ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲ୍ଲା ସ୍ତରୀୟ କୃଷକ ଦିବସ -୨୦୨୫ ପାଳିତ

ବାରିପଦା: ଆଜି ପବିତ୍ର ଶୁକ୍ଳ ପକ୍ଷ ତୃତୀୟା ବା ଅକ୍ଷି ତୃତୀୟା ଅମୃତ ବେଳାରେ ଆମ ରାଜ୍ୟର ଚାଷୀ ଭାଇ ମାନେ ଅକ୍ଷିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ଏହି ପବିତ୍ର ଦିବସ ଅବସରରେ ଭୁବନେଶ୍ୱର ଓ ୟୁ ଏ ଟି ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଚାଷୀକୁଳର ଶୁଭମନାସୀ ଅକ୍ଷିମୁଠି ଅନୁକୂଳ କରିଛନ୍ତି। ସମୃଦ୍ଧ କୃଷକ, ବିକଶିତ ଓଡିଶା ଗଠନ ପାଇଁ ଏକ ଅଭିନଵ […]

Read More Text.
Marco rubio 750x430

ପାକିସ୍ତାନ ପହଲଗାଓଁ ଆକ୍ରମଣକୁ ନିନ୍ଦା କରିବା ଦରକାର: ଆମେରିକା

ନୂଆଦିଲ୍ଲୀ : ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ପହଲଗାଓଁ ଆକ୍ରମଣକୁ ନିନ୍ଦା କରିବା ସହିତ ପାକିସ୍ତାନ ବି ଏହାକୁ ନିନ୍ଦା କରିବା ଦରକାର ବୋଲି କହିଛନ୍ତି। ରୁବିଓ ଏହି ଘଟଣାରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ ସରିଫଙ୍କ ସହିତ ପୃଥକ ଭାବେ କଥା ହୋଇଛନ୍ତି। ପହଲଗାଓଁ ଆକ୍ରମଣକୁ ନିନ୍ଦା କରିବା ଦରକାର ବୋଲି ସେ ଶେହଓ୍ବାଜଙ୍କୁ କହିବା ସହିତ ଆତଙ୍କବାଦ ବିରୋଧରେ ଆମେରିକା ଭାରତକୁ ସହଯୋଗ ଜାରି ରଖିବ […]

Read More Text.

ବିଧାନସଭାର ୯ମ ଷ୍ଟାଣ୍ଡିଙ୍ଗ କମିଟି-୨୦୨୫ ର ଦୁଇ ଦିନିଆ ମୟୁରଭଞ୍ଜ ଗସ୍ତ

ପଂଚାୟତିରାଜ ଓ ପାନୀୟ ଜଳ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ କାର୍ଯ୍ୟ କାରି ହେଉଥିବା ବିଭିନ୍ନ ଯୋଜନାର ଅଗ୍ରଗତିର ସମୀକ୍ଷା ବାରିପଦା: ବିଧାନସଭାର ୯ମ ଷ୍ଟାଣ୍ଡିଙ୍ଗ କମିଟିର ଅଧ୍ୟକ୍ଷ ତଥା ସଦସ୍ୟ ବୃନ୍ଦ ୨ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତ ରେ ଆସି ଜିଲ୍ଲାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ରେ କାର୍ଯ୍ୟକାରି ହେଉଥିବା ବିଭିନ୍ନ ସରକାରୀ ଯୋଜନାର ପ୍ରକଳ୍ପ ଗୁଡିକ ଅଗ୍ରଗତି ଓ ଏହାର ସମୀକ୍ଷା କରିଥିଲେ। ମାନ୍ୟବର ବିଧାୟକ […]

Read More Text.

