ଅପରେସନ ‘ସିନ୍ଦୁର’ ପରେ ସ୍କୁଲ କଲେଜ ସବୁ ବନ୍ଦ

ନୂଆଦିଲ୍ଲୀ: ପାକିସ୍ତାନ ଉପରେ ବଡ଼ ବଦଲା ନେଇଛି ଭାରତୀୟ ସେନା। ପାକିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର (PoK)ରେ ଥିବା ଆତଙ୍କବାଦୀ ଆଡ୍ଡାଗୁଡିକ ଉପରେ ମିସାଇଲ ଆକ୍ରମଣ କରାଯାଇଛି। ଏହି ସୈନ୍ୟ ଅଭିଯାନର ନାମ ଦିଆଯାଇଛି ‘ଅପରେସନ ସିନ୍ଦୂର’। ଏହି ଆକ୍ରମଣ ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଥିବା ବାହାୱାଲପୁରକୁ ମଧ୍ୟ ଟାର୍ଗେଟ କରିଛି, ଯେଉଁଠାରେ ଜୈଶ-ଏ-ମହମ୍ମଦର ମୁଖ୍ୟ ଆଡ୍ଡା ରହିଛି। ଏହି ଘଟଣା ପରେ ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ପ୍ରତିକ୍ରିୟା […]

Read More Text.
Content image c86135ba 1542 412c 9068 f5d0fb30c159

ଅଧଘଣ୍ଟାରେ ସରିଲା ଅଧରାତିର ଆକ୍ରମଣ: ନ୍ୟାୟ ଆଣିଦେଲା ଅପରେସନ ସିନ୍ଦୂର

ନୂଆଦିଲ୍ଲୀ: ପହଲଗାମ୍ ଆକ୍ରମଣର ପ୍ରତିଶୋଧ ଏବଂ ନ୍ୟାୟ ଦେବାକୁ ଭାରତ ପକ୍ଷରୁ ଆରମ୍ଭ ହୋଇଥିଲା ଅପରେସନ ସିନ୍ଦୂର । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ୧ଟା ୦୫ରୁ ଅପରେସନ ଆରମ୍ଭ ହୋଇଥିବା ବେଳେ ରାତି ୧ଟା ୩୦ ବେଳକୁ ଅର୍ଥାର ମାତ୍ର ୨୫ ମିନିଟରେ ସରିଯାଇଥିଲା ଅପରେସନ ସିନ୍ଦୂର । ଅପରେସନରେ ଛାରଖାର ହୋଇଗଲା ଆତଙ୍କୀଙ୍କ ଆଡ୍ଡା । ଆତଙ୍କୀଙ୍କ ୯ଟି ଠିକଣାରେ ଏୟାର ଷ୍ଟ୍ରାଇକ୍ କରି ଶିବିରଙ୍କୁ ଧ୍ବଂସ କରିଦିଆଗଲା ବୋଲି କହିଛନ୍ତି କର୍ଣ୍ଣେଲ୍ ସୋଫିଆ […]

Read More Text.

ଏୟାର ଷ୍ଟ୍ରାଇକ୍‌ରେ ମାସୁଦ ଅଜହର ପରିବାର ଶେଷ: ୧୦ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଭାରତ ପାକିସ୍ତାନକୁ ଏକ ଶକ୍ତ ଝଟକା ଦେଇଛି। ସେନା, ନୌସେନା ଏବଂ ବାୟୁସେନାର ମିଳିତ ଅପରେସନରେ ୧୦୦ରୁ ଅଧିକ ଆତଙ୍କବାଦୀ ନିହତ ହୋଇଛନ୍ତି। ଭାରତ ଏହି ଅଭିଯାନର ନାମ ଅପରେସନ ସିନ୍ଦୂର ଦେଇଛି। ଭାରତୀୟ ସେନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଏହି କାର୍ଯ୍ୟାନୁଷ୍ଠାନ ବିଷୟରେ ସମ୍ପୂର୍ଣ୍ଣ ସୂଚନା ପ୍ରଦାନ କରାଯାଇଛି। ଭାରତ ପକ୍ଷରୁ ପିଓକେରେ କରାଯାଇଥିବା ଅପରେସନ ସିନ୍ଦୂରରେ ମାସୁଦ ଅଜହରର ସମ୍ପୂର୍ଣ୍ଣ ପରିବାର ନିଶ୍ଚିହ୍ନ ହୋଇଯାଇଛି। ପାକିସ୍ତାନୀ ଗଣମାଧ୍ୟମ ଅନୁସାରେ, ଭାରତ ମାସୁଦ ଅଜହରର […]

