ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରା କରିବେ ବରିଷ୍ଠ ନାଗରିକ: ମେୟର ରାଜ୍ୟ September 9, 2025ONNLeave a Comment on ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରା କରିବେ ବରିଷ୍ଠ ନାଗରିକ: ମେୟର ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ । ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ । ଏନେଇ ସୂଚନା ଦେଲେ ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ । ମେୟର ଦାସ କହିଛନ୍ତି ଯେ, ରାଜଧାନୀ ଭୁବନେଶ୍ବରର ଭୀମ ଭୋଇ ଦୃଷ୍ଟିବାଧିତ ସ୍କୁଲ୍ ଓ କ୍ୟାପିଟାଲ୍ ହାଇସ୍କୁଲ୍ରେ ରହଣି ବ୍ୟବସ୍ଥା କରାଯାଇଛି । ସ୍କାଉଟ୍ ଗାଇଡ୍ କ୍ୟାମ୍ପସ୍ରେ ବରିଷ୍ଠ ନାଗରିକଙ୍କ ରହଣି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି ବୋଲି ମେୟର କହିଛନ୍ତି । Share this: Click to share on Facebook (Opens in new window) Facebook Click to share on X (Opens in new window) X Like this:Like Loading...