ନକଲି ବିଦେଶୀ ମଦ ଜବତ, ଜଣେ ଗିରଫ 

ବାରିପଦା: ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଶାନ୍ତ କହଁରଙ୍କ ନିର୍ଦ୍ଦେଶକ୍ରମେ ଓ ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଅବକାରୀ ରେଞ୍ଜ ପକ୍ଷରୁ ଅବକାରୀ ନିରୀକ୍ଷକ ଶ୍ରୀ ବିନୟ ପ୍ରକାଶ ତୀର୍କୀ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ତିରିଂ ଥାନା ଅନ୍ତର୍ଗତ ଇନ୍ଦଖୁଳି ଗ୍ରାମରେ ଚଢ଼ାଉ କରାଯାଇ ୫୨.୫୦୦ ଲିଟର ନକଲି ବିଦେଶୀ ମଦ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ପଶ୍ଚିମ ସିଙ୍ଗଭୁମ ଜିଲ୍ଲା ମଞ୍ଜରୀ ଥାନା […]

Read More Text.

ଭାରତକୁ ପରମାଣୁ ବୋମାର ଧମକ ଦେଲେ ନୱାଜ ସରିଫଙ୍କ ଝିଅ  ମରିୟମ ନୱାଜ୍

ଇସଲାମାବାଦ: ପୁଣି ଭାରତକୁ ପରମାଣୁ ଧମକ । ପହଲଗାମ୍ ଆତଙ୍କୀ ହମଲା ପରେ ଭାରତ ପ୍ରତିଶୋଧ ନେବାକୁ ପଣ କରିଥିବା ବେଳେ ଆତଙ୍କୀ ଆକ୍ରମଣରେ ପାକ୍ ସେନାର ସମ୍ପୃତି ମିଳିବା ପରେ ଏବେ ଆକ୍ରମଣ ମୁଦ୍ରାରେ ଭାରତ । ଆଉ ଭାରତର ଆକ୍ସନ ପରେ ଏବେ ଭାରତ-ପାକିସ୍ତାନ ମଧ୍ୟରେ ତିକ୍ତକ୍ତା ପୁଣଇ ଥରେ ତେଜିଥିବା ବେଳେ ସୀମାରେ ଉତ୍ତେଜନା ଲାଗିରହିଛି । ଭାରତ ପାକିସ୍ତାନକୁ ପାନେ ଦେବାକୁ ବିରାଟ ଯୋଜନା କରୁଥିବା ବେଳେ ଏବେ ପାକିସ୍ତାନର ପୂର୍ବତନ […]

Read More Text.

ପରିକ୍ରମା ପକ୍ଷରୁ ସମ୍ବର୍ଦ୍ଧନା ସମାରୋହ

ବାରିପଦା: ଅଗ୍ରଣୀ ସାମାଜିକ -ସାଂସ୍କୃତିକ ଅନୁଷ୍ଠାନ ” ପରିକ୍ରମା ” ପକ୍ଷରୁ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସମାରୋହ ସ୍ଥାନୀୟ ଗ୍ରାମ୍ୟ ଉନ୍ନୟନ ବିଭାଜନ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି | ଅନୁଷ୍ଠାନର ଅଧ୍ୟକ୍ଷ ଈଶାନ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଦୁର୍ଯ୍ୟୋଧନ ବେହେରା ଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିବା ବେଳେ ନୂଆକରି ଯୋଗଦେଇଥିବା ନିର୍ବାହୀ ଯନ୍ତ୍ରୀ ସଞ୍ଜିତ କୁମାର ନାଏକଙ୍କୁ ସ୍ୱାଗତ କରାଯାଇଥିଲା | ଉଭୟ ଯନ୍ତ୍ରୀଙ୍କୁ ଫୁଲମାଳ, […]

Read More Text.

ପିସିସି ସଭାପତି ଭକ୍ତ ଚରଣ ଦାସ ଦେଶବାସୀଙ୍କ ନିକଟରେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେପି

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ପିସିସି ସଭାପତି ଭକ୍ତ ଚରଣ ଦାସ କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିବା ଘଟଣାରେ ଆଜି ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ ଭକ୍ତ ଚରଣ ଦାସ ଓ କଂଗ୍ରେସ ଉପରେ ବର୍ଷିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଭକ୍ତ ଚରଣ ଦାସ ନିଜର ଟିପ୍ପଣୀ ପାଇଁ ଦେଶବାସୀଙ୍କ ନିକଟରେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରିବା ଉଚିତ। ସେ ଜଣେ ଅଭିଜ୍ଞ ରାଜନେତା ହୋଇ ମଧ୍ୟ ଯେଉଁଭଳି କଥା କହିଲେ […]

Read More Text.