Read More Text.
113160066

ଅପରେସନ ସିନ୍ଦୂରକୁ ପ୍ରଶଂସା କଲା କଂଗ୍ରେସ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ୧୬ତମ ଦିନରେ, ଭାରତ ‘ଅପରେସନ୍ ସିନ୍ଦୂର’ ମାଧ୍ୟମରେ ଏହି ଆକ୍ରମଣର କଡ଼ା ଜବାବ ଦେଇଛି। ଏହା ସହିତ, ଭାରତ ବୁଧବାର ସକାଳେ ଆମେରିକା, ରୁଷିଆ ଏବଂ ବ୍ରିଟେନ ସମେତ ଅନେକ ପ୍ରମୁଖ ଦେଶକୁ ‘ଅପରେସନ୍ ସିନ୍ଦୂର’ କାର୍ଯ୍ୟ ବିଷୟରେ ସୂଚନା ଦେଇଛି। ଭାରତ ଏହାର ‘ଅପରେସନ୍ ସିନ୍ଦୂର’ ପାଇଁ ପାକିସ୍ତାନର ୧୦୦ କିଲୋମିଟର ପରିଧି ମଧ୍ୟରେ ୯ଟି ଆତଙ୍କବାଦୀ ଆଡ୍ଡା ଉପରେ ଆକ୍ରମଣ କରି ଧ୍ୱଂସ କରିଛି। ଅପରେସନ୍ ସିନ୍ଦୂର’କୁ କଂଗ୍ରେସ […]

Read More Text.
Zz

ଅପରେସନ ସିନ୍ଦୂର ଭାରତୀୟ ମୁଦ୍ରା ପାଇଁ ମହଙ୍ଗା

ମୁମ୍ବାଇ: ପହଲଗାମ ଆତଙ୍କବାଦୀ ଘଟଣା ପରେ ଶେଷରେ ଭାରତ ପାକିସ୍ତାନ ବିରୁଦ୍ଧରେ ଆନୁଷ୍ଠାନିକ ପଦକ୍ଷେପ ଗ୍ରହଣ କରିଛି। ଭାରତୀୟ ସେନାର ଅପରେସନ ସିନ୍ଦୂର ପାକିସ୍ତାନକୁ ବଡ଼ ଝଟକା ଦେଇଛି। ଭାରତୀୟ ସଶସ୍ତ୍ର ବାହିନୀ ମଙ୍ଗଳବାର-ବୁଧବାର ଅଧରାତିରେ ପାକିସ୍ତାନ ଏବଂ ପାକ୍ ଅଧିକୃତ କଶ୍ମୀରରେ ନଅଟି ଅଞ୍ଚଳର ୨୧ ଆତଙ୍କବାଦୀ ଶିବିର ଉପରେ କ୍ଷେପଣାସ୍ତ୍ର ଆକ୍ରମଣ କରିଥିଲେ। ବାହାବଲପୁରରେ ଜୈଶ୍-ଏ-ମହମ୍ମଦର ଏକ ଗଡ଼ ଏବଂ ମୁରିଦକେରେ ଲସ୍କର-ଏ-‌‌ତୋଇବାର ଆଡ୍ଡା ଧ୍ବଂସ ହୋଇଯାଇଛି। ଅନ୍ୟପକ୍ଷରେ ଅପରେସନ ସିନ୍ଦୂର ଭାରତୀୟ ମୁଦ୍ରା […]

Read More Text.
Zzz

ଅପରେସନ ସିନ୍ଦୂର ପରେ ଆସିଲା ମୋଦୀଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଥମ ପ୍ରତିକ୍ରିୟା ଆସିଛି। ଅପରେସନ ସିନ୍ଦୂର ପରେ ବୁଧବାର ପ୍ରଧାନମନ୍ତ୍ରୀ ମୋଦୀ ସିସିଏସ ବୈଠକରେ ଯୋଗ ଦେଇଥିଲେ। ଏହାପରେ ଏକ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବି ପ୍ରଧାନମନ୍ତ୍ରୀ ଅଂଶଗ୍ରହଣ କରିଥିଲେ। ଭାରତ ଅପରେସନ ସିନ୍ଦୂର ମାଧ୍ୟମରେ ପହଲଗାମ ସମେତ ଅନେକ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି। ସେନା ମଇ ୬ ଏବଂ ୭ ତାରିଖ ରାତିରେ ପାକିସ୍ତାନ ଏବଂ ପିଓକେରେ ଥିବା ୯ଟି ଆତଙ୍କବାଦୀ […]

Read More Text.

