Image 2025 05 02t163648.438

ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ଚାଲିଥିଲା ଦେଶୀ ମଦ ତିଆରି, ୪ ଗିରଫ

ଭୁବନେଶ୍ୱର: ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ପ୍ରସ୍ତୁତ ହେଉଥିବା ଦେଶୀ ମଦ ଫ୍ୟାକ୍ଟ୍ରିକୁ ଠାବ କରିଛି ପୋଲିସ । ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଦାରୁଠେଙ୍ଗ ଜଙ୍ଗଲରେ । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୯ ଲକ୍ଷ ଟଙ୍କା ହେବ । ଏହା ସହ ଘଟଣାସ୍ଥଳରୁ ୪ ଜଣଙ୍କୁ ଗିରଫ କରିଛି ଅବକାରୀ ଥାନା ପୋଲିସ । ତେବେ ଦାରୁଠେଙ୍ଗ ଜଙ୍ଗଲରେ ଦେଶୀ ମଦ ଫ୍ୟାକ୍ଟ୍ରି ଚାଲିଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇ ଅବକାରୀ […]

Read More Text.

ଗଙ୍ଗା ଏକ୍ସପ୍ରେସ ୱେରେ ଗର୍ଜନ ଛାଡ଼ିଲେ ଲଢୁଆ ବିମାନ, ପାକିସ୍ତାନ ଛାନିଆ

ଲକ୍ଷ୍ନୌ: ଭାରତରେ ଗର୍ଜିଲା ବିମାନ, ଲଢୁଆ ବିମାନର ଗର୍ଜନ ଶୁଣି ଥରହର ହେଲାଣି ପାକିସ୍ତାନ । ଆକାଶରେ ଦମ୍ ଦେଖାଇଛନ୍ତି ଭାରତୀୟ ଲଢୁଆ ବିମାନ । ଉତ୍ତରପ୍ରଦେଶ ଶାହଜାହାନପୁରରେ ଶକ୍ତିପ୍ରଦର୍ଶନ କରିଛନ୍ତି ଭାରତୀୟ ବିମାନ । ଗଙ୍ଗା ଏକ୍ସପ୍ରେସ ୱେରେ ରାଫେଲ, ମିରାଜ୍, ସୁଖୋଇ, ଜାଗୁଆର ଭଳି ଲଢୁଆ ବିମାନର ଗର୍ଜନ ଶୁଣି ସେପଟେ ଛାନିଆ ହୋଇଛି ପାକିସ୍ତାନ । ଗଙ୍ଗା ଏକ୍ସପ୍ରେସ ୱେରେ ଯୁଦ୍ଧାଭ୍ୟାସ୍ କରି ଆକ୍ସନ ମୋଡକୁ ଆସିଛି ବାୟୁସେନା । ପହଲଗାମ୍ ପ୍ରତିଶୋଧ […]

Read More Text.

ରାଜ୍ୟରେ ୪ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ତେବେ ରାଜ୍ୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡ଼ବର୍ଷା, ପବନ ବହିବା, କୂଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ସୂଚନା ରହିଛି। ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲ୍ଲାର କିଛି ସ୍ଥାନରେ କୁଆପଥର ମାଡ ହୋଇପାରେ। ୫୦ରୁ ୬୦ କିମି ବେଗରେ ପବନ ବହିପାରେ। ସେହିପରି […]

Read More Text.

