B

ରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ଦେଶ - ବିଦେଶ ରାଜ୍ୟ

ନୂଆଦିଲ୍ଲୀ: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି  ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି।

ଏହି ସାକ୍ଷାତ ସମୟରେ ବିଜେପି ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ଓଡ଼ିଶା ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ମଧ୍ୟ ଉପସ୍ଥିତ ଥିଲେ।

Shrutilipi ad