ଆସନ୍ତା ୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪: ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା -ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ବିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରାଯାଇ ଚାଷୀମାନଙ୍କ ଅମଳ ଓ ରୋଜଗାର ବୃଦ୍ଧି ପାଇଁ ଉଦ୍ୟମ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ବରମୁଣ୍ଡା ଓୟୁଏଟି ଫାର୍ମଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଦିବସ ସମାରୋହ ଅବସରରେ କହିଛନ୍ତି। ଏହି ଅବସରରେ […]

Read More Text.

ମେ ୧୪ରେ ଓସିଏସ୍ ଆନ୍‌ଥ୍ରୋପୋଲୋଜି ପରୀକ୍ଷା

କଟକ, ୩୦।୪: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଓଡ଼ିଶା ସିଭିଲ ସର୍ଭିସେସ (ଓସିଏସ୍‌) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍‌ଥ୍ରୋପୋଲୋଜି ଐଚ୍ଛିକ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି ପରୀକ୍ଷା ଆୟୋଜନ କରାଯିବ, ଯାହା ଏପ୍ରିଲ ୨୭, ୨୦୨୫ରେ ଅନୁଷ୍ଠିତ ଆନ୍‌ଥ୍ରୋପୋଲୋଜି ପେପର-୧ ଓ ପେପର-୨ରେ ସାମ୍ନାକୁ ଆସିଥିବା ତ୍ରୁଟିକୁ ସମାଧାନ କରିବା ପାଇଁ ନିଆଯାଇଛି। ଓପିଏସ୍‌ସି ଅନୁଯାୟୀ, ଏପ୍ରିଲ ୨୭ରେ ଆନ୍‌ଥ୍ରୋପୋଲୋଜି ପେପର-୧ […]

Read More Text.

ସମୟ ଚକ୍ରରେ ହଜିଯାଇଛି ସବାରୀ-ପାଲିଙ୍କି, ଆଉ ଶୁଭୁନି ‘ହାକୁମ୍ ଧାବଲ ହୁକୁମ୍ ଭାଇ’ ଡ଼ାକ

ଆଗରପଡ଼ା :ଆଧୁନିକ ଯୁଗରେ ଆଧୁନିକ ପରମ୍ପରାକୁ ଆପଣେଇବା ଇଚ୍ଚାରେ ମନୁଷ୍ୟ କ୍ରମଶଃ ଭୁଲି ଯାଇଛି ତାର ପରମ୍ପରା,ଚାଲିଚଳନ ଓ ସାମାଜିକ ବ୍ୟବସ୍ଥାକୁ । ସେହି ବ୍ୟବସ୍ଥା ଭିତରେ ହଜିଯାଇଛି ଓଡ଼ିଆ ଘରର ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା “ସବାରୀ-ପାଲିଙ୍କି”ା ଆଉ ଶୁଭୁ ନାହିଁ “ହାକୁମ୍ ଧାବଲ ହୁକୁମ୍ ଭାଇ” “ଆଗରେ ଘାଇ ଧିରେ ଚାଲେ ଭାଇ”ଡ଼ାକ । ଇତିହାସ ପୃଷ୍ଠାରେ ମନୁଷ୍ୟ କୃତ ଏହି ସବାରୀ-ପାଲିଙ୍କିର ପ୍ରଚଳନ କେବେ ହୋଇଥିଲା ଲିପିବଦ୍ଧ ନହୋଇଥିଲେ ମଧ୍ୟ ଏହା ଓଡ଼ିଆ […]

Read More Text.