୀ ବାବା ପୂର୍ଣେଶ୍ଵର ମନ୍ଦିର […]

Read More Text.

ବୟନିକା ‘ ର ୬୯ ତମ ପ୍ରତିଷ୍ଠା ଦିବସ ପାଳିତ 

ବାରିପଦା:  ଓଡ଼ିଶା ହସ୍ତତନ୍ତର ଅଗ୍ରଣୀ ଅନୁଷ୍ଠାନ ‘ ଵୟନିକା’ ର  ୬୯ ତମ ପ୍ରତିଷ୍ଠା ଦିବସ ଓଡ଼ିଶା ସମେତ ଭାରତ ଏବଂ ଭାରତ ବାହାରେ ଯେଉଁଠାରେ ବୟନିକା ବିପଣନ କେନ୍ଦ୍ର ଅଛି ସେଠାରେ ପାଳିତ ହୋଇଯାଇଛି ।ସାରା ବିଶ୍ଵରେ  ଓଡ଼ିଶା ହସ୍ତତନ୍ତର ବୟନିକା ର ଏକ ସ୍ବତନ୍ତ୍ର ନିଆରା ପରିଚୟ ଅଛି ।ଏହାର ମାନ,ବାନ୍ଧ କଳା ଗୁଣବତ୍ତା, ଆକର୍ଷଣୀୟ ଡିଜାଇନ୍ ସମସ୍ତଙ୍କୁ ଆକର୍ଷଣିୟ କରିଛି ।  ସହରର ଗୋଲେଇ ଛକ ନିକଟସ୍ଥ ହରପାର୍ବତୀ ପାର୍ବତୀ ମଣ୍ଡପ ସମ୍ମୁଖରେ’ ବୟନିକା […]

Read More Text.

ଚଳିତ ମଇ ମାସ ୧୦ତାରିଖ ରେ ଅନୁଷ୍ଠିତ ହେବ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ବାରିପଦା: ଜିଲ୍ଲା ଆଇନ ସେବା ପ୍ରାଧିକରଣ,ମୟୁରଭଞ୍ଜ, ବାରିପଦାଙ୍କ ତରଫରୁ ଚଳିତ ମଇମାସ ତା ୧୦-୦୫-୨୦୨5 ରିଖ (ଶନିବାର) ବାରିପଦାସ୍ଥିତ ସିଭିଲ କୋର୍ଟ ପରିସରରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ। ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରଧିନ ମକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ ) ଚେକ ବାଉନ୍ସ, ବ୍ୟାଙ୍କ ଋଣ ମାମଲା, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ବିବାଦ ମାମଲା, ଲୋକ ଉପଯୋଗୀ ସେବା ସମ୍ବନ୍ଦୀୟ ବିଦ୍ୟୁତ, ଜଳ ବିଲ […]

Read More Text.

ଯୁଦ୍ଧ ପାଇଁ ମକ୍ ଡ୍ରିଲ୍, ବାଜିଲା ସାଇରନ୍

ଭୁବନେଶ୍ବର : ଯୁଦ୍ଧ ପ୍ରସ୍ତୁତି ପାଇଁ ମକ୍‌ ଡ୍ରିଲ୍‌। ରାଜଧାନୀ ଭୁବନେଶ୍ୱରରେ ବାଜିଲା ସାଇରନ। ଏଥିସହିତ ଏକାସାଙ୍ଗରେ କେନ୍ଦ୍ରାପଡ଼ା, ପାରାଦୀପ, ବାଲେଶ୍ୱର, ରାଉରକେଲା, ଗଞ୍ଜାମର ଗୋପାଳପୁରରେ ମଧ୍ୟ ଏହି ଯୁଦ୍ଧ ସାଇରନ ବାଜିଛି। ବୋମା ବର୍ଷଣ ବେଳେ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ପରାମର୍ଶ ଦିଆଯାଇଛି। ଯୁଦ୍ଧ ହେଲେ ଜନସାଧାରଣ କିପରି ନିଜ ଧନଜୀବନକୁ ସୁରକ୍ଷିତ ରଖିବେ ସେ ନେଇ ଆଜିର ଏହି ମକ୍‌ଡ୍ରିଲ୍‌। ଏଥିରେ କେହି ଭୟଭୀତ ହେବାର ନାହିଁ ବୋଲି ପରାମର୍ଶ ଦିଆଯାଇଛି। ପୁଣି […]

Read More Text.

ନାବାଳିକା ଅପହରଣ ଏବଂ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ କୁ 30 ବର୍ଷ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା

ବାରିପଦା: ଜନୈକ  ନାବାଳିକା କୁ ଅପହରଣ କରିବା ଏବଂ ତା ସହିତ ହୋଇଥିବା  ଏକ ଦୁଷ୍କର୍ମ ସଂକ୍ରାନ୍ତ ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଅନ୍ତର୍ଗତ ନିମଡ଼ିହି କଲୋନୀ ସାହି  ଗ୍ରାମର ରବି ଏଲିଏସ ରବିନାରାୟଣ ଭୂୟାଁ (25) କୁ ଦଫା 363 ଏବଂ 366 ଉଭୟରେ   ଅନୁଯାୟୀ  ପାଞ୍ଚ […]

Read More Text.

‘ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ରାଜ୍ୟ ସରକାର କ୍ରମାଗତ ଉଦ୍ୟମ କରୁଛନ୍ତି’

ଭୁବନେଶ୍ୱର: ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ରାଜ୍ୟ ସରକାର ଢେଙ୍କାନାଳ, ବ୍ରହ୍ମପୁର ଓ ବାଲେଶ୍ୱରରେ ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱରସ୍ଥିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ର ସଂସଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହା କହିଛନ୍ତି। ଏଥି ସହିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲରେ ଏକ ନୂତନ ଏମରଜେନ୍ସି ୟୁନିଟର […]

Read More Text.
1

ମେ’ ୧୨ ସୁଦ୍ଧା ସିବିଏସ୍‌ଇ ଫଳ !

ଭୁବନେଶ୍ବର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ)ଦ୍ବାରା ପରିଚାଳିତ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ମେ’ ୧୨ ସୁଦ୍ଧା ପ୍ରକାଶ ପାଇବା ସମ୍ଭାବନା ରହିିଛି। ଦଶମରେ ପ୍ରାୟ ୨୪.୧୨ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଥିବାବେଳେ ଦ୍ବାଦଶରେ ୧୭.୮୮ଲକ୍ଷ ବିଦ୍ୟାର୍ଥୀ ଫର୍ମ ପୂରଣ କରିଥିଲେ। ଦଶମ ଶ୍ରେଣୀ ପରୀକ୍ଷା ଫେବୃଆରୀ ୧୫ରୁ ମାର୍ଚ୍ଚ ୧୮ପର୍ଯ୍ୟନ୍ତ ଚାଲିଥିଲା। ସେହିଭଳି ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫେବୃଆରୀ ୧୫ରୁ ଏପ୍ରିଲ ୪ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। […]

Read More Text.