‘ଅପରେସନ ସିନ୍ଦୁର’ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଭେଟି ଅପରେଶନ ସିନ୍ଦୁର ବିଷୟରେ ସୂଚନା ଦେଇଛନ୍ତି। ଏହି ଅପରେଶନ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାର ମିଳିତ କାର୍ଯ୍ୟ ଥିଲା, ଯେଉଁଥିରେ ପାକିସ୍ତାନ ଅଧୀନସ୍ଥ କାଶ୍ମୀରରେ ଥିବା ଆତଙ୍କବାଦୀ ଶିବିର ଉପରେ ମିସାଇଲ ମାଡ କରାଯାଇଥିଲା। ସୂଚନା ଅନୁଯାୟୀ, ମୋଦୀ କ୍ୟାବିନେଟ ବୈଠକ ପରେ ରାଷ୍ଟ୍ରପତିଙ୍କୁ ଏହି ଅପରେଶନର ସଫଳତା ଏବଂ ଏହାର ଗୁରୁତ୍ୱ ବିଷୟରେ ଅବଗତ କରାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ […]

Read More Text.

ମକ୍‌ ଡ୍ରିଲ୍‌ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଜମ୍ମୁ କଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାମରେ ଗତମାସ ୨୨ ତାରିଖରେ ଘଟିଥିବା ଆତଙ୍କବାଦୀଙ୍କ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଛି। ଉଭୟ ଦେଶ ମଧ୍ୟରେ ସଂପର୍କ ସଂପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଥିବା ବେଳେ ଅନେକ ଏହାକୁ ଯୁଦ୍ଧ ପରିସ୍ଥିତି ଭାବେ ଦେଖୁଛନ୍ତି। ଏହାରି ମଧ୍ୟରେ ଭାରତ ସରକାର ମେ’ ୭ ତାରିଖ ଦିନରେ ଦେଶରେ ମକ୍‌ ଡ୍ରିଲ୍‌ ପାଇଁ ଆଦେଶ ଦେଇଛନ୍ତି। ଦେଶର ୨୪୪ଟି ଜିଲ୍ଲାରେ ଆସନ୍ତାକାଲି ମକ୍‌ଡ୍ରିଲ କରାଯିବ, […]

Read More Text.
Qatar

ଭାରତକୁ କତରର ସମର୍ଥନ ! ଚିନ୍ତାରେ ପାକିସ୍ତାନ

ନୂଆଦିଲ୍ଲୀ : ମୁସଲିମ ଦେଶ କତରର ଅମୀର ଶେଖ୍ ତାମିମ୍ ବିନ୍ ହମାଦ୍ ଅଲ୍-ଥାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି। ସେ ପହଲଗାମ ହତ୍ୟାକାଣ୍ଡରେ ମୃତ ଲୋକଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ। ସେ ଆତଙ୍କବାଦୀମାନଙ୍କୁ ନ୍ୟାୟ ଦେବା ପାଇଁ ଭାରତ ଦ୍ୱାରା ନିଆଯାଇଥିବା ପ୍ରତ୍ୟେକ ପଦକ୍ଷେପକୁ ସମର୍ଥନ କରିଥିଲେ। କତରର ଆମୀରଙ୍କ ସହ ଏହି ଆଲୋଚନା କେବଳ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ନୁହେଁ, ବରଂ ଏହା ପାକିସ୍ତାନ ପାଇଁ ମଧ୍ୟ ଅଧିକ ଚିନ୍ତାଜନକ […]

Read More Text.
Qggxov1wqkjsv2u31xpb

ଅସ୍ତ୍ର ଛାଡ଼ି ସରଳ ଜୀବନଯାପନ କରିବାକୁ ନିଷ୍ପତ୍ତି ନେଲେ ୧୪ ଜଣ ମାଓବାଦୀ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡେମ ପୁଲିସ ନିକଟରେ ୧୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ମଧ୍ୟରେ ଦୁଇ ଜଣ ଏସିଏମ ରାଙ୍କର ହୋଇଥିବା ବେଳେ ୪ ଜଣ ପାର୍ଟି ମେମ୍ବର, ୩ ଜଣ ଆରପିସି ମିଲିସିଆ, ଜଣେ କେଏଏମଏସ, ୪ ଜଣ ଭିସିଏମ ରେଙ୍କର ବୋଲି କୁହାଯାଇଛି। ଏମାନେ ଅସ୍ତ୍ର ଛାଡ଼ି ସରଳ ଜୀବନଯାପନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭଦ୍ରାଦୀ କଥାଗୁଡେମ ଜିଲ୍ଲା ପୁଲିସ ଏସପି, ସିଆରପିଏଫ କମାଣ୍ଡାଣ୍ଟଙ୍କ ନିକଟରେ ଏହି ୧୪ […]

Read More Text.