Img 20250909 wa0213

ଅବକାରୀ ବିଭାଗ ତରଫରୁ ବ୍ୟାପକ ଚଢାଉ, ବ୍ୟାପକ ବେଆଇନ ମଦ ଜବତ ସହ ୪ ଜଣଙ୍କୁ କୋର୍ଟ ଚାଲାଣ 

ରାଜ୍ୟ
ବାରିପଦା : ବାମନଘାଟି ଉପଖଣ୍ଡ ରାଇରଙ୍ଗପୁର ଅବକାରୀ ରେଞ୍ଜ ପକ୍ଷରୁ ବହଳଦା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ  ରଣଜିତ ସବରଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା  ତିରିଂ ଥାନା ଅନ୍ତର୍ଗତ ଟୁଡୁକାମ, ଜୋଟା, ପୋଖରିଆ ଏବଂ ପାଣ୍ଡୁପାଣି, ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ବିପୁଳ ପରିମାଣରେ ଦେଶୀ ରନ୍ଧା ମଦ ଓ ମହୁଲ ପୋଚ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ମୋଟ ୦୪ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l
Shrutilipi ad