Images 28

ସେପ୍ଟେମ୍ବର ୭ରେ ଚନ୍ଦ୍ରଗ୍ରହଣ, ଜାଣନ୍ତୁ କେଉଁଠି ହେବ ଦୃଶ୍ୟମାନ…

ଦେଶ - ବିଦେଶ

ନୂଆଦିଲ୍ଲୀ: ମାର୍ଚ୍ଚ ୨୦୨୫ର ବ୍ଲଡ୍ ମୁନ୍ ପରେ ସେପ୍ଟେମ୍ବରରେ ପୁଣି ଥରେ ଭାରତରେ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବାକୁ ଯାଉଛି।ବ୍ଲଡ୍ ମୁନ୍ କେବଳ ଚନ୍ଦ୍ରଗ୍ରହଣ ସମୟରେ ଦେଖାଯାଏ ଏବଂ ଏହି ସମୟରେ ଚନ୍ଦ୍ର ଲାଲ ହୋଇଯାଇଥାଏ। ତେବେ ଜାଣନ୍ତୁ ୨୦୨୫ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ କେବେ ପଡ଼ିବ…

ବ୍ଲଡ୍ ମୁନ୍ ଚନ୍ଦ୍ରଗ୍ରହଣ ୭ ସେପ୍ଟେମ୍ବର ୨୦୨୫ରେ ହେବାକୁ ଯାଉଛି। ଭାରତୀୟ ସମୟ (IST) ଅନୁଯାୟୀ ଏହା ରାତି ୮:୫୮ରେ ଆରମ୍ଭ ହୋଇ ୮ ସେପ୍ଟେମ୍ବର ସକାଳ ୧:୨୫ ପର୍ଯ୍ୟନ୍ତ ଲାଗି ରହିବ। ତେବେ ଚନ୍ଦ୍ରଗ୍ରହଣ ରାତି ୧୧:୦୦ରୁ ୧୨:୨୨ ପର୍ଯ୍ୟନ୍ତ ଶୀର୍ଷରେ ରହିବା ନେଇ ସୂଚନା ମିଳିଛି।

Shrutilipi ad