ସବୁ ଜଗନ୍ନାଥ ମନ୍ଦିର ପାଇଁ ତିଆରି ହେବ ମାର୍ଗଦର୍ଶିକା

ଭୁବନେଶ୍ୱର: ଦୀଘା ଜଗନ୍ନାଥ ଧାମ ନାମକରଣ ବିବାଦ ନେଇ ଆଇନ ମନ୍ତ୍ରୀଙ୍କ ଚେତାବନୀ। ଦରକାର ପଡ଼ିଲେ ଆମେ ଆଇନର ଆଶ୍ରୟ ନେବୁ କହିଲେ। ଧାମ ଶବ୍ଦର ନାଁ କେବଳ ୪ଟି ସ୍ଥାନ ସହ ଜଡ଼ିତ। ଅନ୍ୟ କୌଣସି ସ୍ଥାନକୁ ଧାମ କୁହାଯାଇ ପାରିବ ନାହିଁ। ସେହିପରି ଦୀଘା ବେଳାଭୂମିକୁ ମହୋଦଧି କହିବାକୁ ବିରୋଧ କରୁଛୁ। ଏନେଇ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ଲେଖିବେ ରାଜ୍ୟ ସରକାର। ନ ମାନିଲେ ଆମେ ଆଇନର ଆଶ୍ରୟ ନେବୁ ବୋଲି କହିଛନ୍ତି ପୃଥ୍ବୀରାଜ। […]

Read More Text.

ଲଗାତର ୧୧ତମ ଦିନରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ଜମ୍ମୁ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରଠାରୁ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲଓସି)ରେ ଲଗାତର ଅସ୍ତ୍ରବିରତି ଉଲ୍ଲଂଘନ କରି ଗୁଳିଚାଳନା କରିଆସୁଛି। ବିନା ପ୍ରରୋଚନାରେ ପାକିସ୍ତାନୀ ପୋଷ୍ଟରୁ ଏହି ଗୁଳିଚାଳନା ଗୋଟିଏ କିମ୍ବା ଦୁଇଟି ସେକ୍ଟର ମଧ୍ୟରେ ସୀମିତ ହୋଇ ରହିନାହିଁ। ବରଂ ଏକକାଳୀନ ଅନେକ ସେକ୍ଟରରେ ଗୁଳିଚାଳନା ହେଉଛି। ତେବେ ଭାରତୀୟ ଯବାନମାନେ ଗୁଳିମାଡ଼ର ମୁହଁତୋଡ଼ ଜବାବ ଦେଉଛନ୍ତି। ପହଲଗାମ ଆକ୍ରମଣ ପରେ ଗତ ରାତିରେ ପାକିସ୍ତାନ ଲଗାତର ୧୧ତମ ଦିନ ପାଇଁ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସେନା […]

Read More Text.

ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ଜୋର ଧରିଛି ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗ। ଏହାରି ଭିତରେ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଳକା ଦାରୁ ପ୍ରସଙ୍ଗ କଥା ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ପୁରୀ ଶ୍ରୀମନ୍ଦିରରୁ ଯାଇନି ବଳକା ଦାରୁ। ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି କହିଛନ୍ତି ଆଇନ ମନ୍ତ୍ରୀ। ବଳକା ଦାରୁରେ ଅଢ଼େଇ ଫୁଟ ମୂର୍ତ୍ତି ନିର୍ମାଣ ଅସମ୍ଭବ। ମହାରଣା ସେବକଙ୍କ ସହ ଆଲୋଚନା ପରେ ଏହା ସ୍ପଷ୍ଟ ହୋଇଛି। ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ […]

Read More Text.
Mahakaleswar

ଉଜ୍ଜୈନ ମହାକାଳେଶ୍ୱର ମନ୍ଦିରରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଉଜ୍ଜୈନରେ ସ୍ଥିତ ବିଶ୍ୱ ପ୍ରସିଦ୍ଧ ବାବା ମହାକାଳେଶ୍ୱର ମନ୍ଦିରର ଶଙ୍ଖ ଦ୍ୱାରରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ପରେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଧୂଆଁ ଦେଖାଯାଇଛି । ନିଆଁ ଲାଗିବା ନେଇ ଖବର ପାଇବା ମାତ୍ରେ ଦମକଳ କର୍ମଚାରୀ ଘଟଣାସ୍ଥଳରେ ୩ଟି ଗାଡି ସହ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ମିଳିଥିବା ପ୍ରାଥମିକ ସୂଚନାନୁଯାୟୀ, ମନ୍ଦିର ପରିସରରେ ସିସିଟିଭି କଣ୍ଟ୍ରୋଲ୍‌ ରୁମ୍‌ର ଉପରେ ରଖାଯାଇଥିବା ବ୍ୟାରେଟରୀରୁ ନିଆଁ ଲାଗିଛି । […]

