Img 20250503 wa0194

ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ବାରିପଦା:  ସ୍ଥାନୀୟ ବାରୁଣୀ ରୋଡସ୍ଥିତ ମୟୁରଭଞ୍ଜ କେମିଷ୍ଟ ଭବନରେ ଉତ୍କଳ କେମିଷ୍ଟ ପରିବାରର ଚିର ନମସ୍ୟ ସ୍ବର୍ଗତ ଚୌଧୁରୀ ପ୍ରବୀର କୁମାର ଦାସଙ୍କ ନବମ ଶ୍ରାଦ୍ଧ ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର ହୋଇଅଛି। ଏଥିରେ ମୁଖ୍ୟ ଅତିଥି ଭାବେ ବାରିପଦା ଉପଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା, ସମ୍ମାନିତ ଅତିଥି ସମାଜସେବୀ ଅମର କୁମାର ସେଠି, ସର୍ବଭାରତୀୟ କେମିଷ୍ଟ ସଂଘର କାର୍ଯ୍ୟକାରିଣୀ ସଦସ୍ୟ ସରୋଜ କୁମାର ସାହୁ, ucdaର ପୂର୍ବତନ ସଭାପତି ସୁଢଳ ବିହାରୀ ମହାନ୍ତି ଓ଼ କେନ୍ଦ୍ରୀୟ […]

Read More Text.

ଚେକ ବାଉନ୍ସ ମାମଲାରେ ଅଭିଯୁକ୍ତ କୁ କାରାଦଣ୍ଡ ସମେତ ଅର୍ଥ ଦଣ୍ଡାଦେଶ

ବାରିପଦା –  ଆଜି ଏକ ଚେକ ବାଉନ୍ସ ମାମଲାର ବିଚାର କରି ମାନ୍ୟବର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ବାରିପଦା (ପ୍ରଥମ) ନିମ୍ନ     ଅଡାଲତ ତଥା ବିଚାର ବିଭାଗୀୟ ପ୍ରଥମ ଶ୍ରେଣୀ ମାଜିଷ୍ଟେଟ ପ୍ରଦାନ କରିଥିବା ଅଭିଯୁକ୍ତ ବିରୋଧରେ ରାୟ କୁ କାଏମ ରଖିଛନ୍ତି l ମାମଲାର ବିବରାଣୀ ରୁ ପ୍ରକାଶ ଯେ ମୟୁରଭଞ୍ଜ ଜିଲ୍ଲା ଶୁଳିଆପଦା ଥାନା ଅନ୍ତର୍ଗତ କଣ୍ଟିସାହି ଅଞ୍ଚଳର ଅଜୟ କୁମାର ପାତ୍ର କଣ୍ଟିସାହି ଲ୍ୟାମ୍ପ ରୁ ଏକଲକ୍ଷ ଟଙ୍କା ରୁଣ ନେଇଥିଲେ […]

Read More Text.
Vkfdilkhuq2vtgbzkgcq

ଶିମଲାର ସଞ୍ଜୌଲି ମସଜିଦ ଅବୈଧ, ଭାଙ୍ଗିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

ଶିମଲା: ହିମାଚଳ ପ୍ରଦେଶର ରାଜଧାନୀ ସିମଲାର ସଞ୍ଜୌଲିରେ ନିର୍ମିତ ମସଜିଦ ସମ୍ପୂର୍ଣ୍ଣ ବେଆଇନ ଏବଂ ମସଜିଦର ସମସ୍ତ ଚାରୋଟି ମହଲାକୁ ଭାଙ୍ଗି ଦିଆଯିବ ବୋଲି ଶିମଲା ମ୍ୟୁନିସିପାଲ କର୍ପୋରେସନର କମିଶନର କୋର୍ଟ ରାୟ ଶୁଣାଇଛନ୍ତି । ଏମ୍ସି କୋର୍ଟ ସ୍ପଷ୍ଟ ଭାବରେ କହିଛନ୍ତି ଯେ ମସଜିଦଟି କୌଣସି ବୈଧ ଅନୁମତି, ଏନଓସି ଏବଂ ଅନୁମୋଦିତ ମାନଚିତ୍ର ବିନା ନିର୍ମାଣ କରାଯାଇଥିଲା। ୧୫ ବର୍ଷ ଧରି ଚାଲିଥିବା ଏହି ବିବାଦ ଉପରେ ରାୟ ଦେବା ସମୟରେ କୋର୍ଟ କହିଛନ୍ତି […]

Read More Text.