ବିଜିନ୍‌ଜମ ବନ୍ଦର ଉଦ୍‌ଘାଟନ କରି କହିଲେ ପ୍ରଧାନମନ୍ତ୍ରୀ- ଆଜି ଅନେକଙ୍କ ନିଦ ହଜିଯିବ

କେରଳର ଥିରୁଭାନନ୍ତପୁରମରେ ନିର୍ମିତ ବିଝିନଜମ ଅନ୍ତର୍ଜାତୀୟ ବନ୍ଦରକୁ ଶୁକ୍ରବାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅନ୍ତର୍ଜାତୀୟ ବନ୍ଦରକୁ ସେ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ବିରୋଧୀଙ୍କୁ ପରୋକ୍ଷ ଭାବେ ସମାଲୋଚନା କରିଛନ୍ତି। ଏହି ବନ୍ଦର ଉଦଘାଟନ ଫଳରେ ଅନେକଙ୍କ ନିଦ ହଜିଯିବ ବୋଲି ମୋଦୀ କହିଛନ୍ତି। ଉଦଘାଟନୀ କାର୍ଯ୍ୟକ୍ରମରେ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଯୋଗଦେଇ ନ ଥିବାବେଳେ କଂଗ୍ରେସ ନେତା ଶଶୀ ଥରୁର ଉପସ୍ଥିତ ରହିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ […]

Read More Text.

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ୧୦ରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ। ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ। ଏହାପରେ ସନ୍ଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଏବଂ ସେଠାରେ ରାତ୍ରିଯାପନ କରିବେ। ପର ଦିନ ସମ୍ବଲପୁର ଯାଇ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବା ସହ କିଛି ପ୍ରକଳ୍ପର ଶିଳାନ୍ୟାସ […]

Read More Text.

ଇମ୍ରାନଙ୍କୁ ସାହାଯ୍ୟ ମାଗିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପାକିସ୍ତାନର ବର୍ତ୍ତମାନର ପରିସ୍ଥିତି ରାଜନୈତିକ ସମୀକରଣରେ ଏକ ନାଟକୀୟ ପରିବର୍ତ୍ତନ ଆଡ଼କୁ ଇଙ୍ଗିତ କରୁଛି। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସହିତ ବଢ଼ୁଥିବା ଉତ୍ତେଜନା ଏବଂ ସମ୍ଭାବ୍ୟ ସାମରିକ ଜବାବ ମଧ୍ୟରେ, ପାକ୍ ସେନା ମୁଖ୍ୟ ଅସୀମ ମୁନିର ଏବଂ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଠାରୁ ସାହାଯ୍ୟ ଲୋଡିଛନ୍ତି। ସୂତ୍ର ଅନୁସାରେ, ଅସୀମ ମୁନିରଙ୍କ ବିରୋଧରେ ପ୍ରତିବାଦ ବନ୍ଦ କରିବା ଏବଂ ସିନ୍ଧରେ ପ୍ରଦର୍ଶନ ବନ୍ଦ […]

Read More Text.

ଆଦିବାସୀଙ୍କ ଜମିପଟାରେ ବେଆଇନ ସଂଶୋଧନ ବନ୍ଦ କରିବାକୁ ଭାରତ ମୁଣ୍ଡା ସମାଜ ର ଦାବୀ

ବାରିପଦା- ଆଦିବାସୀ ମାନଙ୍କ ସମ୍ପତିର ଉତ୍ତରାଧିକାରୀ ଭାବେ ତାଙ୍କ ପୁତ୍ର ସନ୍ତାନମାନେ ହିଁ ଆବାହନ କାଳରୁ ରହିଆସୁଛନ୍ତି l ଯେଉଁ ଆଦିବାସୀ ପିତା ମାତା ଙ୍କର ପୁତ୍ର ସନ୍ତାନ ନାହାନ୍ତି ସେମାନଙ୍କର ଝିଅ ମାନେହିଁ ଉତ୍ତରାଧିକାରୀ ହୋଇପାରିବେ l ଯାହାକି କେନ୍ଦ୍ର ସରକାର ଏବଂ ଅନ୍ୟ ରାଜ୍ୟ ସରକାର ମାନେ ଏହି ନିୟମକୁ ଆଜି ପର୍ଯ୍ୟନ୍ତ କାର୍ଯ୍ୟ କାରୀ କରିଆସୁଛନ୍ତି l ମାତ୍ର ଦୁଃଖ ର ବିଷୟ ଯେ ଓଡିଶା ରାଜ୍ୟ ସରକାର ଙ୍କ କ୍ଷେତ୍ରରେ ଏହି […]

