ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ

ଦେଶ - ବିଦେଶ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ରୋଏସିଆ, ନରୱେ ଓ ନେଦରଲ୍ୟାଣ୍ଡସ୍‌‌ ଗସ୍ତ କାର୍ଯ୍ୟକ୍ରମ ରହିଥିଲା।
ମେ’ ୧୩ରୁ ୧୭ ତାରିଖ ପର୍ଯ୍ୟନ୍ତ ଏହି ୟୁରୋପୀୟ ରାଷ୍ଟ୍ର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥିରିକୃତ ହୋଇଥିଲା। ଏସବୁ ୟୁରୋପୀୟ ଦେଶ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଥିବା ନେଇ ସୂଚନା ମିଳିଛି।

Shrutilipi ad