ରାଜା ଚକ୍ରର ଓକିଲଙ୍କ ନାଁରେ ମାନହାନୀ ମୋକଦ୍ଦମା ଦାୟର କଲେ ମନମୋହନ ସାମଲ

ବାଲେଶ୍ବର: ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନୀ ମକଦ୍ଦମା । ମକଦ୍ଦମା ଦାଏର କଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ରାଜା ଚକ୍ରଙ୍କ ଓକିଲ ସିତାଂଶୁ ଦ୍ବିବେଦୀଙ୍କ ନାଁରେ ମକଦ୍ଦମା । ବାଲେଶ୍ବର ଏସଡିଜିଏମ୍‌ଙ୍କ କୋର୍ଟରେ ମକଦ୍ଦମା ହେଲା ଦାଏର । ସିତାଂଶୁ ଦ୍ବିବେଦୀଙ୍କ ବୟାନ ଉପରେ ମାନହାନୀ ମକଦ୍ଦମା ଦାୟରକ କଲେ ମନମୋହନ । ସୂଚନାଯୋଗ୍ୟ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାରେ ତଦନ୍ତ କରୁଛି […]

Read More Text.

ସିଡିପିଓଙ୍କ ଅମାପ ସମ୍ପତ୍ତି, ଭୁବନେଶ୍ୱରରେ ରହିଛି ୩୩୦୦ ବର୍ଗ ଫୁଟର ତିନି ମହଲା ଘର

କଟକ : ଭିଜିଲାନ୍ସ ଜାଲରେ ଶିଶୁ ବିକାଶ ଅଧିକାରୀ ଶକୁନ୍ତଳା ଦାସ । ଜଣେ ନବନିଯୁକ୍ତ ଅଙ୍ଗନବାଡ଼ି ହେଲପରଙ୍କ ଦରମା କରାଇଦେବା ପାଇଁ ଗତକାଲି ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିଲେ ସିଡିପିଓ ଶକୁନ୍ତଳା ଦାସ । ଏହାପରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଭିନ୍ନ ସ୍ଥାନରେ ଯାଞ୍ଚ ଚାଲିଛି । କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକର ସିଡିପିଓ ଶକୁନ୍ତଳା ଦାସଙ୍କ ରହିଛି ଅଚଳାଚଳ ସଂପତ୍ତି । ଭୁବନେଶ୍ୱର ଡୁମୁଡୁମାରେ […]

Read More Text.
Sudarshana cbi probe 750x430

‘ଜଗନ୍ନାଥ ଧାମ ନାଁ, ଗ୍ରହଣୀୟ ନୁହେଁ’, ବର୍ଷିଲେ ସୁଦର୍ଶନ

ଭୁବନେଶ୍ବର: ଦୀଘାର ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହେବା ପର ଠାରୁ ଥମୁନି ବିବାଦ । ଚାରିଆଡେ ଅସନ୍ତୋଷ ତେଜିଛି । ପଣ୍ଡାପଢିଆରଙ୍କ ଠାରୁ ନେଇ ସେବାୟତ ପର୍ଯ୍ୟନ୍ତ ସମସ୍ତେ ଏହାକୁ ବିରୋଧ କରିଛନ୍ତି । ଜଗନ୍ନାଥ ମନ୍ଦିର କଲେ, ହେଲେ କାହିଁକି ଏହାର ନାମ ‘ଜଗନ୍ନାଥ ଧାମ’ ରଖାଗଲା ବୋଲି ନେଇ, ତାକୁ ନେଇ ବିବାଦ । ଏହି କ୍ରମରେ ଏବେ ଦୀଘାରେ ‘ଜଗନ୍ନାଥ ଧାମ’ ନାଁ ବିବାଦରେ ନିଜର ପ୍ରତିକ୍ରିୟା ରଖି ଏହାକୁ ନିନ୍ଦା କରିଛନ୍ତି […]

Read More Text.

