ବହୁ ପ୍ରତିକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ଵାକ୍ଷର କଲେ ଭାରତ-ବ୍ରିଟେନ
ନୂଆଦିଲ୍ଲୀ, ୬।୫: ଭାରତ ଏବଂ ବ୍ରିଟେନ ମଧ୍ୟରେ ବହୁ ପ୍ରତୀକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ସ୍ୱାକ୍ଷରିତ ହୋଇଛି। ଯାହା ଉଭୟ ଦେଶ ମଧ୍ୟରେ ଅର୍ଥନୈତିକ ଏବଂ ରଣନୀତିଗତ ସମ୍ପର୍କକୁ ଏକ ନୂଆ ଉଚ୍ଚତାକୁ ନେଇଯିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଚୁକ୍ତିକୁ ଏକ “ଐତିହାସିକ ମାଇଲଖୁଣ୍ଟ” ବୋଲି ଅଭିହିତ କରିଛନ୍ତି ଏବଂ ଏହା ଦୁଇ ଦେଶର ବ୍ୟାପକ ରଣନୀତିଗତ ଭାଗୀଦାରୀକୁ ଆହୁରି ଗଭୀର କରିବ ବୋଲି କହିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ […]
Read More Text.