ମନୋଜ ମହାନ୍ତି ଓପିଏସସି ସଦସ୍ୟ ନିଯୁକ୍ତ ରାଜ୍ୟ July 10, 2025ONNLeave a Comment on ମନୋଜ ମହାନ୍ତି ଓପିଏସସି ସଦସ୍ୟ ନିଯୁକ୍ତ ଭୁବନେଶ୍ଵର: ଆଇଏଏସ ମନୋଜ କୁମାର ମହାନ୍ତି ଗୁରୁବାର ଓପିଏସସି ସଦସ୍ୟ ନିଯୁକ୍ତ ହୋଇଛନ୍ତି। ମନୋଜଙ୍କୁ ୬ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଏହା ପୂର୍ବରୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ ମନୋଜ ମହାନ୍ତି। Share this: Click to share on Facebook (Opens in new window) Facebook Click to share on X (Opens in new window) X Like this:Like Loading...