ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ, ଅନ୍ୟ ୪ ଯବାନ ଗୁରୁତର ରାଜ୍ୟ May 31, 2025ONNLeave a Comment on ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ, ଅନ୍ୟ ୪ ଯବାନ ଗୁରୁତର ରାଉରକେଲା: ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ। ରାଉରକେଲାରେ CRPF-୨୬ ବାଟାଲିଅନ ଅଧିକାରୀ ଏମ ପ୍ରବୋ ସିଂଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୪ ଯବାନ ଗୁରୁତର ହୋଇଛନ୍ତି । ନକ୍ସଲ ଦମନ ପାଇଁ କମ୍ବିଂ ଅପରେସନ ବେଳେ ବଜ୍ରପାତ ହୋଇଥିଲା । ଗୁରୁତର ଯବାନଙ୍କୁ କିରିବୁରୁ ଓ ଟାଟା ସ୍ଥାନାନ୍ତର କରାଯାଇଛି । Share this: Click to share on Facebook (Opens in new window) Facebook Click to share on X (Opens in new window) X Like this:Like Loading...