ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ । ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ । ରାଜଧାନୀ ଭୂବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସୁଶାନ୍ତ ସିଂଙ୍କ ପରଲୋକ ହୋଇଛି । ସୁଶାନ୍ତ ସିଂହ ଦୀର୍ଘଦିନ ଧରି ଗୁରୁତର ଅସୁସ୍ଥତାରେ ପୀଡ଼ିତ ଥିଲେ । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଥିଲା, କିନ୍ତୁ ଆଜି ସକାଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଆହୁରି ଖରାପ ହୋଇଥିଲା ଏବଂ ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ତ୍ୱେ ତାଙ୍କୁ […]

Read More Text.
WhatsApp Image 2026 07 25 at 9.19.45 PM

“ପ୍ରତିଶ୍ରୁତି” ର ରଥଯାତ୍ରା ବିଶେଷାଙ୍କ ଲୋକାର୍ପିତ

ବାରିପଦା: ମୟୂରଭଞ୍ଜର ବାରିପଦାରୁ ଦୀର୍ଘ ୪୪ ବର୍ଷ ଧରି ନିରବଚ୍ଛିନ୍ନ ଭାବେ ସାହିତ୍ୟିକ ଭାଗବତ ପଣ୍ଡାଙ୍କ ସମ୍ପାଦନାରେ ପ୍ରକାଶ ପାଉଥିବା ସାହିତ୍ୟ ଓ ସଂସ୍କୃତି ମୂଳକ ତ୍ରୈମାସିକ ପତ୍ରିକା “ପ୍ରତିଶ୍ରୁତି” ର ରଥଯାତ୍ରା ବିଶେଷାଙ୍କ ଡାକ୍ତର ପାର୍ଥ ସାରଥୀ ଜେନାଙ୍କ ସଭାପତିତ୍ୱରେ ଲୋକାର୍ପିତ ହୋଇଯାଇଛି । ଉକ୍ତ ଲୋକାର୍ପଣ ଉତ୍ସବରେ ମୟୂରଭଞ୍ଜର ଜିଲ୍ଲାପାଳ ଶ୍ରୀଯୁକ୍ତ ହେମକାନ୍ତ ସୟ, ମୁଖ୍ୟଅତିଥି, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବରୁଣ ଗୁଣ୍ଠୁପାଲି ସମ୍ମାନୀତ ଅତିଥି, ବାରିପଦା ପୌରପରିଷଦର ନଗରପାଳ ଶ୍ରୀଯୁକ୍ତ କୃଷ୍ଣାନନ୍ଦ ମହାନ୍ତି […]

Read More Text.

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ  ବାହୁଡା଼ ଯାତ୍ରା, ରଥ ଖଳାରେ ତିନି ରଥ

ଶଙ୍ଖ, ହୁଳୁହୁଳି, ହରିବୋଲ,ଜୟ ଜଗନ୍ନାଥ ଧ୍ୱନୀରେ ଭକ୍ତିମୟ ହେଲା ବଦଦାଣ୍ଡ ବାରିପଦା: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରେ ଆଜି  ବାହୁଡା଼ରଥ ଯାତ୍ରା ସମ୍ପୂର୍ଣ୍ଣ ହୋଇଅଛି  l ପ୍ରଥା ଅନୁଯାୟୀ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ପହଣ୍ଡି ପର ଦୁଇଦିନ ରଥଟଣା ହୋଇଥାଏ l  ବାହୁଡା଼ ଯାତ୍ରା ର ପ୍ରଥମ ଦିନରେ ନନ୍ଦିଘୋଷ ରଥରେ କାଳିଆ ଠାକୁର ଶ୍ରୀମିନ୍ଦିର ସମ୍ମୁଖ ରଥଖଳାରେ ପହଞ୍ଚିଥିଲେ   l ସେଠାରେ ଅପେକ୍ଷା କରିଥିଲେ ବଡ଼ଭାଇ ବଳରାମ ଓ ଭଉଣୀ ସୁଭଦ୍ରା ଙ୍କୁ  l ପ୍ରଥମ […]

Read More Text.

ଜ୍ୟୋତିର୍ମୟୀଙ୍କ କଣ୍ଠରେ ଦୁଲୁକିଲା ମୁମ୍ବାଇ, ପ୍ରଥମ ଓଡ଼ିଆ ଭାବେ ଜିତିଲେ ଇଣ୍ଡିଆନ ଆଇଡଲ୍ ମୁକୁଟ