ପାକିସ୍ତାନରୁ ସମସ୍ତ ପ୍ରକାର ଆମଦାନୀ ଓ ରପ୍ତାନୀ ବନ୍ଦ

ପହଲଗାଓଁ ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ ପଦକ୍ଷେପ ନେଇଛନ୍ତି । ଭାରତ ପକ୍ଷରୁ ପାକିସ୍ତାନରୁ ଆମଦାନୀ ରପ୍ତାନୀ ବନ୍ଦ କରାଯାଇଛି । ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍ କରିଛନ୍ତି ଭାରତ ସରକାର । ଏନେଇ ବାଣିଜ୍ୟ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି । ବିଜ୍ଞପ୍ତି ଅନୁଯାୟୀ ଭାରତ ପାକିସ୍ତାନରୁ ସମସ୍ତ ସାମଗ୍ରୀର ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଆମଦାନୀକୁ ତୁରନ୍ତ ପ୍ରଭାବରୁ ନିଷିଦ୍ଧ କରିଛି । […]

Read More Text.
Digha jagannath

ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ: ମୁହଁ ଖୋଲିଲେ ପୁରୀ ଦଇତାପତି

ପୁରୀ : ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ ନେଇ ମୁହଁ ଖୋଲିଲେ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର। କହିଲେ, ପୁରୀ ଛଡ଼ା ଆଉ କେଉଁଠି ବ୍ରହ୍ମ ନାହିଁ । ଜଗନ୍ନାଥ ଧାମ କହିଲେ କେବଳ ପୁରୀକୁ ବୁଝାଏ । ଅନ୍ୟ କୌଣସି ଠାରେ ଜଗନ୍ନାଥଧାମ ହେବନି । ସରକାରୀ ସ୍ତରରେ ତାଙ୍କୁ ଏହା ଜଣାଇବା ଜରୁରୀ ।  ମୁଁ ମଧ୍ୟ ଚିଠି କରି ମମତା ବାନାର୍ଜୀଙ୍କୁ ଜଣାଇବି ବୋଲି କହିଛନ୍ତି ରାମକୃଷ୍ଣ ଦାସମହାପାତ୍ର । […]

Read More Text.

କେନ୍ଦ୍ରକୁ ଗଲେ ବରିଷ୍ଠ ଆଇଏଏସ ଅଧିକାରୀ ନିକୁଞ୍ଜ ଧଳ, ଦାୟିତ୍ବ ମୁକ୍ତ କଲେ ଓଡ଼ିଶା ସରକାର

ଭୁବନେଶ୍ଵର: ବରିଷ୍ଠ ଆଇଏଏସ ଅଧିକାରୀ ତଥା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଓଡ଼ିଶା ସରକାର ଦାୟିତ୍ବ ମୁକ୍ତ କରିଛନ୍ତି । ସେ କେନ୍ଦ୍ରରେ ସଂସଦୀୟ ବ୍ୟାପର ମନ୍ତ୍ରଣାଳୟର ଓଏସଡି ଭାବେ କାର୍ଯ୍ୟ କରିବେ । ନିକୁଞ୍ଜ ଧଳଙ୍କୁ ଗତ ମାସ ୧୯ ତାରିଖରେ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ଭାବେ ନିଯୁକ୍ତି ମିଳିଛି। ଏହି ମନ୍ତ୍ରଣାଳୟର ବର୍ତ୍ତମାନର ସଚିବ ଜୁନ ୩୦ ତାରିଖରେ ଅବସର ନେଲା ପରେ ନିକୁଞ୍ଜ ଧଳ ସଚିବ ଭାବେ […]

Read More Text.

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଖୋଜି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ପରାମର୍ଶ

ମୟୂରଭଞ୍ଜ: ଓଡିଶାର ଅନେକ ସ୍ଥାନରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ଯାହାକୁ ନେଇ ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବିଧାୟକ ସନାତନ ବିଜୁଳି ବେତନଟୀ ଏସଡିପିଓ ମିନତୀ ବିଶ୍ୱାଳଙ୍କୁ ଭେଟି ବଡ଼ସାହି ନିର୍ବାଚନ ମଣ୍ଡଳୀ ବିଭିନ୍ନ ଅଞ୍ଚଳରେ ବେଆଇନ ଭାବେ ଡେରା ପକାଇ ଥିବା ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଖୋଜି ବାହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି l ରାଜ୍ୟର ବିଭିନ୍ନ ସ୍ଥାନରେ ଦିନକୁ ଦିନ ଅନୁପ୍ରବେଶକାରୀଙ୍କ ସଂଖ୍ୟା ଦ୍ରୁତଗତିରେ ବଢିବାରେ ଲାଗିଛି । ଏଥିପାଇଁ ବିଭିନ୍ନ ସମୟରେ […]

Read More Text.