ଭାରତରେ ଥିବା ପାକିସ୍ତାନୀ ନାଗରିକଙ୍କୁ ମିଳିଲା ଆଶ୍ୱସ୍ତି: ଖୋଲିଲା ଅଟ୍ଟାରୀ ସୀମା
ପହଲଗାମ୍: ଜମ୍ମୁ-କଶ୍ମୀରର ‘ମିନି ସ୍ୱିଜରଲ୍ୟାଣ୍ଡ’ ଭାବରେ ପରିଚିତ ପର୍ଯ୍ୟଟନସ୍ଥଳୀ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ପରେ ଭାରତ-ପାକିସ୍ତାନ ମଧ୍ୟରେ ବିବାଦ ଲାଗିରହିଛି। ଭାରତ ଛାଡିବା ପାଇଁ ସମୟ ସୀମା ପୂର୍ବରୁ ପାକିସ୍ତାନୀ ନାଗରିକମାନେ ଅମୃତସରର ୱାଘା-ଅଟାରୀ ସୀମାରେ ପହଞ୍ଚିବା ଆରମ୍ଭ କରିଛନ୍ତି। ଏହି ଭୟଙ୍କର ଆକ୍ରମଣ ପରେ ଭାରତ କଡ଼ା ପ୍ରତିକ୍ରିୟା ସ୍ୱରୂପ ପାକିସ୍ତାନୀମାନଙ୍କ ପାଇଁ ଭିସା ସେବା ସ୍ଥଗିତ କରିଥିଲା। ଏହିପରି ଭିସାଧାରୀଙ୍କୁ ରବିବାର ପର୍ଯ୍ୟନ୍ତ ଦେଶ ଛାଡିବା ପାଇଁ […]
Read More Text.