Read More Text.
Shehbaz sharif pic

ଯୁଦ୍ଧ ଆଶଙ୍କାରେ ଖାଦ୍ୟ, ପାଣି ମହଜୁଦ କରିବାକୁ ଲୋକଙ୍କୁ କହିଲା ପାକିସ୍ତାନ

ଇସଲାମାବାଦ: ପାକିସ୍ତାନ ସମ୍ପୂର୍ଣ୍ଣ ନିଶ୍ଚିତ ହୋଇଯାଇଛି ଯେ ଭାରତ ନିଶ୍ଚିତ ଭାବରେ ତାଙ୍କ ଉପରେ ଆକ୍ରମଣ କରିବ। ତେଣୁ, ଭାରତୀୟ ସେନାର ଆକ୍ରମଣର ସମ୍ମୁଖୀନ ହେବା ପାଇଁ ପାକିସ୍ତାନ ପ୍ରତ୍ୟେକ ସ୍ତରରେ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଏଥିପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଖାଇବର ପଖତୁନଖ୍ୱାରେ ବିମାନ ଆକ୍ରମଣ ସାଇରନ୍ ଲଗାଇବା ଏବଂ ସୀମାନ୍ତ ଗ୍ରାମଗୁଡିକ ପାଖରେ ବଙ୍କର ନିର୍ମାଣ ପାଇଁ ପ୍ରୟାସ ତୀବ୍ର କରିବା ପରେ, ପାକିସ୍ତାନ ସରକାର ଏବେ ପିଓକେର ନାଗରିକମାନଙ୍କୁ ଦୀର୍ଘ ସମୟ […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ପ୍ରାଣୀ ବିଜ୍ଞାନ ବିଭାଗର ଜାତୀୟ ଆଲୋଚନାଚକ୍ର

ବାରିପଦା  : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର ପ୍ରାଣୀ ବିଜ୍ଞାନ ବିଭାଗ ଦ୍ଵାରା ଆୟୋଜିତ ଏକ ଦୁଇ ଦିବସୀୟ ଜାତୀୟ ଆଲୋଚନାଚକ୍ର ଉଦଘାଟିତ ହେଇଯାଇଛି । “ଧାରଣକ୍ଷମ ବିକାଶ ଲକ୍ଷ୍ୟ ହାସଲ କରିବାରେ ପ୍ରାଣୀ ବିଜ୍ଞାନ ଗବେଷଣାର ଭୂମିକା” ଶୀର୍ଷକ ଏହି ଆଲୋଚନାଚକ୍ରରେ ବିଶ୍ଵବିଦ୍ୟାଳୟର କୂଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ପୃଷ୍ଠପୋଷାକ ଭାବେ ଯୋଗ ଦେଇ ଅଧ୍ୟକ୍ଷତା କରିଥିଲେ । ନିଜ ବକ୍ତବ୍ୟରେ ପ୍ରଫେସର ତ୍ରିପାଠୀ ଧାରଣକ୍ଷମ ବିକାଶ କେବଳ ଅଭିଧାନର ଏକ […]

Read More Text.

ପାକ ପ୍ରଧାନମନ୍ତ୍ରୀଙ୍କ ୟୁଟ୍ୟୁବ୍ ଚ୍ୟାନେଲ ବ୍ୟାନ୍ କଲା ଭାରତ

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଦେଖାଯାଉଛି । ଏହି ସମୟରେ ଭାରତ ପାକିସ୍ତାନ ଉପରେ ବିଭିନ୍ନ ପ୍ରକାର ଆକ୍ସନ ନେଉଛି । ବର୍ତମାନ କେନ୍ଦ୍ର ସରକାର ଭାରତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ସରକାରୀ ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ୟାନ କରିଦେଇଛନ୍ତି । ଭାରତ ସରକାର ଭାରତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ, ରାଷ୍ଟ୍ରପତି ଆସିଫ ଅଲ୍ଲୀ ଜର୍ଦ୍ଦାରୀ, ମରିୟମ ନୱାଜ, ବିଲାୱାଲ ଭୁଟ୍ଟୋଙ୍କ ସମେତ ଅନେକ ପାକିସ୍ତାନୀ ନେତା ଏବଂ […]

Read More Text.