ମୁମ୍ବାଇ : ଓଡ଼ିଶା ପାଇଁ ଗର୍ବ ଓ ଗୌରବର ମୁହୂର୍ତ୍ତ। ଦେଶର ସବୁଠାରୁ ବଡ଼ ମ୍ୟୁଜିକ୍ ରିଆଲିଟି ସୋ ‘ଇଣ୍ଡିଆନ ଆଇଡଲ ସିଜନ ୧୬’ର ବିଜେତା ହୋଇଛନ୍ତି ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ। ଆଜି ଅନୁଷ୍ଠିତ ଗ୍ରାଣ୍ଡ ଫିନାଲେରେ ସେ ଇତିହାସ ରଚି ପ୍ରଥମ ଓଡ଼ିଆ ଭାବେ ଏହି ସମ୍ମାନଜନକ ମୁକୁଟ ପିନ୍ଧିଛନ୍ତି। ଟ୍ରଫି ସହ ମିଳିଲା ୨୦ ଲକ୍ଷ ଟଙ୍କାର ପୁରସ୍କାର ରବିବାର ଅନୁଷ୍ଠିତ ଏହି ମହାମୁକାବିଲାରେ ସାରା ଦେଶରୁ ଆସିଥିବା ଶ୍ରେଷ୍ଠ ପ୍ରତିଯୋଗୀମାନଙ୍କୁ ପଛରେ ପକାଇ […]

Read More Text.

ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ: ଶ୍ରୀକ୍ଷେତ୍ରରେ ଦୁର୍ଲଭ ସୁନାବେଶ ବା ରାଜରାଜେଶ୍ୱର ବେଶ ଶେଷ ହେବା ପରେ ଆଜି ପବିତ୍ର ଦ୍ୱାଦଶୀ ତିଥିରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହୋଇଛି। ଆଜି ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତିକାନ୍ତି ସମ୍ପୂର୍ଣ୍ଣ ହୋଇଥିଲା। ଶ୍ରୀଜୀଉଙ୍କ ଅଧର (ଓଷ୍ଠ) ଉଚ୍ଚାର ଉଚ୍ଚ ମାଟି ହାଣ୍ଡିରେ ଏହି ମହାପ୍ରସାଦ ପଣା ସମର୍ପଣ କରାଯାଇଥିଲା। ଭୋଗ ଲାଗି ହେବା ପରେ ନିୟମ ଅନୁସାରେ ରଥ ଉପରେ ସେହି ପଣା ହାଣ୍ଡିଗୁଡ଼ିକୁ ଭଙ୍ଗାଯାଇଥିଲା। […]

Read More Text.

ନନ୍ଦନ ନୀଲେକଣିଙ୍କ ନେତୃତ୍ୱରେ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ:ପ୍ରତିଯୋଗିତାମୂଳକ ପରୀକ୍ଷାର ବିଶ୍ୱସନୀୟତା, ସ୍ୱଚ୍ଛତା ଏବଂ ଦକ୍ଷତା ବୃଦ୍ଧି ଲକ୍ଷ୍ୟରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ସେୟାର କରିଥିବା ଏକ ଭିଡିଓ ବାର୍ତ୍ତାରେ ପରୀକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ଏକ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ ଗଠନ କରାଯିବ ବୋଲି ଘୋଷଣା କରିଛନ୍ତି। ସୂଚନା ଅନୁଯାୟୀ,ଏହି ଟାସ୍କ ଫୋର୍ସର ନେତୃତ୍ୱ ଇନଫୋସିସର ସହ-ସଂସ୍ଥାପକ ତଥା ପ୍ରଯୁକ୍ତିବିଦ୍ୟା ନନ୍ଦନ ନୀଲେକଣି ନେବେ। ପରୀକ୍ଷା ପ୍ରକ୍ରିୟାକୁ ଅଧିକ ସୁରକ୍ଷିତ, ସ୍ୱଚ୍ଛ […]

Read More Text.

ତୃତୀୟ ଥର ପାଇଁ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଲେ ମୀରବାଈ ଚାନୁ

ନୂଆଦିଲ୍ଲୀ: ଗ୍ଲାସଗୋରେ ଚାଲିଥିବା ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ଷ୍ଟାର ଭାରୋତ୍ତୋଳକ ସାଇଖୋମ୍ ମୀରାବାଈ ଚାନୁ ମହିଳା ୪୮ କିଲୋଗ୍ରାମ ବର୍ଗରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଏହାସହ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ମିଳିଛି। ୩୧ ବର୍ଷୀୟା ମୀରାବାଈ ଚାନୁ ନିଜର ଦମଦାର ପ୍ରଦର୍ଶନ ବଳରେ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି । ସେ ସ୍ନାଚରେ ୮୫ କିଲୋଗ୍ରାମ ଓଜନ ଉଠାଇ ନୂତନ ରେକର୍ଡ ସ୍ଥାପନ କରିଛନ୍ତି। କ୍ଲିନ୍ ଆଣ୍ଡ୍ ଜର୍କ ବିଭାଗରେ […]

Read More Text.

