ହାଫିଜ ସଇଦକୁ ତ୍ରିସ୍ତରୀୟ ସୁରକ୍ଷା ଯୋଗାଉଛି ପାକିସ୍ତାନ
ନୂଆଦିଲ୍ଳୀ: ଆତଙ୍କବାଦୀଙ୍କୁ ସୁରକ୍ଷା ଦେଉଛି ପାକିସ୍ତାନ। ଭାରତ ଆକ୍ରମଣ ଭୟରେ ମୋଷ୍ଟ ୱାଣ୍ଟେଡ୍ ଆତଙ୍କବାଦୀ ହାଫିଜ ସଇଦକୁ ତ୍ରିସ୍ତରୀୟ ସୁରକ୍ଷା ଯୋଗାଉଛି ପାକିସ୍ତାନ । ପାକସେନା, ଗୁଇନ୍ଦା ସଂସ୍ଥା ଏଏସଆଇ ଓ ଆତଙ୍କୀ ସଙ୍ଗଠନ ଲସ୍କର-ଏ-ତୋଇବା ମିଳିତ ଭାବେ ଆତଙ୍କୀ ହାଫିଜକୁ ସୁରକ୍ଷା ଯୋଗାଇ ଦେଉଥିବା ସୂଚନା ମିଳିଛି । ଲାହୋର ସ୍ଥିତ ଜୋହର ସହରରେ ଥିବା ହାଫିଜ ସଇଦର ଘର ଉପରେ ଡ୍ରୋନ୍ ଓ ସିସିଟିଭି କ୍ୟାମେରା ଜରିଆରେ ନଜର ରଖାଯାଉଛି । ହାଫିଜ ଘରର ୪ […]
Read More Text.