Read More Text.
Img 20250504 wa0190

ମେ ୨୦ ଦେଶବ୍ୟାପୀ ସାଧାରଣ ଧର୍ମଘଟର ସଫଳତା ପାଇଁ ମିଳିତ ପ୍ରସ୍ତୁତି ବୈଠକ

ବାରିପଦା: କେନ୍ଦ୍ର ସରକାରର ଶ୍ରମିକ, କୃଷକ, ସାଧାରଣ ମଣିଷ ବିରୋଧୀ ନୀତିର ପ୍ରତିବାଦରେ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ଵାଧୀନ ଫେଡେରେସନ ମାନଂକ ପକ୍ଷରୁ ଆଗାମୀ ମେ ୨୦ ଦେଶବ୍ୟାପୀ ସାଧାରଣ ଧର୍ମଘଟ ପରିପ୍ରେକ୍ଷୀରେ, ଆଜି ତୁଳସିଚୈରା ସ୍ଥିତ ମୟୁରଭଞ୍ଜ ଏଆଇଟିୟୁସି ଜିଲ୍ଲା କାର୍ଯ୍ୟାଳୟରେ ମିଳିତ ବୈଠକ ଅନୁଷ୍ଠିତ ହୋଇ ଯାଇଛି।ଆଇଏନଟିୟୁସି ର କୈଳାସ ଚନ୍ଦ୍ର ମହାନ୍ତ, ଏଆଇଟିୟୁସି ର ମଦନମୋହନ ଜେନା,ସିଆଇଟିୟୁ ରବି ଗୋସ୍ୱାମୀ,ଏଆଇୟୁଟିୟୁସି ର ପୂର୍ବତନ ବିଧାୟକ ଶମ୍ଭୁନାଥ ନାଏକଙ୍କୁ ନେଇ ଗଠିତ ସଭାପତି […]

Read More Text.
Img 20250504 wa0195

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର  ତାପସ କୁମାର ଆଢ୍ୟ ଓ ଅଜୟ କୁମାର ମହାପାତ୍ରଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ବାରିପଦା :  ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ମୟୂରଭଞ୍ଜ, ବାରିପଦାରେ ଦୁଇଜଣ ଅତ୍ୟନ୍ତ ଗରିମାମୟ ଓ ସେବାନିଷ୍ଠ ଅଧିକାରୀଙ୍କ ଅବସର ଗ୍ରହଣ ଅବସରରେ ବିଦାୟ ସମାରୋହ ଅନୁଷ୍ଠିତ ହୋଇଛି। ଏହି ଦୁଇଜଣ କର୍ମଚାରୀ ହେଲେ ହିନ୍ଦୀ ଶିକ୍ଷକ, ତାପସ କୁମାର ଆଢ୍ୟ ଓ ମୁଖ୍ୟ କିରାଣି, ଅଜୟ କୁମାର ମହାପାତ୍ର। ପ୍ରତିଷ୍ଠାନର ଅଧ୍ୟକ୍ଷ, ଶ୍ରୀଯୁକ୍ତ ପ୍ରମୋଦ କୁମାର ଡାକୁଆଙ୍କର ସଭାପତିତ୍ବରେ ଅନୁଷ୍ଠିତ ଏହି ବିଦାୟକାଳୀନ ସମାରୋହରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ମୟୂରଭଞ୍ଜ  ଗୌତମ କୁମାର […]

Read More Text.
Ram

ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ, ସାତ ଦିନ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ

ପୁରୀ : ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ । ନୋଟିସ ପାଇବାର ୭ ଦିନ ମଧ୍ୟରେ କୈଫିୟତ୍ ଦାଖଲ କରିବାକୁ ସମୟ ଦିଆଯାଇଛି ।  ନିଜର ଦ୍ବନ୍ଦ୍ବାତ୍ମକ ବୟାନ ଦ୍ବାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଗଣିତ ଭକ୍ତ ତଥା ଶ୍ରଦ୍ଧାଳୁଙ୍କ ମନରେ ବିଭ୍ରାନ୍ତି ସୃଷ୍ଟି ଏବଂ ଶ୍ରୀମନ୍ଦିର ଗରିମାକୁ କ୍ଷୁଣ୍ଣ କରିବା ଅଭିଯୋଗରେ ତାଙ୍କୁ ଏହି ନୋଟିସ୍ ଜାରି କରାଯାଇଛି । ନୋଟିସ୍ ଜାରି କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।  ସାତ ଦିନ ଭିତରେ […]