ପିଓକେ ଛଡ଼ା ପାକିସ୍ତାନ ସହ ଅନ୍ୟ କୌଣସି ବିଷୟ‌ରେ କଥାବାର୍ତ୍ତା ହେବନି

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ସ୍ପଷ୍ଟ କରିଛନ୍ତି ଯେ, ଭାରତ ପିଓକେ (ପାକିସ୍ତାନ-ଅଧିକୃତ କାଶ୍ମୀର) ବ୍ୟତୀତ ଅନ୍ୟ କୌଣସି ପ୍ରସଙ୍ଗ‌ରେ ପାକିସ୍ତାନ ସହ କଥାବାର୍ତ୍ତା କରିବନାହିଁ। ରାଜନାଥ କହିଛନ୍ତି, ପିଓକେ ହେଉଛି ଭାରତର ଅବିଚ୍ଛେଦ୍ୟ ଅଂଶ ଏବଂ ଏହା ଏବେ ବେଆଇନ ଭାବେ ପାକିସ୍ତାନ ଅଧୀନରେ ରହିଛି। ଦ୍ରାସ୍‌ରେ କାର୍ଗିଲ ଯୁଦ୍ଧ ସ୍ମାରକସ୍ଥଳରେ କାର୍ଗିଲ ବିଜୟ ଦିବସ ସ୍ମୃତି ସମାରୋହ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ରାଜନାଥ କହିଛନ୍ତି, ପାକିସ୍ତାନ ଆତଙ୍କବାଦକୁ ଏହାର ରାଷ୍ଟ୍ରନୀତି କରିଛି। […]

Read More Text.

ମାଇନ ସଂସ୍ପର୍ଶରେ ଆସି ହର୍ମୁଜରେ ଜଳିଗଲା ତୈଳ ଟ୍ୟାଙ୍କର

ନୂଆଦିଲ୍ଲୀ: ଇରାନୀ ସମ୍ବାଦ ସରବରାହ ସଂସ୍ଥା ‘ତସନିମ’ ଅନୁସାରେ ହର୍ମୁଜ ପ୍ରଣାଳୀରେ ଏକ ତୈଳ ଟ୍ୟାଙ୍କରରେ ବିସ୍ଫୋରଣ ହୋଇଛି। ଜାହଜରେ ଏହି ବିସ୍ଫୋରଣ ଇରାନ ଦ୍ୱାରା ନିର୍ଦ୍ଧାରିତ ଜଳ ମାର୍ଗ ବାହାରେ ମାଇନ ସଂସ୍ପର୍ଶରେ ଆସିବା ଯୋଗୁ ହୋଇଛି। ଏହି ମାମଲାରେ ଇରାନ ଅଧିକାରୀମାନେ ଏ ପର୍ଯ୍ୟନ୍ତ କୌଣସି ବୟାନ ଦେଇ ନାହାନ୍ତି। ଏହି ଘଟଣା ଇସ୍ଲାମିକ ରିଭଲ୍ୟୁସନାରୀ ଗାର୍ଡ କ୍ରପ (ଆଇଆରଜିସି) ଦ୍ୱାରା ଗୁରୁବାର ଦିଆଯାଇଥିବା ସୂଚନା ପରେ ଆସିଛି। ୩ଟି ତୈଳ ଟ୍ୟାଙ୍କର ହର୍ମୁଜ ପାର […]

Read More Text.

ପୁସ୍ତକ ତ୍ରୁଟିକୁ ନେଇ ବିରୋଧୀଙ୍କ ଚେତାବନୀ, ୭ ଦିନରେ ମନ୍ତ୍ରୀ ଇସ୍ତଫା ନ ଦେଲେ ରାସ୍ତାକୁ ଓହ୍ଲାଇବୁ

ଭୁବନେଶ୍ଵର: ପୁସ୍ତକ ତ୍ରୁଟିକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛନ୍ତି ବିରୋଧୀ । ୭ ଦିନରେ ଗଣଶିକ୍ଷା ମନ୍ତ୍ରୀ ଇସ୍ତଫା ନ ଦେଲେ ରାସ୍ତାକୁ ଓହ୍ଲାଇବାକୁ ଦେଇଛନ୍ତି ଧମକ। ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଏପଟେ ବିଜେଡି ମଧ୍ୟ ମନ୍ତ୍ରୀଙ୍କ ତୁରନ୍ତ ଇସ୍ତଫା ଦାବି କରିଛି । ଯାହାର ଜବାବ ରଖିଛି ବିଜେପି । ତୁଟୁନି ପୁସ୍ତକ ତୃଟି ବିବାଦ । ରାଜ୍ୟ ସରକାରଙ୍କ ବଡ ଆକ୍ସନ ପରେ ମଧ୍ୟ ଥମୁନି ରାଜନୀତି । ଗତକାଲି କେନ୍ଦ୍ରଶିକ୍ଷା […]

Read More Text.