ରେଲୱେ କର୍ମଚାରୀଙ୍କ ଘର ଉପରକୁ ଗୁଳିମାଡ଼ ରାଜ୍ୟ September 7, 2025ONNLeave a Comment on ରେଲୱେ କର୍ମଚାରୀଙ୍କ ଘର ଉପରକୁ ଗୁଳିମାଡ଼ ଝାରସୁଗୁଡ଼ା: ଝାରସୁଗୁଡାରେ ଫୁଟିଲା ଗୁଳି । ସହରର ରେଲୱେ କଲୋନୀରେ ରହୁଥିବା ରେଲୱେ କର୍ମଚାରୀ ଦଶରଥ ସୁନା ନାମକ ଜଣେ ବ୍ୟକ୍ତିଙ୍କ ଘର ଉପରେକୁ ଗୁଳିମାଡ଼ ହୋଇଛି । ବିଳମ୍ବିତ ରାତିରେ ୪ ରାଉଣ୍ଡ ଗୁଳିମାଡ଼ କରିଛି ଦୁର୍ବୃତ୍ତ । ଘର କବାଟକୁ ଗୁଳି ମାଡ଼ କରିଛନ୍ତି କିଛି ଦୁର୍ବୃତ୍ତ । ତେବେ ଏହି ଗୁଳିମାଡରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଦଶରଥ ଓ ପରିବାର ଲୋକେ । ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର ହୋଇଯାଇଛି । ଗୁଳିମାଡ଼ର କାରଣ ଅସ୍ପଷ୍ଟ ଥିବା ସୂଚନା ରହିଥିବାବେଳେ, ଖବରପାଇ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଫୁଟା ଗୁଳିକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । Share this: Click to share on Facebook (Opens in new window) Facebook Click to share on X (Opens in new window) X Like this:Like Loading...