Read More Text.
Soumya

ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ ବରମୁଣ୍ଡା ଶିଶୁମନ୍ଦିରର ସୌମ୍ୟଜ୍ୟୋତି ୯୫ ପ୍ରତିଶତ ନମ୍ବର ରଖି ପାସ୍ କଲେ

ଭୁବନେଶ୍ୱର : ଓଡ଼ିଶା ମାଧ୍ୟମିକ ଶିକ୍ଷାବୋର୍ଡ ଦ୍ୱାରା ପରିଚାଳିତ ଚଳିତବର୍ଷର ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ ଭୁବନେଶ୍ୱର ବରମୁଣ୍ଡାସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରର ଛାତ୍ର ସୌମ୍ୟଜ୍ୟୋତି ରଥ ୯୫ ପ୍ରତିଶତ ନମ୍ବର (୫୭୦) ରଖି ପାସ୍ କରିବା ସହିତ ବିଦ୍ୟାଳୟ ଲାଗି ସୁନାମ ଆଣି ଦେଇଛନ୍ତି । କେନ୍ଦ୍ରାପଡା ଜିଲ୍ଲା ବାଲିସାହି ନିବାସୀ ଜ୍ୟୋତି ପ୍ରକାଶ ରଥ ଓ ମଧୁସ୍ମିତା ଶତପଥିଙ୍କ ଏକମାତ୍ର ପୁତ୍ର ସୌମ୍ୟଜ୍ୟୋତି ଜଣେ ମେଧାବୀ ଛାତ୍ରଭାବେ ଜଣାଶୁଣା । ନିଜର ସଫଳତାର ଶ୍ରେୟ […]

Read More Text.

ଅପ୍ରାକୃତିକ ଯୌନ ସମ୍ପର୍କ ଅଭିଯୋଗରେ ଅଭିଯୁକ୍ତ କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା

ବାରିପଦା: ଏକ ଜନୈକ  ନାବାଳକ ସହିତ ହୋଇଥିବା ଅପ୍ରାକୃତିକ ଯୌନ ସମ୍ପର୍କ ସଂକ୍ରାନ୍ତ ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ଜାମଦା  ଥାନା ଅନ୍ତର୍ଗତ ଲିପିଘୁଟୁ ଗ୍ରାମର ରଘୁନାଥ ମୁର୍ମୁ (25) କୁ ଦଫା 137(2) bns 2023  ଅନୁଯାୟୀ  ପାଞ୍ଚ ବର୍ଷ  ସଶ୍ରମ କାରାଦଣ୍ଡ ସମେତ ପାଞ୍ଚ ହଜାର ଟଙ୍କା ଜୋରିମାନା […]

Read More Text.

୩୪ ତମ ରଥଯାତ୍ରା କମିଟିର ଅଧ୍ୟକ୍ଷ ହେଲ ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ 

ବାରିପଦା- ବାମନଘାଟି ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଦେବୋତ୍ତର କମିଟି ଅଧ୍ୟକ୍ଷ ରାଇରଙ୍ଗପୁର ଉପଜିଲ୍ଲାପାଳ ଶ୍ରୀ ସୌମ୍ୟରଂଜନ ପ୍ରଧାନ ଙ୍କ ସଭାପତିତ୍ବରେ ୩୪ ତମ ରଥ କମିଟି ବୈଠକ ଆଜି ଅନୁଷ୍ଠିତ ହୋଇଯିବି । ଏଥିରେ ମୟୂରଭଞ୍ଜ ସାଂସଦ ନବ ଚରଣ ମାଝି, ରାଇରଙ୍ଗପୁର ବିଧାୟକ ଜଲେନ ନାଏକ, ବରିଷ୍ଠ ସଦସ୍ୟ ମନୋରଞ୍ଜନ ମହାନ୍ତି,  ମନ୍ଦିର ମୁଖ୍ୟ ପୂଜକ ଦେବବ୍ରତ ରଥ ମହାପାତ୍ର, ରାଜ୍ୟ  ବିଜେପି ସଂପାଦକ ନବୀନ ରାମ,ପ୍ରାକ୍ତନ ମୋରଡା ଵିଧାୟକ ରାଜ କିଶୋର ଦାସ, ଡାହୁକ […]

Read More Text.